-+91-9937148622 |

prerana_bgr@rediffmail.com |

  Thursday 12th November 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳରେ ବିଜେଡି ର ଜନସମ୍ପର୍କ ପଦଯାତ୍ରା   (12-Nov-2026)       ||      ଗଣ୍ଡାବାହାଲି ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲାପାଳ ନୂଆପଡ଼ାଙ୍କୁ ଦାବିପତ୍ର   (12-Nov-2026)       ||      *ଡାବୁଗାଁ ଅଞ୍ଚଳରେ ଜିଓ ନେଟ୍‌ୱାର୍କ ସମସ୍ୟା ଯୋଗୁଁ ଡିଜିଟାଲ୍ ସେବା ଠପ୍, ଫୋନ୍ କଲ୍ ଓ ଇଣ୍ଟର୍ନେଟ୍ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ*   (12-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   (11-Nov-2026)       ||      ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||     

HOME   ଜିଲ୍ଲା

*ଗ୍ରାମ ପଞ୍ଚାୟତ ବିକାଶ ଯୋଜନା ଉପରେ ତାଲିମ ଶିବିର*

12-Mar-2026



(ପ୍ରିୟଦର୍ଶିନୀ ପାତ୍ର)
 ନବରଙ୍ଗପୁର: ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଗ୍ରାମ ପଞ୍ଚାୟତ, ବ୍ଲକ ପଞ୍ଚାୟତ ଓ ଜିଲ୍ଲା ପଞ୍ଚାୟତ ବିକାଶ ଯୋଜନା ଉପରେ ଏକ ତାଲିମ ଶିବିର ବୁଧବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ଗ୍ରାମ ପଞ୍ଚାୟତ ସ୍ତରରେ  କିପରି ବିକାଶ ଯୋଜନା ପ୍ରସ୍ତୁତ କରାଯିବ, ବିଭିନ୍ନ ବିଭାଗର ସହଭାଗିତାରେ , ସମସ୍ତ ବିଭାଗର ଅନୁଦାନକୁ ଆଖି ଆଗରେ ରଖି ଗ୍ରାମର ଦୀର୍ଘସ୍ଥାୟୀ ବିକାଶ ନିମନ୍ତେ ଯୋଜନା ପ୍ରସ୍ତୁତ ଓ ଏଥିରେ ଗ୍ରାମର ଭିତ୍ତିଭୂମି, ସାମାଜିକ ନ୍ୟାୟ  ଓ ସ୍ଥାନୀୟ ସମସ୍ୟା ଇତ୍ୟାଦି ବିଷୟରେ ଶତ ପ୍ରତିଶତ ବିକାଶ ଦିବାରେ ଯୋଜନା ପ୍ରସ୍ତୁତ କରିବା ଉପରେ ତାଲିମ ପ୍ରଦାନ କରଯାଇଥିଲା | ଏଥିରେ ପ୍ରଶିକ୍ଷକ ଭାବେ ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା,  ପଞ୍ଚାୟତ ନିର୍ବାହୀ ଅଧିକାରୀ ଏ.ଡି. ପ୍ରସାଦ ଓ ଦକ୍ଷତା ବ୍ଲକ ସହଭାଗୀ ମୋନାଲ ପରିଡା ପ୍ରମୁଖ ତାଲିମ ଦେଇଥିଲେ | ଏଥିରେ ଜୁନାପାଣି ସରପଞ୍ଚ ଦୟାନିଧି ଭତ୍ରା, ଡ଼ଙ୍ଗରିଗୁଡା ସରପଞ୍ଚ ରାମକୁମାର ଗଣ୍ଡ, ଚଚରାଗୁଡା ସରପଞ୍ଚ ରଞ୍ଜୁ ଭତ୍ରା, ମେଦନା ସରପଞ୍ଚ ସୁମିତ୍ରା ମାଝି, ପଞ୍ଚାୟତ ନିର୍ବାହୀ ଅଧିକାରୀ ରୂପାଲୀ ମଣ୍ଡଳ, କାମିନୀ ହରିଜନ ଓ ନରେଶ ଚନ୍ଦ୍ର ଜାଲ, ସମସାତ ଏଡିଓ, ଗ୍ରାମ ରୋଜଗାର ସେବିକା ସେବକ, ଅଙ୍ଗନୱାଡି କର୍ମୀ – ୨୫ ଜଣ, ଆଶା କର୍ମୀ – ୨୫ ଜଣ ଓ  ସିଆରପି – ୧୦ ଜଣ ଉପସ୍ଥିତ ରହି ତାଲିମ ନେଇଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳରେ ବିଜେଡି ର ଜନସମ୍ପର୍କ ପଦଯାତ୍ରା   12-Nov-2026
  ଜିଲ୍ଲା  
ଗଣ୍ଡାବାହାଲି ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲାପାଳ ନୂଆପଡ଼ାଙ୍କୁ ଦାବିପତ୍ର   12-Nov-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଜିଓ ନେଟ୍‌ୱାର୍କ ସମସ୍ୟା ଯୋଗୁଁ ଡିଜିଟାଲ୍ ସେବା ଠପ୍, ଫୋନ୍ କଲ୍ ଓ ଇଣ୍ଟର୍ନେଟ୍ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ*   12-Nov-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   11-Nov-2026
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026

You Might Also Like