-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||     

HOME   ଜିଲ୍ଲା

*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*

11-Mar-2026



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ବ୍ଲକରେ ମେଗା ପାନୀୟ ଜଳ ପ୍ରକଳ୍ପ କାମ ଅଧାପନ୍ତରିଆ ପଡ଼ି ରହିଛି। ଅବଧି ସରିବାକୁ ବସୁଲାଣି  ପଚାଶ ପ୍ରତିଶତ କାମ ସରିଥିବାରୁ ପ୍ରକଳ୍ପ ସଂପୂର୍ଣ୍ଣକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ଯାହାଫଳରେ ଡାବୁଗାଁ ବ୍ଳକବାସୀ ସ୍ବଚ୍ଛ ପାନୀୟ ଜଳ ପାଇବା ପାଇଁ ଯେଉଁ ଆଶା ବାନ୍ଧିଛନ୍ତି ତାହା ଚଳିତ ଗ୍ରୀଷ୍ମ ଋତୁ ପୂର୍ବରୁ ପାଇବା ଆଶା କ୍ଷୀଣ ପାଲଟିଛି। ଡାବୁଗାଁ ବ୍ଲକର ୧୨ଟି ଗ୍ରାମ ପଞ୍ଚାୟତ ସହ ଝରିଗାଁ ବ୍ଳକର ୧୨ଟି ପଞ୍ଚାୟତରେ ମେଗା ପାନୀୟ ଜଳ ପ୍ରକଳ୍ପ ଦ୍ବାରା ଭୂତଳ ପାଇପ୍ ବିଛାଯାଇ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ଏଲଆଣ୍ଡଟି ଠିକା କମ୍ପାନି କାର୍ଯ୍ୟ ହାତକୁ ନେଇଛି। ଇନ୍ଦ୍ରାବତୀ ନଦୀର ଟିକିରାଛୁଆଁରେ ଇନଟେକ୍ ୱେଲ୍‌ କରି ଡାବୁଗାଁ ବ୍ଲକର ୧୩୫ ଗାଁ ତଥା ପାଖାପାଖି ୪ ହଜାର ଘରକୁ ପାଣି ଯୋଗାଣ ଯୋଜନା ରହିଥିଲା। ଏଥିପାଇଁ ରାଜ୍ୟ ସରକାର ଙ୍କ ୨୬୧କୋଟି ୨୭ଲକ୍ଷ ବ୍ୟୟ ହେବାର ସୂଚନା ରହଇଛି। ଏଲଆଣ୍ଡଟି କମ୍ପାନି ୭ ବର୍ଷ ହେଲା ଏହି ମେଗା ପ୍ରକଳ୍ପ କାର୍ଯ୍ୟ କରୁଥିବା ବେଳେ ୨୦୨୫ ମଇ ମାସରେ ନିର୍ମାଣ ଅବଧି ଶେଷ ହୋଇଯାଇଥିଲା। ମାତ୍ର ୫୦ ପ୍ରତିଶତ କାର୍ଯ୍ୟ ସାରିଛି। ଏହାକୁ ନେଇ ତତ୍କାଳୀନ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ବାଇଁ ଏଲଆଣ୍ଡଟି କମ୍ପାନି ଉପରେ ଜରିମାନା ନିର୍ଦ୍ଦେଶ ଦେଇଥିବା ଏବଂ ଆଗାମୀ ମଇ ୨୦୨୬ ସୁଦ୍ଧା ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ଜିଲ୍ଲାପାଳ କଡ଼ା ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ଏହାସତ୍ତ୍ବେ ବହୁ ସ୍ଥାନରେ ପାଣି ଟାଙ୍କି କାର୍ଯ୍ୟ ଅଧାରେ ରହିଛି। କିନ୍ତୁ ଏଲଆଣ୍ଡଟି ଠିକା କମ୍ପାନି ସରକାର ସହ ସ୍ଥାନୀୟ ଲୋକଙ୍କୁ ଠକି ଚାଲିଛି। କାରଣ ଦ୍ବିତୀୟ ଅବଧି ସରିବାକୁ ଆଉ କାମ ଦିନ ରହିଥିବାରୁ ପ୍ରକଳ୍ପ କାର୍ଯ୍ୟ ଅଧାପନ୍ତରିଆ ପଡ଼ି ରହିଥିବାରୁ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ ହେବା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସ୍ଥାନୀୟ ଜିଲ୍ଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଲେ ଗ୍ରୀଷ୍ମ ଋତୁରେ ଜଲସଙ୍କଟ ହୋଇନ ଥାନ୍ତା ବୋଲି ସ୍ଥାନୀୟ ଅଞ୍ଚଳରେ ବୁଦ୍ଧିଜୀବୀ ମାନେ ଆଲୋଚନା କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026

You Might Also Like