-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   (13-Apr-2026)       ||      *ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||     

HOME   ଜିଲ୍ଲା

*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*

05-Mar-2026



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର ) ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ ମହାସମାରୋହରେ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ଡାବୁଗାଁ ବ୍ଳକ ବିଜେଡି ସଭାପତି ସୁରେନ୍ଦ୍ର ମିଶ୍ରଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାୟକ, ମୁଖ୍ୟ ବକ୍ତାଭାବେ ବିଜେଡି ଜିଲ୍ଲା ଉପସଭାପତି ବଦ୍ରି ନାରାୟଣ ସିଂ,ଜିଲ୍ଲା ପରିଷଦ ସଭ୍ୟ ଧନ ସିଂ ଭତ୍ରl ଓ ଗୁପ୍ତ ବିଶୋୟୀ, ବ୍ଳକ ଅଧ୍ୟକ୍ଷା ବୀଣା ମାଝୀ ଓ ଉପାଧ୍ଯକ୍ଷ ସଦାନନ୍ଦ ନାୟକ, ସାଂସଦ ପ୍ରତିନିଧି ରାମା ରାଓ ଚୌଧୁରୀ, ଜିଲ୍ଲା ଉପ ସଭାପତି ଏମ୍  ଅlପା ରାଓ,ଜିଲ୍ଲା ସମ୍ପାଦକ କୈଳାଶ ଚନ୍ଦ୍ର ବିଶୋୟୀ, ଜିଲ୍ଲା ସମ୍ପାଦକ ଆର୍ ପ୍ରକାଶ ରାଓ, ବିଧାୟକ ପ୍ରତିନିଧି ଏମ୍  ବୁଲୁ ରାଓ,ପାପଡାହାଣ୍ଡି ବ୍ଳକ ସଭାପତି ବିଦ୍ୟାଧର ମଲ୍ଲିକ, ଡାବୁଗାଁ ନିର୍ବାଚନମଣ୍ଡଳୀର କୋଷାଗୁମୁଡା,ଡାବୁଗାଁ, ପାପଡାହାଣ୍ଡି ବ୍ଳକର ବହୁ ବିଜେଡି ବରିଷ୍ଠ କର୍ମୀ ଓ ବହୁ କର୍ମକର୍ତ୍ତା ଉପସ୍ଥିତ ରହିଥିଲେ l ଉପସ୍ଥିତ ସମସ୍ତ କର୍ମୀ ମାନଙ୍କୁ ବିଜେଡି ଉତ୍ତରୀୟ ଦେଇ ସ୍ଵାଗତ କରାଯାଇଥିଲା lପ୍ରଥମେ ମହାନ ଜନନାୟକ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ଯ, ଧୂପ ଲଗାଇ ପ୍ରତି ପ୍ରତ୍ୟେକ ପ୍ରଣାମ ଜଣାଇଥିଲେ l ପରେ ପରେ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଜୀବନୀ ଉପରେ ବ୍ୟାପକ ଆଲୋଚନା କରିଥିଲେ l ସମସ୍ତ କର୍ମୀମାନଙ୍କୁ ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସଜାଗ ରହି ନବୀନ ବାବୁଙ୍କ ଜନ ହିତକର କାର୍ଯ୍ୟ ଉପରେ ଜନସାଧାରଣଙ୍କୁ ଅବଗତ କରାଇ ୨୦୨୭ ରେ ହେବାକୁ ଥିବା ତ୍ରିସ୍ତରୀୟ ନିର୍ବାଚନରେ ଶତ ପ୍ରତିଶତ ୱାର୍ଡ ସଭ୍ଯ, ସରପଞ୍ଚ, ସମିତି ସଭ୍ଯ, ଜିଲ୍ଲା ପରିଷଦ ସଭ୍ଯ ଜିତିବା ନେଇ ପୂର୍ଣ୍ଣ ମାତ୍ରାରେ ଲାଗିପଡିବା ପାଇଁ ପରାମର୍ଶ ଦେଇଥିଲେ l ଓଡିଶା ସରକାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଭାରତ ସରକାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶାସନ ଉପରେ ବିଷୋଦଗାର କରିଥିଲେ l ଚାଷୀ ମାନଙ୍କ ଧାନ ମଣ୍ଡି ରେ ଧାନ କ୍ରୟ କରିବା ସମସ୍ୟା, ଟଙ୍କା ପାଉ ନ ଥିବା ଉପରେ ବ୍ୟାପକ ଆଲୋଚନା କରିଥିଲେ,ନିର୍ବାଚନ ସମୟରେ ପ୍ରତିଶ୍ରୁତି ଦେଇ ଜନସାଧାରଣଙ୍କୁ ଠକିବା, ପ୍ରତିଶ୍ରୁତି ନ ରଖିବା, ଯାହାକି ଧାନ ବିକ୍ରୟ କରି ପୁଅ,ଝିଅ ବିବାହ ଉପରେ ବହୁ ହଇରାଣ ହରକତ ହେଉଥିବା ଦୃଶ୍ୟ ସମସ୍ତଙ୍କ ଦୃଷ୍ଟି ଗୋଚର କୁ ଆଣି ଡାବଲ ଇଞ୍ଜିନ୍ ସରକାରଙ୍କ ଉପରେ ବିଷୋଦଗାର କରିଥିଲେ lସଭାପତିଙ୍କ ବିଜେଡି ନାରାରେ କମ୍ପି ଉଠିଥିଲା ପରିବେଶ l ପାପଡାହାଣ୍ଡି ବ୍ଳକ ସଭାପତି ଉପସ୍ଥିତ ସମସ୍ତ ଅତିଥି ମାନଙ୍କୁ ଧନ୍ୟବାଦ ଜ୍ଞାପନ କରିବା ପରେ ସଭାପତିଙ୍କ ନିର୍ଦ୍ଦେଶରେ ସଭା କାର୍ଯ୍ୟ ସମାପନ କରାଯାଇଥିଲା |


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   13-Apr-2026
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026

You Might Also Like