-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ପ୍ରତି ଶୁକ୍ରବାର ଦିନ ହସ୍ତତନ୍ତ୍ର ବସ୍ତ୍ର ପରିଧାନ କରି କାର୍ଯ୍ୟାଳୟକୁ ଆସୁଛନ୍ତି ରାଜସ୍ୱ କର୍ମଚାରୀ |

14-Mar-2026



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
ହସ୍ତତନ୍ତ୍ର ବସ୍ତ୍ର ପରିଧାନ ଉଦ୍ୟମ କୁ ସମ୍ମାନ ଜଣାଇ ନବରଙ୍ଗପୁର ଜିଲ୍ଲାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମସ୍ତ ରାଜସ୍ୱ ଅଧିକାରୀ ଏବଂ କର୍ମଚାରୀଙ୍କ ସହ ଜିଲ୍ଲାର ସମସ୍ତ କାର୍ଯ୍ୟାଳୟର କର୍ମଚାରୀ ମାନେ  ପ୍ରତ୍ୟେକ  ଶୁକ୍ରବାର ଦିନ ହସ୍ତତନ୍ତ୍ର ବସ୍ତ୍ର ପରିଧାନ କରି କାର୍ଯ୍ୟାଳୟକୁ ଆସୁଛନ୍ତି | ଏହା ମଧ୍ୟରେ ରାଜ୍ୟର ପାରମ୍ପରିକ ବୟନ ଓ ହସ୍ତତନ୍ତ୍ର ଶିଳ୍ପ ପ୍ରତି ସମ୍ମାନ ଓ ସମର୍ଥନ ପ୍ରକାଶ ପାଇଛି | ପ୍ରକାଶଥାଉକି ରାଜ୍ୟ ସରକାରଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡଃ ଅରବିନ୍ଦ ପାଢୀଙ୍କ ପ୍ରୟାସ ଏବଂ ଉଦ୍ୟମ ଅତି ପ୍ରଶଂସନୀୟ | ଡଃ ପାଢୀ, ପୂର୍ବରୁ କୃଷି ବିଭାଗରେ କାର୍ଯ୍ୟରତ ସମୟରେ ଏବଂ ବର୍ତ୍ତମାନ ରାଜସ୍ୱ  ବିପର୍ଯ୍ୟୟ ପ୍ରଶମନ ବିଭାଗ ଦାୟିତ୍ଵ ଗ୍ରହଣ କରିବା ପରେ ପତ୍ର ମାଧ୍ୟମରେ ସମସ୍ଥ ଜିଲ୍ଲାପାଳ ମାନଙ୍କୁ ଅବଗତ କରାଇଥିଲେ | ଡଃ ପାଢୀ, ପ୍ରତ୍ୟେକ  ସମୟରେ  ହସ୍ତତନ୍ତ୍ର ପୋଷାକ ପରିଧାନ କରିବା ସହ ଓଡ଼ିଶା ର ପାରମ୍ପରିକ ହସ୍ତତନ୍ତ୍ର ସଂସ୍କୃତି କୁ ପ୍ରଚାର କରିବାର ଆବଶ୍ୟକତା ଉପରେ ଗୁରୁତ୍ୱ ଦେଇ ଆସୁଛନ୍ତି | ଏହାକୁ ସମ୍ମାନ ଜଣାଇ ନବରଙ୍ଗପୁର ଜିଲ୍ଲାର ପ୍ରତ୍ୟେକ ରାଜସ୍ୱ କର୍ମଚାରୀ ୨୦୨୩ ମସିହା ଠାରୁ ନିୟମିତ ଭାବରେ ପ୍ରତି ଶୁକ୍ରବାର ଦିନ ହସ୍ତତନ୍ତ୍ର ବସ୍ତ୍ର ପରିଧାନ କରିଆସୁଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like