-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||     

HOME   ଜିଲ୍ଲା

୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ

10-Mar-2026



ଡୁଙ୍ଗୁରିପାଲି/ ଏସ. ରାମପୁର(ଆରବିନ୍ଦ ମିଶ୍ର): ବଡ଼ ବାବୁମାନେ ବଡ଼ ଗାଡିରେ ଯିବେ, ଲୋକଙ୍କ ଅଭିଯୋଗ ଶୁଣିବେ। ସେମାନଙ୍କ ପାଇଁ ଦାମୀ ଗାଡ଼ି ସହିତ ଅନ୍ୟାନ୍ୟ ସୁବିଧ ବିଧା ରହିଥାଏ। କିନ୍ତୁ ଡୁଙ୍ଗୁରିପାଲି ବିଡିଓଙ୍କ କାର୍ଯ୍ୟକଳାପ ନିଆରା। ଗାଁ ଲୋକଙ୍କ ସମ ସମସ୍ୟା ଶୁଣି ସମାଧାନ ପାଇଁ ସେ ବ୍ଲକ ସଦରମହକୁମା ଠାରୁ ପ୍ରାୟ ୧୫ କିମି ଦୂର ବାଙ୍କିପାଲି ପଞ୍ଚାୟତକୁ ସାଇକଲରେ ଯାଇଥିଲେ। ରାସ୍ତାରେ ଯିବା ଆସିବା  ବେଳେ ଲୋକଙ୍କ ସହିତ ଅଟକି କଥାବାର୍ଭା କରିଥିଲେ। ଲୋକଙ୍କ ସମସ୍ୟା ପ୍ରତ୍ୟକ୍ଷ ଭାବରେ ଜାଣି ପାରିଥିଲେ। ଅନେକ ବିଡିଓଙ୍କୁ ଜାଣି ପାରି ନଥିଲେ।

ବିଡିଓ ସଞ୍ଜିବ ସାହୁ ଲୋକଙ୍କ ସମସ୍ୟା ସଙ୍ଗେ ସଙ୍ଗେ ସମାଧାନ କରିବା ସହ କ୍ଷେତ୍ର ପରିଦର୍ଶନ କରୁଛନ୍ତି। ସୋମବାର ବାଙ୍କିପାଲି ପଞ୍ଚାୟତକୁ ସାଇକଲରେ : ଯାଇ

ଅଭିଯୋଗ ଶୁଣିଥିଲେ। ଅଭିଯୋଗ ଶୁଣାଣିରେ ଅତିରିକ୍ତ ବିଡିଓ ମହେଶ୍ବର ସାହୁ, ବ୍ଲକ ଉପାଧ୍ଯକ୍ଷ ମକରଧ୍ବଜ ଧ୍ବଜ ସାହୁ, ସରପଞ୍ଚ ଲକ୍ଷ୍ମୀ ପାଣ୍ଡେ, ବିପିଏ ସୁଦର୍ଶନ ପୁଟେଲ, କନିଷ୍ଠ ଯନ୍ତ୍ରୀ ଅମିୟ ନାଏକ, ସ୍ବାଧୂନ ପଧାନ, ଶ୍ଯାମ ମଲାଲ ନାଗ, ଅକ୍ଷୟ ସୁନା, ବ୍ଲକ ସାମାଜିକ ସୁରକ୍ଷା ଅଧୂକାରୀ କ୍ଷିରୋଦ ଭୂଷଣ ରାୟ, ପୂର୍ବତନ ପଞ୍ଚାୟତ ଅଧିକାରୀ ସୁରେଶ ପଧାନ, ନିର୍ବାହୀ ଅଧୂକାରୀ ନେହା ସାହୁ, ଜିଆରଏସ ରମାକା କାନ୍ତ ବରିହା, ଫରେଷ୍ଟର କିରଣ ବିଷୋୟୀ, ଆରଡବ୍ଲୁଏସଏସ ଯନ୍ତ୍ରୀ ହିମାଦ୍ରୀ ପ୍ରଧାନ ପ୍ରମୁଖ । ଉପସ୍ଥିତ ଥିଲେ। ବିଡିଓ ଶ୍ରୀ ସାହୁ ଜଣେ ଅବସର ପ୍ରାପ୍ତ ସେ ବାୟୁସେନା କର୍ମଚାରୀ। 69 ସାଇକଲରେ ଯାଇ ଲୋକଙ୍କ ଅଭିଯୋଗ ଶୁଣିବାକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026

You Might Also Like