-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||     

HOME   ଜିଲ୍ଲା

ଜଙ୍ଗଲ ନିଆଁ ଲିଭାଇଲେ ଡିଏଫ୍ଓ, ରେଞ୍ଜର

03-Mar-2026



ନୂଆପଡା (ପରମେଶ୍ୱର ମେହେର ): ଗ୍ରୀଷ୍ମ ଋତୁ ଆରମ୍ଭରୁ ପ୍ରବଳ ଖରା ଅନୁଭୁତ ହେଲାଣି। ଏହି ସମୟରେ କିଛି ଅସାମାଜିକ ଲୋକ ମହୁଲ ସଂଗ୍ରହ କରିବା ପାଇଁ ଗଛ ତଳେ ନିଆଁଲଗାଇ ସଫା କରୁଥିବା ବେଳେ ଅନ୍ୟ କିଛି ବ୍ୟକ୍ତି ନିଜ ଚାଷ ଜମିକୁ ନିଆଁ ଲଗାଇ ଲଟା ବୁଦା ସଫା କହୁଛନ୍ତି।ଫଳରେ ନିଆଁ ଜଙ୍ଗଲରେ ଲାଗିଯାଉଛି। ଯାହା ଫଳରେଜଙ୍ଗଲର ଛୋଟ ଗଛଲତାସାଂଗକୁତଳେପଡ଼ିଯାଇଥିବାମଞ୍ଜି ପୋଡ଼ି ନୂତନ ଗଛଲତା ସୃଷ୍ଟି ହେବାରୁ ବାଧକ ସୃଷ୍ଟି ହୋଇ ବନ୍ୟପଶୁ ପକ୍ଷୀ ଜୀବନ ପ୍ରତି ବିପଦ ସୃଷ୍ଟି କରୁଛି।
ଏଭଳି ଏକ ଜଙ୍ଗଲରେ ନିଆଁ ଲାଗିଥିବା ବେଳେ ସରକାରୀ
କାର୍ଯ୍ୟରେ ଯାଇ ଫେରୁଥିବା ବେଳେ ହୁତୁହୁତୁ ହୋଇ ଜଳୁଥିଲା ଜଙ୍ଗଲ ନିଆଁ ଲିଭାଇଲେ ଖଡ଼ିଆଳ କେନ୍ଦୁଲିପଡିଏଫଓ ଏ. ମାଧବୀଲତା ଓ ତାଙ୍କର ସାଙ୍ଗେ ଥିଲେସିନାପାଲି କେନ୍ଦୁଲିପ ରେଞ୍ଜର ଜଳି ରଣା। ନୂଆପଡ଼ାଜିଲ୍ଲା ସିନାପାଲି ରେଞ୍ଜ ବ୍ରାହ୍ମଣିଗୁଡା ଗାଁ ସଂଲଗ୍ନ ନିକଟଜଙ୍ଗଲରେ ନିଆଁ ଲାଗିଥ‌ିବା ଦେଖୁଗଛଲତା ସାହାଯ୍ୟରେ ଜଳୁଛି ଜଙ୍ଗଲ ନିଆଁ ଲିଭାଇ ଥିଲେ। ଉଭୟ ଜଙ୍ଗଲ ନିଆଁ ଲିଭାଇଲେ ଡିଏଫ୍ଓ, ରେଞ୍ଜର କେନ୍ଦୁଲିପ ଖଡ଼ିଆଳ ଡିଏଫଓ ଏ. ମାଧବୀଲତା ଏବଂ ରେଞ୍ଜର ଜଳି ରଣାଙ୍କ ଉଦ୍ୟମ ଯୋଗୁଁ ବଞ୍ଚି ଯାଇଛି ଅନେକମୂଲ୍ୟବାନ ଗଛ ଏବଂ ବନ୍ୟଜନ୍ତୁ। ଜଙ୍ଗଲ ରେ ନିଆଁ ନଲଗାଇବା ନେଇ ପ୍ରଶାସନ ତରଫରୁ ବିଭିନ୍ନ ସମୟରେ ସଚେତନତା କରା ଯାଉଛି ହେଲେ ଅମାନିଆମାନେ ବୁଝି ନପାରି ନିଆଁ ଲଗାଇ ଛାଡ଼ି ଦେଉଥ‌ିବାରୁଏଭଳି ଅଭାବନୀୟ ଘଟଣା ଘଟୁଥ‌ିବା ପରିବେଶବିତ ତଥା ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026

You Might Also Like