-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||     

HOME   ଜିଲ୍ଲା

ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ

05-Mar-2026



ବଲାଙ୍ଗିର (ପ୍ରେରଣା ଖବର): ବଳାଙ୍ଗିର ଜିଲ୍ଲା ମାଛଚାଷ ବିଭାଗ ଏବଂ ଯୁବୋଦୟ  କଲେଜ ଅଫ ଆଡଭାନ୍ସ୍ଡ ଟେକ୍ନୋଲୋଜି, ସକମା, ବଳାଙ୍ଗିର ଯୁକ୍ତଭାବେ ଜୀବବିଜ୍ଞାନ  ଓ ଉଦ୍ଭିଦ ବିଜ୍ଞାନ ଯୁକ୍ତ ତିନ  ବିଭାଗର ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ଶିକ୍ଷାତ୍ମକ ଭ୍ରମଣ ଆୟୋଜନ କରିଥିଲେ। ଏହି ଭ୍ରମଣର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ମାଛଚାଷ ଓ ମତ୍ସ୍ୟ ପ୍ରବନ୍ଧନ ସମ୍ପର୍କିତ ବିଭିନ୍ନ ପ୍ରକ୍ରିୟାକୁ ପ୍ରାୟୋଗିକ ଭାବେ ଅଧ୍ୟୟନ କରାଇବା। ଏହି କାର୍ୟକ୍ରମଟି ପଟ୍ନାଗଡ଼ ଅଞ୍ଚଳର ସପନ ଫିଶ ସିଡ଼ ଫାର୍ମ ଠାରେ ଆୟୋଜିତ ହୋଇଥିଲା।

ଏହି ପ୍ରଶିକ୍ଷଣ କାର୍ୟକ୍ରମରେ ବଳାଙ୍ଗିର ଜିଲ୍ଲାର ମାଛଚାଷ ଅଧିକାରୀ ଶ୍ରୀ ପ୍ରଫୁଲ୍ଲ କନହର, ସହକାରୀ ମାଛଚାଷ ଅଧିକାରୀ  ଶ୍ରୀ ମୁକେଶ ଏବଂ ଫାର୍ମର ମାଲିକ ଶ୍ରୀ ସପନ କୁମାର ପାତ୍ର ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ମାଛଚାଷ ସମ୍ପର୍କିତ ବିଭିନ୍ନ ପ୍ରକ୍ରିୟା ବିଷୟରେ ସ୍ପଷ୍ଟ ଓ ପ୍ରାୟୋଗିକ ତଥ୍ୟ ଜଣାଇଥିଲେ।
ଏହି ଭ୍ରମଣ ସମୟରେ ଛାତ୍ରଛାତ୍ରୀମାନେ ମାଛ ଚାଷ ପ୍ରଣାଳୀ, ମାଛ ଚାରା ଉତ୍ପାଦନ, ପୋଖରୀ ପ୍ରବନ୍ଧନ, ଏବଂ ଆଧୁନିକ ଆକ୍ୱାକଲଚର ପ୍ରଣାଳୀ ବିଷୟରେ ବିସ୍ତୃତ ଜ୍ଞାନ ଅର୍ଜନ କରିଥିଲେ। ତେଣୁ, ସେମାନେ ପାଠ୍ୟକ୍ରମରେ ଯାହା ପଢ଼ୁଛନ୍ତି, ତାହାକୁ ପ୍ରାୟୋଗିକ ଭାବରେ ଦେଖିବା ଓ ବୁଝିବାର ଏକ ଭଲ ସୁଯୋଗ ପାଇଥିଲେ।
ଏହି ପ୍ରଶିକ୍ଷଣ କାର୍ୟକ୍ରମର ଶେଷରେ ସମସ୍ତ ଅଂଶଗ୍ରହଣ କରିଥିବା ଛାତ୍ରଛାତ୍ରୀ ଓ ଶିକ୍ଷକମାନଙ୍କୁ ପ୍ରଶିକ୍ଷଣ ସମ୍ପୂର୍ଣ୍ଣ

ମାନପତ୍ର ପ୍ରଦାନ କରାଯାଇଥିଲା।
ଏହି ସନ୍ଦର୍ଭରେ ମହାବିଦ୍ୟାଳୟର ନିର୍ଦ୍ଦେଶକ ଶ୍ରୀ ଅମ୍ବରୀଶ ଦାଶ କହିଥିଲେ ଯେ, ଏପରି ଶିକ୍ଷାତ୍ମକ ଭ୍ରମଣ ଓ ପ୍ରଶିକ୍ଷଣ କାର୍ୟକ୍ରମ ଛାତ୍ରଛାତ୍ରୀମାନଙ୍କର ଜ୍ଞାନକୁ ଅଧିକ ଗଭୀର କରିବା ସହିତ ସେମାନଙ୍କର ପ୍ରାୟୋଗିକ ଦକ୍ଷତାକୁ ମଧ୍ୟ ବୃଦ୍ଧି କରିଥାଏ। ଏହା ତାଙ୍କ ଭବିଷ୍ୟତ ଶିକ୍ଷା ଓ କ୍ୟାରିୟର ପାଇଁ ମଧ୍ୟ ଅତ୍ୟନ୍ତ ଉପକାରୀ ହେବ ବୋଲି ସେ ମତ ପ୍ରକାଶ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026

You Might Also Like