-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||     

HOME   ଜିଲ୍ଲା

*ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*

04-Mar-2026



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ଅଞ୍ଚଳ ର ବିଭିନ୍ନ ସ୍ଥାନରେ ଆଜି ରଙ୍ଗର ପର୍ବ ହୋଲି ଉତ୍ସବ ପାଳିତ ହେଲା। ଜନ ସାଧାରଣ ସହ ଡାବୁଗାଁ ସଦର ମହାକୁମ ଠାରେ ହୋଲି ଖେଳିଲେ ଡାବୁଗାଁ ବିଧାୟକ ଶ୍ରୀ ମୋନହର ରନ୍ଧାରୀ। ହୋଲି ହିନ୍ଦୁମାନଙ୍କ ଏକ ପ୍ରମ୍ମୁଖ ପର୍ବଅଟେ। ହୋଲି ଉତ୍ସବ ଅବସରରେ ଡାବୁଗାଁ ଅଞ୍ଚଳ ଚାରିଆଡେ ଉତ୍ସବ ମୁଖୁର ପରିବେଶ ହଇଯାଇଛି। ହୋଲି ପୂର୍ବଦିନ ସ୍ଥାନୀୟ ଅଂଚଳରେ ମଙ୍ଗରାଚଚରା, କେଲିଆ ମହିମା ଆଶ୍ରମ, ମହିନ୍ଦ୍ରୀ, ମାନିଗାଁ ରେ ଦୁମଧାମରେ ପାଳିତ ହେଲା ହୋଲିପଡ଼ା ଏବଂ ରାତ୍ରିରେ ସମସ୍ତ ଙ୍କ ମନରଞ୍ଜନ ପାଇଁ ଶତାଧିକ ଦେକାନ ବଜାର ସହ ଆଦିବାସୀ ନାଟକର ମଧ୍ୟ ଆୟୋଜନ କରାଯାଇ ଥିଲା। ଆଜି ଏହି ଅବସରରେ ରାଧାକୃଷ୍ଣ ମନ୍ଦିର,ଜଗନ୍ନାଥ ମନ୍ଦିର ଆଦି ବିଭନ୍ନ ସ୍ଥାନରେ ଧୂମ ଧାମରେ ପାଳିତ ହେଲା ହୋଲି ଉତ୍ସବ।ହିନ୍ଦୁ ଭାଇମାନେ ଆଜି ଏହି ଭାଇଚାରାର ପର୍ବ ଧୁମଧାମରେ ପାଳନ କଲେ। ସ୍ଥାନୀୟ ପ୍ରଥା ଅନୁସାରେ ଆଜି ଆମ ଡାବୁଗାଁ ଅଂଚଳରେ ଆମ୍ବ ନୂଆ ଖାଇଥାନ୍ତି  ସ୍ଥାନୀୟ ଜନସାଧାରଣ ତେଣୁ ହୋଲି ପଡାର ନିଆଁ ସ୍ଥାନୀୟ ପୂଜାରୀ ଘୋର ଘୋର ଯାଇ ଏହି ନିଆଁକୁ ଦେଇଥାଏ ଏବଂ ଏହି ନିଆଁରେ ନୁଆଁ କାନ୍ଦୁଲ ଭଜା ହୁଏ ଏହା ପରେ ଆମ୍ବ ନୁଆଁ ଖାଇ ଥାନ୍ତି ସ୍ଥାନୀୟ ଜନସାଧାରଣ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026

You Might Also Like