-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||     

HOME   ଜିଲ୍ଲା

ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ

11-Mar-2026



ନର୍ଲା (ଚିନ୍ତା ମଣି ନାଏକ )
କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଡାକ୍ତରଖାନା ପରିସର ରେ ଏକ ବହୁମୁଖୀ ଅତ୍ୟାଧୁନିକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ନିର୍ମାଣ ପାଇଁ ରାଜ୍ୟ ସରକାର ପାଖାପାଖି ୧୯ କୋଟି ଟଙ୍କା ମଞ୍ଜୁର କରାଯାଇଥିବା ବେଳେ ପ୍ରଶାସନିକ ଉଦାସୀନତା ଯୋଗୁଁ ଦୀର୍ଘ ଏକବର୍ଷ ହେଲା ନିର୍ମାଣ କାର୍ଯ୍ୟ ହୋଇପାରିଲା ନାହିଁ  ଫଳରେ ଏହାର ପ୍ରତିବାଦ ସ୍ୱରୂପ ଆଜି ନର୍ଲା ଅଞ୍ଚଳର ଶହ ଶହ ଜନ ସାଧାରଣ, ଆବାଳ ବୃଦ୍ଧ ବନିତା ବିଭିନ୍ନ ସଂଗଠନ ର ସଦସ୍ୟ ସମୂହ ନର୍ଲା ଡାକ୍ତରଖାନା ସମ୍ମୁଖରେ ଏକତ୍ରିତ ହୋଇ ଦୃଢ଼ ପ୍ରତିବାଦ ଜଣାଇଥିବା ଦେଖିବାକୁ ମିଳିଛି ଏବଂ ଆଜି ସକାଳ ୮ ଘଣ୍ଟା ସମୟରେ ଶତାଧିକ ଜନ ସାଧାରଣ ୬ ନମ୍ୱର୍ ଜାତୀୟ ରାଜପଥ କୁ ଅବରୋଧ କରିଛନ୍ତି ଏବଂ ପ୍ରତିବାଦ ଜାରି ରଖିଥିବା ବେଳେ ସ୍ଥାନୀୟ ତହସିଲଦାର ବିଭୁପ୍ରସାଦ ସିଙ୍ଗ  ଘଟଣା ସ୍ଥଳରେ ପହଞ୍ଚି ବିକ୍ଷୋଭ କାରୀ ଙ୍କୁ ବୁଝାସୁଝା କରିଥିଲେ ଓ ନର୍ଲା ସ୍ୱାଭିମାନ ଏକତା ମଞ୍ଚ ସମିତି ପକ୍ଷରୁ ସ୍ଥାନୀୟ ତହସିଲଦାର ଙ୍କୁ ଏକ ବହୁ ସ୍ୱାକ୍ଷର ସମ୍ବଳିତ ଦାବିପତ୍ର ପ୍ରଦାନ କରିଥିଲେ ଦାବିପତ୍ର ରେ ମୁଖ୍ୟତଃ ସ୍ମାର୍ଟ ମେଡିକାଲ ନିର୍ମାଣ , ରକ୍ତ ଭଣ୍ଡାର , ଶବ ବ୍ୟବଚ୍ଛେଦ ଗୃହ, ଡକ୍ଟର ଅଭାବି ଡାଇଲୋଶିଷ ସେଣ୍ଟର ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ଦାବି ସ୍ଥାନ ପାଇଥିଲା ଏଥିରେ କେବଳ ସ୍ମାର୍ଟ ମେଡିକାଲ ପନ୍ଦର ଦିନ ଭିତରେ କାର୍ଯ୍ୟ  ଆରମ୍ଭ କରାଯାଇପାରେ ବୋଲି ସ୍ଥାନୀୟ ତହସିଲଦାର ଏକ ଲିଖିତ ପ୍ରତିଶ୍ରୁତି ଦେଇଥିଲେ କିନ୍ତୁ ପ୍ରତିବାଦକାରୀ ମାନେ ଘଟଣାସ୍ଥଳରେ ଜିଲ୍ଲାପାଳ ମହୋଦୟ ଆସନ୍ତୁ ଏବଂ ଏହାର ଆସୁ ସମାଧାନ କରନ୍ତୁ ବୋଲି ପ୍ରକାଶ କରିଥିଲେ ଫଳରେ ସକାଳ ୮ ଘଣ୍ଟାରୁ ଅପରାହ୍ନ ତିନି ଘଣ୍ଟା ପର୍ଯ୍ୟନ୍ତ ରାସ୍ତାରୋକ ଓ ପ୍ରତିବାଦ ସଭା ଲାଗିରହିଥିଲା କିନ୍ତୁ SDPO କେସିଙ୍ଗା ସନ୍ଦୀପ ମାଝୀ ଓ ମେଡିକାଲ ଅଧିକାରୀ ଡାକ୍ତର  ଆଶୁତୋଷ ପ୍ରଧାନ ଘଟଣା ସ୍ଥଳ ରେ ସମସ୍ତ ଙ୍କୁ ବୁଝାସୁଝା କରି ଆନ୍ଦୋଳନ ପ୍ରତ୍ୟାହାର କରିବାରେ ସଫଳ ହୋଇଥିବା ଜଣାପଡିଛି,

ଅପର ପକ୍ଷରେ ନର୍ଲା ସ୍ୱାଭିମାନ ଏକତା  ସମିତି ର ନେତୃ ମଣ୍ଡଳୀ ଦୁର୍ଯ୍ୟୋଧନ କୁମାର ଚୁଳମଣୀ ଗୌଡ଼ିଆ ଦିପୁପାତ୍ର  ସନ୍ତୋଷ ପାତ୍ର ଟଙ୍କ ମାଝୀ ଘନଶ୍ୟାମ ମାଝୀ  ବଣ୍ଟି ମହାନନ୍ଦ ସୁରଜିତ ମହାନନ୍ଦ ପ୍ରମୁଖ ଆନ୍ଦୋଳନ ରେ ସହଯୋଗ କରିଥିବା ସମସ୍ତ ନର୍ଲା ଅଞ୍ଚଳର ମହିଳା ଗୋଷ୍ଠୀ ପାଇକ ସମାଜ ଯାଦବ ସମାଜ ଆଦିସ୍କନ୍ଦ ସମାଜ  ବଣିକ ସଙ୍ଘ ଡ୍ରାଇଭର ସଙ୍ଘ ସମସ୍ତ ବୁଦ୍ଧିଜୀବୀ ସାଧାରଣ ଜନତାଙ୍କୁ ଙ୍କୁ କୃତଜ୍ଞତା ଜଣାଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026

You Might Also Like