-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

*ପ୍ରଥମ ବର୍ଷ ତିଖାଲି ଡ୍ୟାମ ଲୋକ ମହୋତ୍ସବ ଉଦଘାଟିତ,ପ୍ରାଚୀନ ଲୋକ କଳା, ସାହିତ୍ୟ ଓ ସଂସ୍କୃତି ଉଜ୍ଜୀବିତ ଲକ୍ଷ୍ୟକୁ ସମ୍ପାଦିତକୁ ସ୍ବାଗତ*

14-Mar-2026



(ଡୋଲେଶ୍ୱର  ବାଗ )
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଏବଂ କୋମନା ବ୍ଲକ ସୀମାନ୍ତ  ତିଖାଲି ଜଳେଶ୍ଵର ମନ୍ଦିର ପଡିଆ ପରିସରରେ ପ୍ରଥମ ବର୍ଷ ତିଖାଲି ଡ୍ୟାମ ଲୋକ ମହୋତ୍ସବ ଉଦଘାଟିତ ହୋଇ ଯାଇଛି। ଆଜି ପାଳନ କମିଟି ସଭାପତି ଗୌତମ ତାଣ୍ଡି ବିଜୟ ମଶାଲ ଶୋଭାଯାତ୍ରା କୁ ମଞ୍ଚରେ ସ୍ଥାପିତ କରିଥିବା ବେଳେ ସାଂସ୍କୃତିକ ସନ୍ଧ୍ୟାର ଉପ ସଭାପତି ଦଶମୁ ବେହେରା ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ ନୂଆପଡ଼ା ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ଦୀପିକା ଦୀପ, ମୁଖ୍ୟ ବକ୍ତା ଭାବରେ ଜିଲ୍ଲା କଳା ଓ ସଂସ୍କୃତି ସଂଘର ଉପ ସଭାପତି ଅର୍ଜ୍ଜୁନ ଛତ୍ରିଆ, ସମ୍ମାନିତ ଅତିଥି ଭାବରେ ନିମ୍ନ ଇନ୍ଦ୍ର ଜଳସେଚନ ପ୍ରକଳ୍ପର ମୁଖ୍ୟ ନିର୍ମାଣାଧୀନ ଯନ୍ତ୍ରୀ ପ୍ରେମାନନ୍ଦ ମାଝୀ, ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ ଅମୋଘ ନାରାୟଣ ପଣ୍ଡା, ଖଡ଼ିଆଳ ବିଡ଼ିଓ ମିଳନ କୁମାର ଝାଙ୍କର, ଖଡ଼ିଆଳ ତହସିଲଦାର ନରସିଂହ ଗଦବା, ମହୋତ୍ସବ କମିଟିର ଉପ ସଭାପତି ଶ୍ୟାମ ସୁନ୍ଦର୍ କୁଲଦୀପ,  ଜିଲ୍ଲା ପରିଷଦ ସଭ୍ୟା ତନୟା ଶବର,  ଜିଲ୍ଲା ପରିଷଦ ସଭ୍ୟ ମାଲ୍ୟବନ୍ତ ସୁନା, ଖଡ଼ିଆଳର ବରିଷ୍ଠ କଂଗ୍ରେସ ନେତା କମଳ ଚରଣ ତାଣ୍ଡି, ସାନ ମହେଶ୍ୱର ସରପଞ୍ଚ ଆହ୍ଲାଦିନୀ ବେହେରା ଯୋଗଦାନ କରି ତିଖାଲୀ ଡ୍ୟାମରେ ଲୋକ ମହୋତ୍ସବ କୁ ଆନୁଷ୍ଠାନିକ ଭାବରେ ଉଦ୍ଘାଟନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like