-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   (13-Apr-2026)       ||      *ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||     

HOME   ଜିଲ୍ଲା

ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ

10-Mar-2026



ନୂଆପଡ଼ା (ରାମନାଥ ପଣ୍ଡା )
 ନୂଆପଡ଼ା ଜିଲ୍ଲା ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟ ବୋଡ଼େନର +୩ କଳା ଦ୍ବିତୀୟ ବର୍ଷର ଛାତ୍ରୀ ସୁଶ୍ରୀ ରଶ୍ମିତା ପାଣ୍ଡେ ଜାତୀୟ ସେବା ଯୋଜନାର ସ୍ବେଚ୍ଛାସେବୀ ଭାବରେ ଜାତୀୟ ସଂହତି ଶିବିର, ଜିଲ୍ଲା ନେତୃତ୍ୱ କର୍ମଶାଳାରେ ସକ୍ରିୟ ଭାବେ ଅଂଶ ଗ୍ରହଣ କରି ତଥା ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରି ଏ ଅଞ୍ଚଳର ଗୌରବକୁ ଗୌରବାନ୍ଵିତ କରିଥିବାରୁ ଚଳିତ ବର୍ଷ ବୋଡ଼େନ ପଞ୍ଚାୟତ ସମିତି ତରଫରୁ ଜଣେ ଶ୍ରେଷ୍ଠ ଯୁବ ସ୍ଵେଚ୍ଛାସେବୀ ଭାବରେ ସମ୍ମାନିତ ହୋଇଛନ୍ତି । ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ଠାରେ  ଆୟୋଜିତ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ତାଙ୍କୁ ସମ୍ମାନୀତ କରାଯାଇଛି ।ଏତଦ୍ ବ୍ୟତୀତ ନୂଆପଡ଼ା ଜିଲ୍ଲାର ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଠାରୁ ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟ ର ଜାତୀୟ ସେବା ଯୋଜନାର ସ୍ବେଚ୍ଛାସେବୀ ରୂପାଳୀ ମାଝୀ,ଟିକେ ମନି ମାଝୀ,ପ୍ରିୟଙ୍କା ଛତ୍ରିଆ ଓ ଅଞ୍ଜଳି ସାହୁ ବେଟୀ ପଢ଼ାଓ ବେଟୀ ବଢ଼ାଓ ବ୍ରାଣ୍ଡ ଆମ୍ବାସାଡାର୍ ଭାବେ ଜିଲ୍ଲା ସ୍ତରରୁ ସମ୍ମାନିତ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   13-Apr-2026
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026

You Might Also Like