-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   (13-Apr-2026)       ||      *ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||     

HOME   ଜିଲ୍ଲା

ଶାସ୍ତ୍ରୀୟ ଭାଷା ଦିବସ ପାଳିତ

11-Mar-2026



ବାଲାଙ୍ଗୀର(ପ୍ରେରଣା ଖବର): କୌଣସି ଭାଷାର ଶାସ୍ତ୍ରୀୟ ମର୍ଯ୍ୟାଦାର ଅର୍ଥ ଭାଷା ବ୍ୟବହାରକାରୀଙ୍କ ଗୁରୁ ଦାୟିତ୍ୱ ରହିଛି, ଭାଷାର ବ୍ୟାପକ ବ୍ୟବହାର ସାଙ୍ଗକୁ ସମ୍ପୃକ୍ତ ଭାଷାର ସାହିତ୍ୟ ପ୍ରବାହକୁ ବୈଶ୍ୱିକ କରିବା ମଧ୍ୟ ଏକ ପ୍ରମୁଖ ଦାୟିତ୍ୱ ବୋଲି ମତପ୍ରକାଶ ପାଇଛି I ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟ ବଲାଙ୍ଗିରର ସ୍ନାତକୋତ୍ତର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ତରଫରୁ ଶାସ୍ତ୍ରୀୟ ଭାଷା ଦିବସ ପାଳିତ ହୋଇଯାଇଛି I  ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ  ଅଧ୍ୟକ୍ଷ ଡ଼ଃ ଅରବିନ୍ଦ କୁମାର ଓଝା ଏବଂ ସମ୍ମାନିତ ଅତିଥି ଭାବେ ଡ଼ଃ ସିଦ୍ଧେଶ୍ୱର ପଧାନ ଯୋଗ ଦେଇଥିଲେ I ଅନ୍ୟମାନଙ୍କ ମଧ୍ୟରେ ବିଭାଗୀୟ ମୁଖ୍ୟ ନିରଞ୍ଜନ ସେଟ୍, ରତିକାନ୍ତ ନାଏକ, ଡ଼ଃ ସରୋଜ କୁମାର ଜଗଦଲା, ବିପ୍ଳବ ପଧାନ, ଯୁଗେଶ୍ୱର ପଧାନ ପ୍ରମୁଖ ଉପସ୍ଥିତ ଥିଲେ I  ଏ ପରିପ୍ରେକ୍ଷୀରେ ଓଡ଼ିଆ ଭାଷାର ଐତିହାସିକ ବିକାଶକ୍ରମ ତଥା ଶାସ୍ତ୍ରୀୟ ମାନ୍ୟତା ପାଇବାର ଯଥୋଚିତ ମାନଦଣ୍ଡ ଉପରେ ଆଲୋଚନା ହେବା ସହ ପ୍ରତ୍ୟେକ ଓଡ଼ିଆ ଛାତ୍ରଛାତ୍ରୀ  କିଭଳି ବିଶୁଦ୍ଧ ଭାଷା ବ୍ୟବହାର କରିପାରିବେ ତା ଉପରେ ଗୁରୁତ୍ୱ ପ୍ରକାଶ କରାଯାଇଥିଲା I ଏ କାର୍ଯ୍ୟକ୍ରମଟିକୁ ଡ଼ଃ ସରୋଜ କୁମାର ଜଗଦଲା ସଂଚାଳନ କରିଥିବାବେଳେ  ଶେଷରେ ଯୁଗେଶ୍ୱର ପଧାନ ଧନ୍ୟବାଦ ଅର୍ପଣ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   13-Apr-2026
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026

You Might Also Like