-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||     

HOME   ଜିଲ୍ଲା

ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ

11-Mar-2026



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ସହରରେ ବୁଲିଲା ଖଣ୍ଡା । ତ୍ୱରିତ କାର୍ଯ୍ୟାନୁଷ୍ଠାନ ନେଲା ପୁଲିସ୍ । ଲୋକେ କହିଲେ ସାବାସ ପୁଲିସ୍ । ଗତକାଲି ରାତି ପ୍ରାୟ ୯.୪୫ ରେ ସୋନପୁର ନୂତନ ବସଷ୍ଟାଣ୍ଡ ସାମନା ତଥା ଠିପି ବନ୍ଦ ମଦ ଦୋକାନ ପାଖରେ ବିଚ୍ ରାସ୍ତା ରେ ଜଣେ ନିଶାଖୋର ଯୁବକ ଏକ ବଡ଼ ଖଣ୍ଡା ଧରି ବିଭିନ୍ନ ଢଙ୍ଗରେ ବୁଲାଇବା ସହିତ ତଳେ କଚାଡୁ ଥିଲା ଓ ଲୋକଙ୍କୁ ଭୟଭୀତ କରୁଥିଲା । କିନ୍ତୁ ସୌଭାଗ୍ୟ ବଶତଃ ସୋନପୁର ପୁଲିସ ର ପିସିଆର ଭ୍ୟାନ ସେହି ରାସ୍ତା ଦେଇ ଆସୁଥିବା ବେଳେ ଯୁବକର ଗତିବିଧି ଦେଖି ତା ପାଖକୁ ଯିବା ବେଳେ ଯୁବକ ଜଣକ ନିକଟସ୍ଥ ନାଳରେ ଖଣ୍ଡା ଟିକୁ ଫୋପାଡି ଦେଇଥିଲା। ପରେ ପୁଲିସ୍ ନାଳ ରୁ ବିରାଟ ଖଣ୍ଡା କୁ ଉଦ୍ଧାର କରିବା ସହ ଜବତ କରିଥିଲା। ପରେ ଯୁବକକୁ ସୋନପୁର ଥାନା ଅଧିକାରୀ ଶ୍ରୀ ଯାଦବ ବାଗ ଅଧିକ ପଚରାଉଚରା କରିଥିବା ବେଳେ ଯୁବକଟି ନିଶା ସେବନ ସହ ମାନସିକ ବିକାର ଗ୍ରସ୍ତ ଥିବା ଜଣାପଡିଥିଲା। ପରେ ଯୁବକକୁ ପୁରୁଣା ହସ୍ପିଟାଲ ଠାରେ ଅବସ୍ଥିତ ମାନସିକ ରୋଗୀ ଙ୍କ ଚିକିତ୍ସା ଓ ଆଶ୍ରୟ ସ୍ଥଳ (ମାମି)  ରେ ଛାଡ଼ି ଦେଇଥିବା ସୂଚନା ଦେଇଛନ୍ତି ଆଇଆଇସି ଶ୍ରୀ ବାଗ । ସେପଟେ ସକାଳୁ ବୁଢ଼ାରଜା ମନ୍ଦିର କମିଟି ର ଯୁବକ ମାନେ ଥାନାରେ ପହଞ୍ଚି ମନ୍ଦିର ର ଖଣ୍ଡା ଚୋରି ହୋଇଥିବା ଅଭିଯୋଗ କରିଥିବା ବେଳେ ସମ୍ପୃକ୍ତ ଯୁବକ ଙ୍କ ପାଖରୁ ଜବତ ହୋଇଥିବା ପିତଳ ନିର୍ମିତ ଖଣ୍ଡାକୁ ଚିହ୍ନଟ କରି ଥାନାରୁ ନେଇଥିଲେ। ନୂତନ ଥାନାଧିକାରୀ ଶ୍ରୀ ବାଗ ସୋନପୁର ଥାନାରେ ଯୋଗ ଦେବା ପରେ ପୁଲିସ୍ ର ତ୍ୱରିତ କାର୍ଯ୍ୟାନୁଷ୍ଠାନକୁ ଜନସାଧାରଣ ତଥା ବୁଦ୍ଧିଜୀବି ପ୍ରଶଂସା କରିଛନ୍ତି । ପ୍ରକାଶ ଥାଉ କି ଯେ ଶ୍ରୀ ବାଗ ଅଳ୍ପ ଦିନ ଆଗରୁ ସହରର ବିଭନ୍ନ ବର୍ଗର ନାଗରିକଙ୍କୁ ନେଇ ସୋନପୁର ଥାନାରେ ଏକ ଶାନ୍ତି କମିଟି ବୈଠକ ଅୟୋଜନ କରି ସହରରେ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026

You Might Also Like