-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ବ୍ଲକ ରେ ବାଟବଣା ହରିଶ୍ଚନ୍ଦ୍ର ଯୋଜନା

13-Mar-2026



ଡୁଙ୍ଗୁରିପାଲି(ଆରବିନ୍ଦ ମିଶ୍ର):  ଶବକୁ ସମସ୍ତେ ସମ୍ମାନ କରିଥାନ୍ତି।
ସମ୍ମାନର ସହିତ ଶବଦାହ କରାଯାଇଥାଏ। ଶତୃ ହେଲେ ମଧ୍ୟ ଶବକୁ ନେଇ କୌଣସି ନକରାତ୍ମକ ମତ ମନ୍ତବ୍ୟ ପ୍ରକାଶ କରନ୍ତି ନାହିଁ । ଶବ ଦାହ ବେଳେ ଗ୍ରାମାଞ୍ଚଳର ଲୋକେ ପ୍ରତ୍ୟେକ ଘରୁ ଖଣ୍ଡେ ଲେଖାଏଁ କାଠ ଦେଇଥାନ୍ତି। ଯାହାର କାଠର ଅଭାବ ଥାଏ କିମ୍ବା କିଣିବାକୁ ସମ୍ଭବ ନଥାଏ ଗାଁ ଲୋକଙ୍କ ଦାନ କାଠରେ ଶବ ଦାହ କରାଯାଇଥାଏ। ଯିଏ କାଠ ଦେଇଥାଏ ନିଜକୁ ଧନ୍ୟ ମନେ କରୁଥିବା ବେଳେ କାଠ ନେଇଥିବା ଲୋକ ମଧ୍ୟ ତା' ଉପରେ କୃତଜ୍ଞତା ଦେଖାଇଥାଏ। ବର୍ତ୍ତମାନ ଅନେକ ଅଞ୍ଚଳରେ ଶବ ଦାହ ପାଇଁ କାଠ ମିଳୁ ନାହିଁ । ତତ୍କାଳୀନ ଗତ ସରକାର ୨୦୧୩ ଅଗଷ୍ଟ ୧୫ରେ ହରିଶ୍ଚନ୍ଦ୍ର ଯୋଜନାରେ ଗ୍ରାମାଞ୍ଚଳର ଲୋକଙ୍କ ପାଇଁ ୨ହଜାର ଏବଂ ସହରାଞ୍ଚଳର ଲୋକଙ୍କ ଶବଦାହ ପାଇଁ ୩ହଜାର ଟଙ୍କା,
ସହାୟତା ପ୍ରଦାନ ବ୍ୟବସ୍ଥା କରିଥିଲେ । ଶବ ଦାହ ସମୟରେ ସହାୟତା ଯୋଗାଇ ଦେଲେ କାଠ କିଣାଯାଇ ପାରିବ। ଯଦ୍ବାରା ସମ୍ମାନର ସହିତ ଶବ ଦାହ ହୋଇ ପାରିବ।  ଆଗ କାଳେରେ ଲୋକେ ନଦୀ ପଠାରେ ନାଳ 
ନିଜ ଜମିରେ ଖଣ୍ଡି ରେ ଶବ ପୋତି ଦେଉଥିଲେ। ଅନେକ ସମୟରେ ଶବକୁ ବିଲୁଆ, ହେଟାବାଘ ଭଳି ବନ୍ୟଜନ୍ତୁ କାଢ଼ି ନେଇ ଖାଇ ଯାଉଥିଲେ। ବର୍ତ୍ତମାନ ଲୋକେ ଶବ ଦାହ କରୁଥିବାରୁ ହରିଶ୍ଚନ୍ଦ୍ର ଯୋଜନାରେ ସହାୟତା ପ୍ରଦାନ ବ୍ୟବସ୍ଥା କରାଯାଇଛି । ପ୍ରତ୍ୟେକ ପଞ୍ଚାୟତର ସରପଞ୍ଚ ମାନଙ୍କୁ ଏଥିପାଇଁ ଗୁରୁ ଦାୟିତ୍ବ ପ୍ରଦାନ କରାଯାଇଛି I ପଞ୍ଚାୟତର ଯେ କୌଣସି ପାଣ୍ଠିରୁ ତ୍ବରିତ ଅର୍ଥ ପ୍ରଦାନ କରାଯିବ। କିନ୍ତୁ ଅନଲାଇନ ମାଧ୍ଯମରେ
ସହାୟତା ପାଇବାରେ ଅନେକ ଦିନ ବିତି ଯାଉଛି । କେତେକ ପଞ୍ଚାୟତରେ ଅଧିକାରୀ ଟଙ୍କା ନାହିଁ କହୁଛନ୍ତି । ଅର୍ଥ ଆସିଲେ ସହାୟତା ପ୍ରଦାନ କରାଯିବ କହି ଫେରାଇ ଦିଆଯାଉଛି। କିନ୍ତୁ କେତେକ ପଞ୍ଚାୟତର ସରପଞ୍ଚ ନିଜ ପକେଟରୁ ମଧ୍ଯ ଟଙ୍କା ପ୍ରଦାନ କରିଥାନ୍ତି। । ହରିଶ୍ଚନ୍ଦ୍ର ଯୋଜନାରେ କେତେ ଜଣ ସହାୟତା ପାଇଁ ଆବେଦନ କରିଛନ୍ତି, କେତେ ଜଣ ପାଇଛନ୍ତି ଓ କେତେ ଜଣ ସହାୟତା ପାଇବାକୁ ଅପେକ୍ଷା କରିଛନ୍ତି ଏହାର ତଦନ୍ତ କରାଗଲେ ଅନିୟମିତତାର ଗୁମର ଖୋଲିବ। ସରକାର ତୁରନ୍ତ ଅନିୟମିତତା ଅଭିଯୋଗର ତଦନ୍ତ କରି ଦୋଷୀ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହେଉଛି। ଏହା ସହିତ ଗରିବ ପରିବାରକୁ ତୁରନ୍ତ ସହାୟତା ପ୍ରଦାନ ନେଇ ବ୍ୟବସ୍ଥା କରିବାକୁ ମତ ପ୍ରକାଶ ପାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like