-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||     

HOME   ଜିଲ୍ଲା

NH-316 ମାଟିଆପଡା ROB କାର୍ଯ୍ୟ ତଦାରଖ କଲେ ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ♦️ ରଥଯାତ୍ରା ପୂର୍ବରୁ କାର୍ଯ୍ୟ ଶେଷ ଉପରେ ଗୁରୁତ୍ୱ

09-Mar-2026



ଭୁବନେଶ୍ୱର, ଆଜି ନିର୍ମାଣ ବିଭାଗ, ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ଜାତୀୟ ରାଜପଥ-୩୧୬ ଉପରେ ନିର୍ମାଣାଧୀନ ମାଟିଆପଡା ROB ନିର୍ମାଣ କାର୍ଯ୍ୟର ତଦାରଖ କରିଛନ୍ତି । ଏହି ନିରୀକ୍ଷଣ ସମୟରେ ଜାତୀୟ ରାଜପଥର ମୁଖ୍ୟ ଯନ୍ତ୍ରୀ ଶ୍ରୀ ନାରାୟଣ ପଟେଲ ଅଧିକ୍ଷଣ ଯନ୍ତ୍ରୀ ଶ୍ରୀ ସୌମ୍ୟ ରଞ୍ଜନ ଦ୍ବିବେଦୀ, ରେଲବାଇର ଅଧିକ୍ଷଣ ଯନ୍ତ୍ରୀ ପପୁନ କୁମାର ପ୍ରଧାନ ଏବଂ ଠିକା ସଂସ୍ଥାର ପ୍ରତିନିଧି ମାନେ ଉପସ୍ଥିତ ଥିଲେ I 

ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ପ୍ରକଳ୍ପର ବର୍ତ୍ତମାନ ସ୍ଥିତି ସମୀକ୍ଷା କରିବା ସହ ବାକି ଅଂଶ ଶୀଘ୍ର ସମାପ୍ତି ଆଲୋଚନା କରିଥିଲେ ।  ରଥଯାତ୍ରା-୨୦୨୬ ପୂର୍ବରୁ ରେଳ ଲେଭେଲ୍ କ୍ରସିଂ ଉପରେ ଥିବା ବୋ ଷ୍ଟ୍ରିଙ୍ଗ ଗର୍ଡର ସହିତ ସମସ୍ତ ଅବଶିଷ୍ଟ ସ୍ପାନ୍‌ର ଗର୍ଡର ଓ ଡେକ୍ ସ୍ଲାବ କାଷ୍ଟିଂ କାମକୁ ତ୍ୱରିତ ଗତିରେ ସମାପ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ଏଥିସହିତ ଶ୍ରୀ ସିଂହ ଅଧିକାରୀମାନଙ୍କୁ ରେନଫୋର୍ସ ଆର୍ଥ (RE) ୱାଲ୍ ଏବଂ ସର୍ଭିସ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଯାତାୟାତ ଚଳାଚଳା ସୁବିଧାଜନକ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଆସନ୍ତା ରଥଯାତ୍ରା ସମୟରେ ଭକ୍ତ ଓ ସାଧାରଣ ଜନତାଙ୍କ ଯାତାୟାତ ଚାପ ବୃଦ୍ଧି ପାଇବାକୁ ଧ୍ୟାନରେ ରଖି ପ୍ରକଳ୍ପଟିକୁ ଧାର୍ଯ୍ୟ ସମୟ ମଧ୍ୟରେ  ସମାପ୍ତ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026

You Might Also Like