-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

*ଫିଟ୍ ନେସ ଏମ୍ପାୟାର କ୍ରୀକ ଫେଷ୍ଟ ୨୦୨୬ ଉଦ୍ଘାଟିତ*-

15-Mar-2026



ସୋନପୁର( ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ଗାନ୍ଧି ଷ୍ଟାଡିୟମ୍ ଠାରେ ଫିଟନେସ ଏମ୍ପାୟାର କ୍ରିକ ଫେଷ୍ଟ୍ ୨୦୨୬ ଶୁଭ ଉଦ୍ଘାଟନ ହୋଇଯାଇଅଛି l ଏହି କ୍ରିକେଟ କୁ ସୋନପୁର  ଷ୍ଟେଟ ବ୍ୟାଙ୍କ ଚିଫ ମ୍ୟାନେଜର ଶ୍ରୀ ଲକ୍ଷ୍ମଣ ମାଝୀ ଶୁଭ ଉଦ୍ଘାଟନ କରିଥିଲେ l ସୋନପୁର ମିଡିଆ କ୍ରିକେଟ ଟିମ୍ ଓ ଡିଷ୍ଟିକ କୋର୍ଟ କ୍ରିକେଟ ଟିମ୍ ମଧ୍ୟରେ ଆଜିର ପ୍ରଥମ ମ୍ୟାଚ୍ ଅନୁଷ୍ଟିତ ହୋଇଥିବା ବେଳେ ମୁଖ୍ୟ ଅତିଥି ଶ୍ରୀ ମାଝୀ ଖେଳାଳି ଙ୍କ ସହିତ ପରିଚୟ ପ୍ରଦାନ କରିଥିଲେ l ପ୍ରଥମ ମ୍ୟାଚ ରେ ଡିଷ୍ଟିକ କୋର୍ଟ ଟିମ ବିଜୟୀ ହୋଇ ଥିବା ବେଳେ ଅନେକ ଟୁର୍ଣା ମେଣ୍ଟ ରେ ଚମ୍ପିୟାନ ହୋଇଥିବା କୋର୍ଟ କ୍ରିକେଟ ଦଳ କୁ ପ୍ରଥମେ ଫିଲ୍ଡିଙ୍ଗ କରି ମିଡିଆ ଟିମ୍ ୫୯ ରନ ରେ ଧରାଶାୟୀ କରି ଦେଇଥିଲା l ଦ୍ଵିତୀୟ ମ୍ୟାଚ୍ କଲେକ୍ଟରେଟ ଓ ଫରେଷ୍ଟ ଟିମ୍ ମଧ୍ୟରେ ଅନୁଷ୍ଟିତ ହୋଇଥିବା ବେଳେ କଲେକ୍ଟ ରେଟ ଦଳ ବିଜୟୀ ହୋଇ ପ୍ରଥମ ସେମି ଫାଇନାଲ ରେ ପ୍ରବେଶ କରିଛି l ତୃତୀୟ ମ୍ୟାଚ୍ ଜିଲ୍ଲା ପୋଲିସ ଦଳ ଓ  ଏଗ୍ରି କଲଚର୍ ମଧ୍ୟରେ ଅନୁଷ୍ଟିତ ହୋଇଥିବା ବେଳେ ଜିଲ୍ଲା ପୋଲିସ କ୍ରିକେଟ ଦଳ ଦ୍ଵିତୀୟ ସେମି ଫାଇନାଲ କୁ ପ୍ରବେଶ କରିଛି l ଚତୁର୍ଥ ମ୍ୟାଚ୍ ସୋନପୁର ଏସ ବି ଆଇ  ଓ ଅୟୋଜକ ଦଳ ଫିଟନେସ ଏମ୍ପେୟର୍ ମଧ୍ୟରେ ଅନୁଷ୍ଟିତ ହୋଇ ଥିବା ବେଳେ ଫିଟ୍ ନେସ୍ ଅମ୍ପେୟାର ଦଳ ବିଜୟୀ ହୋଇଛି l ଆଜିର ପଞ୍ଚମ ମ୍ୟାଚ୍ ସୋନପୁର ବ୍ୟାଙ୍କର୍ସ ଓ ଫିଟ୍ ନେସ ଆମ୍ପାୟର ମଧ୍ୟରେ ଅନୁଷ୍ଟିତ ହୋଇଥିବା ବେଳେ ଫିଟ୍ ନେଶ୍ ଦଳ ପୁଣି ବିଜୟୀ ହୋଇ ଦ୍ଵିତୀୟ ସେମି ଫାଇନାଲ କୁ ପ୍ରବେଶ କରିଛି l ବାବୁଲୁ ଓ ଆୟୁଷ ଆଜିର ସମସ୍ତ ମ୍ୟାଚ୍ ପରିଚାଳନା କରିଥିଲେ l ଆସନ୍ତା କାଲି ସକାଳେ ଉଭୟ ସେମି ଫାଇନାଲ ମ୍ୟାଚ ଅନୁଷ୍ଟିତ ହେବାକୁ ଥିବା ବେଳେ ଆୟୋଜକ ଫିଟ୍ ନେସ୍ ଏମ୍ପେୟାର୍ ର ଡାଇରେକ୍ଟର ଦିନେଶ ଦୟାଲ, ବାବୁଲୁ ମେହେର, ଶିବ ଶଙ୍କର ମେହେର, ସୁରଜ୍ ସିଂ, ସୁରେଶ ବେହେରା, ଜଗନ ନାଏକ, ସୌରଭ ବାଗ, ଆଶିଷ ବେହେରା, ଦେବାଶିଷ ପ୍ରମୁଖ ସଦସ୍ୟ ଏହି ଅୟୋଜନ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like