-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||     

HOME   ଜିଲ୍ଲା

ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିରର ଅଫିସିଆଲ ୱେବ ସାଇଟ ଉନ୍ମୋଚିତ♦️ ମନ୍ଦିରର ତଥ୍ୟ ଜାଣି ପାରିବେ ସାରା ପୃଥିବୀରେ ଲୋକେ

03-Mar-2026



ବରଗଡ(ପ୍ରେରଣା ଖବର): ବରଗଡ ଜିଲ୍ଲାର ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ସମଗ୍ର ଭାରତ ବର୍ଷରେ ଏକ ବିରଳ ଓ ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଅଟେ ।ଏହାର ତଥ୍ୟ, ତତ୍ଵ, କଥା, କିମ୍ବଦନ୍ତୀ ସ୍ଵତନ୍ତ୍ର ଓ ନିଆରା ଅଟେ । ପ୍ରତିଦିନ ଏଠାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ପର୍ଯ୍ୟଟକ ଆସିଥାନ୍ତି । ତେଣୁ ଏହି ପବିତ୍ର ପର୍ଯ୍ୟଟନ ସ୍ଥଳୀର ବିବରଣୀ ପୃଥିବୀ ସାରା ଲୋକେ ଜାଣିବା ଆବଶ୍ୟକ ଅଟେ ବୋଲି ମଙ୍ଗଳବାର ଦିନ ମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିରର ଅଫିସିଆଲ ୱେବ ସାଇଟ ଉନ୍ମୋଚନ ଅବସରରେ ଅତିଥି ବୃନ୍ଦ ମତ ପ୍ରକାଶ କରିଛନ୍ତି । ମନ୍ଦିର କାର୍ଯ୍ୟ ନିର୍ବାହୀ ଅଧିକାରୀ ପୁରୁଷୋତ୍ତମ

ପ୍ରଧାନଙ୍କ ପୌରୋହିତ୍ୟରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବରେ ବରଗଡର ଲୋକପ୍ରିୟ ସାଂସଦ ତଥା ମନ୍ଦିରର ପୂର୍ବତନ ଟ୍ରଷ୍ଟ ବୋର୍ଡ ଅଧ୍ୟକ୍ଷ ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଏହି ୱେବ ସାଇଟର ଶୁଭ ଉନ୍ମୋଚନ କରିଥିଲେ । ଆଜିଦିନ ଠାରୁ www.nrusinghanathtemple.in ୱେବ ସାଇଟ ମାଧ୍ୟମରେ ମନ୍ଦିରର ସମସ୍ତ ବିବରଣୀ ଉପଲବ୍ଧ ହୋଇଛି ବୋଲି ସୂଚନା ଦିଆ ଯାଇଥିଲା । ଫଳରେ ପର୍ଯ୍ୟଟକ ମାନେ ମନ୍ଦିର ଅବସ୍ଥିତି, ଯାତାୟାତ ସୁବିଧା, ଦର୍ଶନ ସମୟ, ଆଗତୁରା ଭୋଗ ତଥା ରହିବା ବ୍ୟବସ୍ଥା ବୁକିଂ କରିବା ଆଦି ସୁବିଧା ପାଇପାରିବେ ବୋଲି ସୂଚନା ଦିଆଯାଇଥିଲା ।ଏହି ଅବସରରେ ମୁଖ୍ୟ ଅତିଥି ଶ୍ରୀ ପୁରୋହିତ ମନ୍ଦିରର ବିଭିନ୍ନ ବିବରଣୀକୁ ପ୍ରାଞ୍ଜଳ ଭାବରେ ଆଲୋକପାତ କରିଥିଲେ । ବିବରଣୀକୁ ବିଶ୍ବବ୍ୟାପୀ କରିବା ପାଇଁ ୱେବ ସାଇଟ ସହାୟକ

ହେବ ଏବଂ ଏହି ପୀଠର ପ୍ରଚାର ପ୍ରସାର ପାଇଁ ଏହା ଆଉ ଏକ ପାହାଚ ଅଟେ ବୋଲି କହିଥିଲେ । ସମ୍ମାନିତ ଅତିଥି ପିଡବ୍ଲୁଡିର ଇଞ୍ଜିନିୟର ଅରୁଣ କୁମାର ପାଣ୍ଡେ ଓ ପଦ୍ମପୁର ଉପଖଣ୍ଡ ସାମ୍ବାଦିକ ସଂଘର ସଭାପତି ବଡ ଶତପଥି ତୀର୍ଥକ୍ଷେତ୍ରର ବିକାଶ ପାଇଁ ମତବ୍ୟକ୍ତ କରିଥିଲେ । ଅନ୍ୟତମ ବରେଣ୍ୟ ଅତିଥି ବିଶିଷ୍ଟ ସ୍ତମ୍ଭକାର ତଥା ଅଧ୍ୟାପକ ସୁଶାନ୍ତ କୁମାର ମିଶ୍ର ଓ ଜଣାଶୁଣା ଫିଲ୍ମ ନିର୍ଦ୍ଦେଶକ ଲିଟୁ ମହାନ୍ତି ଯୋଗଦାନ କରି ଏହି ପୀଠର ତଥ୍ୟ ଓ ତତ୍ଵ୍ଵ ସଂରକ୍ଷଣ ପାଇଁ ଆଗକୁ ଆହୁରି ଉଦ୍ୟମ କରିବା ଆବଶ୍ୟକ ରହିଛି ବୋଲି କହିଥିଲେ । ୱେବ ସାଇଟ ର ନିର୍ମାତା ଶଶିକାନ୍ତ ସାହୁଙ୍କୁ ଉପଢ଼ୌକନ ଦେଇ ମୁଖ୍ୟ ଅତିଥି ସମ୍ମାନୀତ କରିଥିଲେ । ଏହି ଉତ୍ସବରେ ବିଭିନ୍ନ ପ୍ରାନ୍ତରୁ ବୁଦ୍ଧିଜୀବୀ, ଶ୍ରଦ୍ଧାଳୁ ତଥା ଜନସାଧାରଣ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026

You Might Also Like