-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ପନିପରିବା ଚାଷ ଦେଇଛି ପରିଚୟ : ୮୦ଏକର ଜମିରେ ପରିବା ଚାଷ କରି କୋଟି ଟଙ୍କାର ମାଲିକ ସଞ୍ଜୟ

13-Mar-2026



ବଲାଙ୍ଗିର(ବିନୋଦ ଦୀପ): ପନିପରିବା ଚାଷ କରି ଅଂଚଳରେ ଉଦାହରଣ ସୃଷ୍ଟି କରିଛନ୍ତି ବଲାଙ୍ଗୀର ଜିଲ୍ଲା ଆଗଲପୁର (ଡୁଡୁକା) ବ୍ଲକ ବଡ଼ଟିକା ଗାଁ ର ଚାଷୀ ସଞ୍ଜୟ ପଧାନ। ପ୍ରାୟ ୮୦ ଏକର ଜମିରେ ବାଇଗଣ, ଟମାଟୋ, କଲରା, କାକୁଡି, ଲାଉ, କଖାରୁ, ଗେଣ୍ଡୁ ଫୁଲ ଚାଷ ସହିତ ୧୫ ଏକର ଜମିରେ ଉନ୍ନତମାନର ପିଜୁଳି ଲଗେଇଛନ୍ତି | ଯାହା ବର୍ଷ ସାରା ଅମଳ ଦେଉଛି। ସେ ଯେଉଁ ଚାଷ କରନ୍ତି ୫ ଏକରରୁ ଉର୍ଦ୍ଧ କରନ୍ତି ସେଥିପାଇଁ ତାଙ୍କୁ ଅଧିକ ଲାଭ ମିଳେ ଓ ସେ ସଫଳ ହୁଅନ୍ତି। ଧାନ ଚାଷ ଠାରୁ ପନିପରିବା ଚାଷରୁ ଅଧିକ ଲାଭ ମିଳୁଥିବାରୁ ସଞ୍ଜୟ ପରିବା ଚାଷକୁ ବେଶୀ ପ୍ରାଧାନ୍ୟ ଦେଉଥିବା କହିଛନ୍ତି। ପ୍ରତିଦିନ ତାଙ୍କ ଠାରୁ ୨ ଟ୍ରକ ପନିପରିବା ବାହାରକୁ ଯାଉଛି। ଆଗଲପୁର ଓ ଲୋଇସିଂହା ଅଂଚଳର ୧୦୦ ଜଣ ପୁରୁଷ ମହିଳା ମିଶି କ୍ଷେତରେ କାମ କରି ପରିବାର ପ୍ରତିପୋଷଣ କରୁଛନ୍ତି। ଦାଦନ ପ୍ରବଣ ଅଂଚଳ ହୋଇଥିବାରୁ କିଛି ଲୋକଙ୍କୁ ଦାଦନ ଖଟି ଯିବାରୁ ରୋକି ରୋଜଗାର ଦେଇଥିବାରୁ ସଞ୍ଜୟଙ୍କୁ ଅଂଚଳରେ ବହୁ ପ୍ରଶଂସା ମିଳୁଛି। ଆଗାମୀ ବର୍ଷ ଛତୁ ଚାଷ ଓ କୁକୁଡ଼ା ଫାର୍ମ ଆରମ୍ଭ ହେଲେ ୫୦୦ ଲୋକଙ୍କୁ ରୋଜଗାର ଦେବାକୁ ଲକ୍ଷ୍ଯ ରଖିଛି ବୋଲି ସଞ୍ଜୟ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି। ଏବେ ବର୍ଷ ସାରା ପନିପରିବାର ଚାହିଦା ରହୁଥିବାରୁ ଏଇ ଚାଷ କରି ଦିନକୁ ଲକ୍ଷେ ଟଙ୍କାରୁ ଅଧିକ ରୋଜଗାର କରି କୋଟିପତି ହୋଇପାରିଛି ବୋଲି ସଞ୍ଜୟ କହିଛନ୍ତି।ଏଥିରେ ତାଙ୍କ ପୁଅ ତାଙ୍କୁ ସହଯୋଗ କରିବା ସହିତ ଜଣେ ମ୍ୟାନେଜର ସବୁ ବୁଝାବୁଝି କରନ୍ତି l ବିହନ ସମ୍ପର୍କରେ ପଚରା ଯିବାରୁ ବିହନ ଉପରେ ନିର୍ଭର ନକରି ରାୟପୁରର ଏକ ନର୍ସରିରୁ ଉନ୍ନତମାନର ଚାରା ଆଣି ଲଗେଇଥାନ୍ତି ଓ ଏହା ମୋତେ ଆହୁରି ଲାଭବାନ କରାଉଛି ବୋଲି ସଞ୍ଜୟ କହିଛନ୍ତି। ଜିଲ୍ଲାର ସଫଳ ଚାଷୀ ଭାବରେ ମୁଖ୍ୟମନ୍ତ୍ରୀଙ୍କ ଠାରୁ ମଧ୍ୟ ପୁରସ୍କାର ପାଇଛନ୍ତି। ସମ୍ବାଦ ଖବରକାଗଜ ତରଫରୁ ମଧ୍ୟ ସ୍ୱତନ୍ତ୍ର ଭାବରେ ପୁରାଷ୍କୃତ ହୋଇଛନ୍ତି ସଂଜୟ। ଜଳସେଚନ ପାଇଁ ୪ଟି ଫୋଖରୀ ଓ ୪ଟି ବୋରୱେଲ ଖୋଲିଛନ୍ତି ଓ ସମସ୍ତ ଚାଷକୁ ବୁନ୍ଦା ଜଳସେଚନର ବ୍ୟବସ୍ଥା କରିଛନ୍ତି। ଏବେ ନୂତନ ଜ୍ଞାନକୌଶଳରେ ଚାରା ଉତ୍ପାଦନ, ଯତ୍ନ, ଜଳସେଚନ, କୀଟନାଶକ ସିଞ୍ଚନ ବ୍ୟବସ୍ଥା ହୋଇଥିବାରୁ ବେଶ ସହଜ ହୋଇପାରୁଛି ବୋଲି କହିଛନ୍ତି ସଂଜୟ। ତେଣୁ କୃଷି ବିଭାଗ କିମ୍ବା ଉଦ୍ୟାନ ବିଭାଗରୁ କିଛି ପ୍ରୋତ୍ସାହନ ମିଳିଲେ ଆହୁରି ଭଲ ହୁଅନ୍ତା ବୋଲି ସଞ୍ଜୟ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like