-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

*ଅଫିମ ଚାଷ; ୭ କୋଟି ୬୫ ଲକ୍ଷ ୯୦ ହଜାର ମୂଲ୍ୟର ୧୫,୩୧୮ ଗଛ ନଷ୍ଟ*

14-Mar-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର ପୋଲିସ କୌଣସି ସୂତ୍ରରୁ ସୂଚନା ପାଇ ଜିଲ୍ଲାର ଉଲୁଣ୍ଡା ବ୍ଲକ ସିଂହାସନୀ ଜଙ୍ଗଲ ଜମିରେ ଅଫିମ ଚାଷ ହୋଇଥିବା ଦେଖିବାକୁ ପାଇଛି । ଜିଲ୍ଲାରେ ପ୍ରଥମ ଥର ପାଇଁ ଧରାଯାଇଥିବା ସିଂହାସନୀ ସଂରକ୍ଷିତ ଜଙ୍ଗଲର ଅରଖମୁଣ୍ଡା ଠାରେ ୧ ଏକର ରୁ କମ ଜମିରେ ଏହି ଅଫିମ ଗଛ ଲଗାଯାଇଥିଲା। ଏଥିରେ ସ୍ଥାନୀୟ ଲୋକ ସାମିଲ ଥିବା ନେଇ ଏସ୍‌ପି ନାରାୟଣ ନାୟକ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସମ୍ପର୍କରେ ସମସ୍ତ ସୂଚନା ଦେଇଛନ୍ତି । ଏସପି ଶ୍ରୀ ନାୟକ ଙ୍କ ସହିତ ପୋଲିସ, ଅବକାରୀ ଓ ବନ ବିଭାଗର ଟିମ୍ ଜଙ୍ଗଲ ଭିତରେ ଖୋଜିବା ପରେ ୨ଟି ପ୍ଲଟରେ ଅଫିମ ଗଛ ଲାଗିଥିବା ଦେଖିବାକୁ ପାଇଥିବା ବେଳେ ଗଛରୁ ପ୍ରାୟତଃ ରସ ସଂଗ୍ରହ ସରିଥିଲା ଏବଂ କେବଳ ଫଳଥିବା ଦେଖିବାକୁ ମିଳିଥିଲା। ୨ ଟି ପ୍ଲଟ ରେ ଚାଷ ହୋଇଥିବା ଅଫିମ କିଆରୀକୁ ନିକଟସ୍ଥ ୨ ଟି ଘରୁ ବିଦ୍ୟୁତ୍ ସଂଯୋଗ କରାଯାଇଥିଲା ଏବଂ ନାଳରୁ ପାଣି ଦିଆଯାଉଥିଲା । ତଦନ୍ତ ସମୟରେ ଜଣେ ଘର ମାଲିକ ସମୁଏଲ୍ ଲୁଗୁନ (୨୪) କୁ ଗିରଫ କରାଯାଇଥିବା ବେଳେ ସେ ଅନ୍ୟ ୨ ଜଣଙ୍କ ସଂପୃକ୍ତି ଅଫିମ ଚାଷ ରେ ଥିବା ପ୍ରକାଶ କରିଥିବା ସୂଚନା ଦେଇଛନ୍ତି ଏସପି। ମାଜିଷ୍ଟ୍ରେଟ୍ ତଥା ବୀରମହାରାଜପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟର ସହକାରୀ ଜିଲାପାଳ ଙ୍କ ଉପସ୍ଥିତିରେ ୨ ଟି ପ୍ଲଟରୁ ବନ ବିଭାଗ ଓ ଅବକାରୀ ବିଭାଗ କର୍ମଚାରୀ ମାନେ ଅଫିମ ଗଛ ଗଣନା କରିବାରୁ ୧୫,୩୧୮ ଟି ଗଛ ଥିବା ଜଣାପଡିଥିଲା । ପରେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଗଛ ଗୁଡ଼ିକୁ କାଟି ନିଆଁ ଲଗାଇ ନଷ୍ଟ କରାଯାଇଥିଲା । ନଷ୍ଟ କରଯାଇଥିବା ଅଫିମ ଗଛର ମୂଲ୍ୟ ସରକାରୀ ହିସାବ ରେ ୭ କୋଟି ୬୫ ଲକ୍ଷ ୯୦ ହଜାର ଟଙ୍କା ଆକଳନ କରାଯାଇଛି। ସୁବର୍ଣ୍ଣପୁର ଏସପି ନାରାୟଣ ନାୟକ ଙ୍କ ନେତୃତ୍ବରେ ବୀରମହାରାଜପୁର ଏସ୍‌ଡିପିଓ ହେମନ୍ତ ରାଓ, ଉଲୁଣ୍ଡା ଆଇଆଇସି ଲିଙ୍ଗରାଜ ସେଠୀ, ଙ୍କ ସହ ପୋଲିସ ଟିମ୍, ଉଲୁଣ୍ଡା ବନାଞ୍ଚଳ ଅଧିକାରୀ ଦେବରାଜ ଛତ୍ରିଆଙ୍କ ସହ ବନ ବିଭାଗ ଦଳ ଏବଂ ଅବକାରୀ ଇନ୍ସପେକ୍ଟର ଗୋବିନ୍ଦ ନାଏକ ପ୍ରମୁଖ ଏବଂ ଟିମ୍ ଏହି ଅଭିଯାନରେ ସାମିଲ ହୋଇଥିଲେ। ଏହି ସମ୍ପର୍କରେ ଉଲୁଣ୍ଡା ଥାନାରେ କେସ ନଂ ୪୫/ ୧୧.୦୩.୨୬ ଏନଡିପିଏସ ଆକ୍ଟରେ ଏକ ମାମଲା ରୁଜୁ ହୋଇଛି । କିନ୍ତୁ ଏହି ବିଷୟରେ ସ୍ଥାନୀୟ ଉଲୁଣ୍ଡା ବନାଞ୍ଚଳ ଅଧିକାରୀ କେମିତି ଜାଣି ପାରିଲେ ନାହିଁ ଜନସାଧାରଣରେ ଚର୍ଚ୍ଚା ହେଉଛି। ଡିସେମ୍ବର ରୁ ଆରମ୍ଭ ହୋଇ ଫେବୃଆରୀ ମାସ ଭିତରେ ଏହି ଅଫିମ ଚାଷ ଅମଳ ହେଉଥିବା ବିଷୟ ସୂଚନା ଦେଇ ଛନ୍ତି  ଓ ଅନ୍ୟ ୩ ଅଭିଯୁକ୍ତଙ୍କୁ ମଧ୍ୟ ଗିରଫ କରାଯିବା ପାଇଁ ପୋଲିସ ତଦନ୍ତ ଚଳାଇଥିବା କହିଛନ୍ତି ଏସପି ଶ୍ରୀ ନାୟକ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like