-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

14-Mar-2026



(ରଂଜିତ ମହାନ୍ତି )
ବରୀ ବ୍ଲକ ରତ୍ନଗିରି ପଞ୍ଚାୟତ ରାଉତସାହି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଆଦର୍ଶ ପ୍ରଧାନଶିକ୍ଷକ ସୁଶାନ୍ତ କୁମାର ବେହୁରାଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ ଆଜି ବିଦ୍ୟାଳୟ ପରିସର ଅନୁଷ୍ଠିତ ହୋଇଥିଲା l ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ସୁଜତା ଶୁଭଦର୍ଶନୀ ରାଉତଙ୍କ ସଭାପତିତ୍ୱରେ ମୁଖ୍ୟଅତିଥି ଯାଜପୁର ଜିଲ୍ଲା ଶିକ୍ଷାଅଧିକାରୀ ମହେଶ୍ୱର ସାହୁ, ମୁଖ୍ୟଵକ୍ତା ବ୍ଲକ ଶିକ୍ଷାଅଧିକାରୀଣି ପ୍ରତିଶ୍ରୁତି ସିଂ, ସମ୍ମାନିତଅତିଥି ଭାବେ ରତ୍ନଗିରି ସାଧାନକେନ୍ଦ୍ରର ସଂଯୋଜକ ଅରୁଣ କୁମାର ଦାସ, ଆଦର୍ଶଶିକ୍ଷୟିତ୍ରୀ ଟିକିଟିକି ତାରାଫୁଲର ସମ୍ପାଦିକା ପ୍ରଭାତି ରାଉତ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଉତ୍ସବା ନନ୍ଦ ରାଉତ, ଡେରାବିଶ ବ୍ଲକ ମଣ୍ଡଳ ସହଶିକ୍ଷାଅଧିକାରୀ ସଚିକାନ୍ତ ମିଶ୍ର, ପ୍ରାକ୍ତନ ପ୍ରଧାନଶିକ୍ଷକ ଅର୍ଜୁନ ଚରଣ ରାଉତ, ଶିକ୍ଷାବିତ ଦିଲ୍ଲୀପ କୁମାର ଦାସ, ଅଶୋକ କୁମାର ଦାସ, ଯୁଗଳ କିଶୋର ନାୟକ, ରମେଶ ଚନ୍ଦ୍ର ରାଉତ, ସୁଦାମ ଚରଣ ଜେନା, ହିରଣ୍ୟ କୁମାର ଦଳାଇ, ଅମର କୁମାର ରାଉତ ପ୍ରମୁଖ ଯୋଗଦେଇ ବିଦାୟୀ ଶିକ୍ଷକଙ୍କ ବହୁମୁଖୀ ପ୍ରତିଭା କର୍ତ୍ତବ୍ୟ ନିଷ୍ଟ ଓ ବହୁମୁଖୀ ପ୍ରଭିଭା ସମ୍ପର୍କ ରେ ଅତିଥିମାନେ ମତବ୍ୟକ୍ତ କରିଥିଲେ l କୂଳମଣି ଦାସ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପଞ୍ଚାୟତ ଉଚ୍ଚବିଦ୍ୟାଳୟର ପ୍ରଧାନଶିକ୍ଷକ ନିର୍ମଳ କୁମାର ଜେନା ମଞ୍ଚ ପରିଚାଳନା କରିଥିଲେ l ଏହି ଅବସରରେ ବିଦ୍ୟାଳୟ ପକ୍ଷରୁ ଉପଢ଼ୈକନ, ମାନପତ୍ର, ପୁଷ୍ପଗୁଚ୍ଛ ଦେଇ ବିଦାୟୀ ଶିକ୍ଷକ ଶ୍ରୀ ବେହୁରା ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ବ୍ଲକର ବିଭିନ୍ନ ବିଦ୍ୟାଳୟ ରୁ ଶିକ୍ଷକ, ଶିକ୍ଷୟିତ୍ରୀମାନଙ୍କ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଥିଲା l ଉକ୍ତ କାର୍ଯ୍ୟକ୍ରମକୁ ଶିକ୍ଷୟିତ୍ରୀ ରଶ୍ମିତା ଜେନା, କଳ୍ପନା କର, ଶୁଭଦର୍ଶନୀ ନାୟକ, ତୁଷାର ରଞ୍ଜନ ଦାସ, ରଶ୍ମିତା ରାଉତ, କଳିଙ୍ଗ କେଶରୀ ନାୟକ, ଆଶିଷ କୁମାର ନାୟକ ଉତ୍ସବ କୁ ପରିଚାଳନା କରିଥିଲେ l ଏଥିରେ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ, ଗ୍ରାମବାସୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like