-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ବି ଏମ୍ ସି ର ସଫେଇ ମିତ୍ର ସୁରକ୍ଷା ଶିବିର

15-Mar-2026



ଭୁବନେଶ୍ବର(ପ୍ରେରଣା ଖବର): ସାରା ସହରରେ ପରିମଳର ମାନଦଣ୍ଡକୁ ପ୍ରମୁଖ ସ୍ତରରେ ପହଞ୍ଚାଇବା  ଏବଂ ମହିଳାଙ୍କ ସହଭାଗିତାରେ ପରିମଳ ବ୍ୟବସ୍ଥା କିପରି ଆଗେଇ ଚାଲିଛି ତାହାକୁ ପ୍ରତିପାଦିତ କରିଚାଲିଛି ଭୁବନେଶ୍ବର ମହାନଗର ନିଗମ(ବିଏମ୍ ସି)।
ଚଳିତ ବର୍ଷର ଅନ୍ତର୍ଜାତୀୟ ମହିଳା ଦିବସ ଅଧିନରେ Naari Leads Swachhata ର ଅଭିଯାନ ଚାଲୁ ରହିଥିବା ବେଳେ, ଏହାର ଶେଷ ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଯାଇଛି   ସଫାଇ ମିତ୍ର ସୁରକ୍ଷା ଶିବିର। ଆଜି 
ଆନୁଷ୍ଟାନିକ ଭାବେ  ପୋଖରିପୁଟ ସହରାଞ୍ଚଳ ପ୍ରାଥମିକ  ସ୍ୱାସ୍ଥ୍ୟ କେନ୍ଦ୍ରରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ମାନନୀୟl ମେୟର ଶ୍ରୀମତୀ ସୁଲୋଚନା ଦାସ। 
ଏହି ଅବସରରେ ମଞ୍ଚାସୀନ ଥିଲେ ମାନନୀୟl ଡେପୁଟି ମେୟର ଶ୍ରୀମତୀ ମଞ୍ଜୁଲତା କହ୍ନର, କମିଶନର ଶ୍ରୀ ଚଞ୍ଚଳ ରାଣା, ଅନେକ କର୍ପୋରେଟର, ଡେପୁଟି କମିଶନର ପି ଆର ଶ୍ରୀ ଏନ୍ ଗଣେଶ ବାବୁ, ଡେପୁଟି କମିଶନର ହେଲଥ ଶ୍ରୀମତୀ ସୁଶ୍ରୀତା ଟୁଡୁ,  ଡେପୁଟି କମିଶନର ଶ୍ରୀ ଲୋକନାଥ ବେଜ

ଏବଂ ଟିମ୍ ବି ଏମ୍ ସି।
ପୋଖରିପୁଟ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ବି  ଏମ୍  ସି ସ୍ୱାସ୍ଥ୍ୟ କେନ୍ଦ୍ର ରୁ  ଆସିଥିବା  ଡକ୍ଟର କବୀନ୍ଦ୍ର ପ୍ରସାଦ  ସାହୁ, ଡକ୍ଟର ଅଶୋକ କୁମାର ମହାପାତ୍ର, ଡକ୍ଟର ରଞ୍ଜୀତା ମହାନ୍ତି ଏବଂ ଡକ୍ଟର କଲ୍ୟାଣ କୁମାର 
  ସ୍ଵଚ୍ଛ କର୍ମୀ ମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରି ଆବଶ୍ୟକୀୟ ପରାମର୍ଶ ଦେଇଥିଲେ।  

ଯେଉଁ ମାନେ ସକାଳୁ ଉଠି ଆମର ଅଳିଆ ନେଇଯାଇଛନ୍ତି ସେମାନଙ୍କ ସ୍ୱାସ୍ଥ୍ୟ ର  ଯତ୍ନ ଆମର ଏକ ନୈତିକ ତଥା ସାମୁହିକ ଦାୟିତ୍ୱ ବୋଲି କହିଛନ୍ତି ମେୟର ଓ କମିଶନର। ଅପର ପକ୍ଷରେ ସ୍ଵଚ୍ଛ କର୍ମୀ ମାନେ ବି ଏମ୍ ସିର ପଦକ୍ଷେପଗୁଡ଼ିକ ଉପାଦେୟ ବୋଲି  କହିଛନ୍ତି l

ଜାତୀୟ ସ୍ୱାସ୍ଥ୍ୟ ମିଶନ ସିଟି ପ୍ରୋଗ୍ରାମ ମ୍ୟାନେଜର ଶ୍ରୀମତୀ ଏଲିନା ମହାପାତ୍ର ଏବଂ ଟିମ୍  ଏସ୍  ବି ଏ  ସେଲ ର ଟିମ୍ ଲିଡର ଶ୍ରୀ ମନୋରଞ୍ଜନ  ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like