-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   (13-Apr-2026)       ||      *ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||     

HOME   ଜିଲ୍ଲା

ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ

11-Mar-2026



ଓଡିଶା ସାହିତ୍ୟ ଏକାଡେମୀ, ଭୁବନେଶ୍ୱର  ଏବଂ ଓଡିଶା ସାହିତ୍ୟିକ ସଂଗଠନ, ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ରାମମନ୍ଦିର ପାଖ ୟୂନିଟ -୯ ବୁଦ୍ଧ ମନ୍ଦିର ଅଡ଼ିଟୋରିୟମ ହଲରେ ଦଶମ ରାଜ୍ୟସ୍ତରୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l  ବିଶିଷ୍ଟ ସ୍ତମ୍ଭକାର ଡା. ନବକିଶୋର ଶତପଥିଙ୍କ ସଭାପତିତ୍ବରେ ମୁଖ୍ୟ ବକ୍ତା ଭାବରେ ଅବସର ପ୍ରାପ୍ତ ଅଧ୍ୟାପିକା ଡଃ ପ୍ରତିଭା ମହାରଥୀ ଓ ମୁଖ୍ୟ ଅତିଥି ଭାବରେ ବିଶିଷ୍ଟ ଶିକ୍ଷାବିତ ନିରଞ୍ଜନ ପାଢ଼ୀ, ସମ୍ମାନୀୟ ଅତିଥି ଭାବରେ ବିଶିଷ୍ଟ ଗୀତିକବି କୁଳମଣି ବାରିକ ଓ ସାହିତ୍ୟିକା ତାନଶ୍ରୀ ପାଣିଗ୍ରାହୀ ଓ ଶିକ୍ଷାବିତ ସନ୍ତୋଷ ନାୟକ ଇତ୍ୟାଦି ଅନେକ ପ୍ରତିଭାଧାରୀ ବ୍ୟକ୍ତିମାନେ ଯୋଗ ଦେଇଥିଲେ l ଏହି ଅବସରରେ ଡଃ ତାନଶ୍ରୀ ପାଣିଗ୍ରାହୀଙ୍କର ସାହିତ୍ୟ ସାଧନା ତଥା ବିଶେଷ କରି ତାଙ୍କର ଗୀତି କବିତା ରଚନାକୁ ଉତ୍ସାହିତ କରି ତାଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ସମ୍ମାନ -୨୦୨୬ ପ୍ରଦାନ କରାଯାଇଛି l ଏହା ସହିତ ଉକ୍ତ କାର୍ଯ୍ୟକ୍ରମରେ ତାଙ୍କର ସୁନ୍ଦର ମଞ୍ଚପରିଚାଳନା ସମସ୍ତଙ୍କୁ ମୁଗ୍ଧ କରିଥିଲା l         ଏହି ସମ୍ମାନ ପାଇଁ ସମସ୍ତେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   13-Apr-2026
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026

You Might Also Like