-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ

13-Mar-2026



ବଲାଙ୍ଗୀର(ପ୍ରେରଣା ଖବର): ଚଳିତ ବର୍ଷ ସୁରୁଖୁରୁରେ ଯୁକ୍ତ ଦୁଇ ପରୀକ୍ଷା ଚାଲୁଥିବା ବେଳେ ହଠାତ ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ   ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଘୋର ନିରାଶା ସୃଷ୍ଟି କରିଥିବାବେଳେ ଅଭିଭାବକ ମାନଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଛି। ଆଜି  ଯୁକ୍ତ ଦୁଇ ବିଜ୍ଞାନର ଛାତ୍ରଛାତ୍ରୀ ମାନଙ୍କ ଗଣିତ ପରୀକ୍ଷା ଥିଲା। ପରୀକ୍ଷା ହଲରେ ପହଂଚି ଛାତ୍ରଛାତ୍ରୀ ମାନେ ସିଲାବସ୍ ବାହାରୁ ପ୍ରଶ୍ନ ଆସିଥିବା ଦେଖି ଚମକି ପଡ଼ିଥିଲେ। ଆଜି ହୋଇଥିବା ପରୀକ୍ଷାରେ  ସେଟ୍ C ରେ ୨ନମ୍ବର ର C ରେ କୋପ୍ଲାନରରୁ ୨ମାର୍କ, ୩ନମ୍ବରର A ରେ ଡିଟରମେଣ୍ଟ ପ୍ରପର୍ଟି ରେ ୩ମାର୍କ, କେ ପ୍ରଶ୍ନରେ ଡିଟରମେଣ୍ଟ ପ୍ରପର୍ଟି ରୁ ୩ମାର୍କ, ୪ନମ୍ବର ପ୍ରଶ୍ନ  A ରେ ଏଲିମେଣ୍ଟ୍ରି  ର ଅପରେସନ୍ ରୁ ୫ମାର୍କ, ପ୍ରଶ୍ନ B ରେ ଡିଟରମେଣ୍ଟ ପ୍ରପର୍ଟିରୁ ୫ମାର୍କ  ର ପ୍ରଶ୍ନ ସିଲାବସ ବାହାରୁ ଆସିଥିବା ପରୀକ୍ଷା ପରେ ଛାତ୍ର ଛାତ୍ରୀ ମାନେ ଅଭିଯୋଗ କରିଛନ୍ତି।ସେଟ C କେବଳ ଉଦାହରଣ ଦିଆଯାଇଛି। ସେଟ୍ ଏ, ସେଟ B, ସେଟ୍ D ରେ ମଧ୍ୟ ଅନ୍ୟ ନମ୍ବରରେ ଏହି ତ୍ରୁଟି ହୋଇଥିବା ଜଣା ପଡିଛି।
ତେବେ ଚଳିତ ବର୍ଷ ପରୀକ୍ଷା ନିୟନ୍ତ୍ରକଙ୍କ ଦ୍ୱାରା ସୁନ୍ଦର ଭାବରେ ପରୀକ୍ଷା ପରିଚାଳନା କରାଯାଉଥିବାବେଳେ ଗଣିତ ପରୀକ୍ଷାରେ ଏପରି ତ୍ରୁଟି ପ୍ରଶ୍ନପତ୍ର ପ୍ରସ୍ତୁତ କରିଥିବା ଅଧ୍ୟାପକ ମଣ୍ଡଳୀ କଣ ସିଲାବସ୍ ସମ୍ପର୍କରେ  ଜାନି ନଥିଲେ କି ବୋଲି ଅଭିଭାବକ ମାନେ ପ୍ରଶ୍ନ କରିବା ସହ ପିଲାମାନଙ୍କୁ ଏହି ପ୍ରଶ୍ନ ତ୍ରୁଟି ପାଇଁ ଗ୍ରେସ ମାର୍କ କିପରି ପ୍ରଦାନ କରାଯିବ, ତାହା ସ୍ପଷ୍ଟ କରିବାକୁ  ଅଭିଭାବକମାନେ ପରୀକ୍ଷା ନିୟନ୍ତ୍ରକଙ୍କୁ  ଅନୁରୋଧ କରିବା ସହ  ଏପରି ଆଗକୁ ତ୍ରୁଟି କିପରି ନହେବ, ତାହା ଧ୍ୟାନ ଦେବାକୁ ଅନୁରୋଧ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like