-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   (13-Apr-2026)       ||      *ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||     

HOME   ଜିଲ୍ଲା

ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ

10-Mar-2026



କଟକ(ପ୍ରେରଣା ଖବର): ଆଜି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ତୁଳସୀପୁର ଠାରେ ଚଳିତ ୨୦୨୫-୨୬ ବର୍ଷ ୧୦ମ ଶ୍ରେଣୀ ବୋର୍ଡ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀ ମାନଙ୍କ ଅଭିଭାବକ ମାନଙ୍କ ଦ୍ୱାରା ଉକ୍ତ ବିଦ୍ୟାଳୟ ଏବଂ ଏହାର ଗୁରୁମା/ଗୁରୁଜୀ ତଥା ସେବିକା/ସେବକଙ୍କୁ ସେମାନଙ୍କର ଦୀର୍ଘ ଏକ ଦଶଦ୍ଧିରୁ ଉର୍ଦ୍ଧ୍ୱ ସମୟ ଧରି ପିଲାମାନଙ୍କର ଅଧ୍ୟୟନ ଯାତ୍ରାରେ ଅବଦାନ ନିମନ୍ତେ ଏକ କୃତଜ୍ଞତା ଅର୍ପଣ ଉତ୍ସବର ଆୟୋଜିତ ହୋଇ ଥିଲା। ଉକ୍ତ ଉତ୍ସବରେ ବିଦ୍ୟାଳୟର ପରିଚାଳଣା ସମିତିର ଶର ଦାସ ଏବଂ ସଂଜୟ 

ପଟ୍ଟନାୟକଙ୍କ ସହିତ ସମସ୍ତ ଶିକ୍ଷକ ଏବଂ ଅଣଶିକ୍ଷକ କର୍ମଚାରୀଙ୍କୁ ସମ୍ବର୍ଦ୍ଧିତ କରାଯିବା ସହ ଏକ ସ୍ମୃତିଫଳକ ପ୍ରଦାନ କରାଯାଇଥିଲା । ଅଭିଭାବକ ତଥା ଖ୍ରୀଷ୍ଟ ମହାବିଦ୍ୟାଳୟର ଅଧ୍ୟାପକ ଡ.କୃତ୍ତିବାସ ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର ନିକଟ ଅତିତରେ ଅବସରପ୍ରାପ୍ତ ପ୍ରଧାନ ଆଚାର୍ଯ୍ୟ ନାରାୟଣ ପ୍ରସାଦ ଷଡଙ୍ଗୀଙ୍କୁ ବିଶେଷ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା ।
 ଉକ୍ତ ଉତ୍ସବରେ ସମସ୍ତ ୧୦ମ ଶ୍ରେଣୀର ଛାତ୍ରଛାତ୍ରୀ ଏବଂ ଅଭିଭାବକ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ ।
 ଚିତ୍ତରଂଜନ ଭୁକ୍ତା, କୈଳାସ ସାହୁ, ଶକ୍ତି ମାନସ ନାୟକ, କାମିନୀ ମୋହନ ପଟ୍ଟନାୟକ ଓ  ଅକ୍ଷୟ କୁମାର ସେଠୀ ଆଦି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   13-Apr-2026
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026

You Might Also Like