-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ତୈଲିକ ବୈଶ୍ୟ ସମାଜର ପରିବର୍ଦ୍ଧିତ କାର୍ଯ୍ୟକରଣୀ ବୈଠକ

15-Mar-2026



ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ତୈଲିକ ବୈଶ୍ୟ ସମାଜ ପକ୍ଷରୁ ରବିବାର ଦିନ ଏକ ପରିବର୍ଦ୍ଧିତ କାର୍ଯ୍ୟକରଣୀ ବୈଠକ ଶାନ୍ତିପଡ଼ା ସ୍ଥିତ ତୈଲିକ ବୈଶ୍ୟ ସମାଜର କଲ୍ୟାଣ ମଣ୍ଡପରେ ଜିଲ୍ଲା ସଭାପତି ଉମାକାନ୍ତ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା। ସଭାରେ ଜିଲ୍ଲାର ୧୪ଟି ବ୍ଲକ ଓ ନଗର କମିଟିର ପ୍ରମୁଖ ସଦସ୍ୟମାନେ ଯୋଗଦେଇ ସମାଜର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ଉପରେ ଆଲୋଚନା କରିଥିଲେ।
ବିଗତ ଦିନରେ କଲ୍ୟାଣ ମଣ୍ଡପ ନିର୍ମାଣ କାର୍ଯ୍ୟରେ ହୋଇଥିବା ଆୟ ଓ ବ୍ୟୟ ସମ୍ପର୍କରେ ସମ୍ପାଦକ ପ୍ରଦୀପ ସାହୁ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ। ଏହା ଉପରେ ସଦସ୍ୟମାନଙ୍କ ମଧ୍ୟରେ ଆଲୋଚନା ହୋଇଥିବା ବେଳେ କଲ୍ୟାଣ ମଣ୍ଡପର ଅବଶିଷ୍ଟ କାର୍ଯ୍ୟଗୁଡ଼ିକୁ ଶୀଘ୍ର ସମ୍ପୂର୍ଣ୍ଣ କରିବା ପାଇଁ ସମସ୍ତଙ୍କ ମତାମତ ଗ୍ରହଣ କରାଯାଇଥିଲା। ସେହିପରି ପୁରୁଣା ଅଫିସ ଗୃହକୁ ଭଂଗି ସମସ୍ତ ସାମଗ୍ରୀକୁ ନୂତନ ଗୃହକୁ ସ୍ଥାନାନ୍ତର କରିବା, ଏକ ସୁନ୍ଦର ମୁଖ୍ୟଦ୍ୱାର ନିର୍ମାଣ କରି ନିଜସ୍ୱ ରାସ୍ତା କାମକୁ ଅଗ୍ରଗତି କରାଯିବା ପାଇଁ ସଭାରେ ସର୍ବସମ୍ମତି ପ୍ରକାଶ ପାଇଥିଲା।
ଏହାସହ କଲ୍ୟାଣ ମଣ୍ଡପର ଭିତରୀଣ ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ ଆଗକୁ ନେବା ସହ ଜିଲ୍ଲାର ୧୪ଟି ବ୍ଲକ କମିଟିକୁ ପୁନର୍ଗଠନ କରିବା ଏବଂ ଯୁବ ଓ ମହିଳା ଗୋଷ୍ଠୀଙ୍କ ବିଶାଳ ସଦସ୍ୟତା ଗଠନ କରି ସମଗ୍ର ଜିଲ୍ଲାରେ ତେଲି ସମାଜର ଭାଇ ଓ ଭଉଣୀମାନଙ୍କୁ ଏକତ୍ରିତ କରାଯିବାର ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।
ସଭାରେ ଜିଲ୍ଲା ଉପସଭାପତି, ସମ୍ପାଦକ, କୋଷାଧକ୍ଷ, କାର୍ଯ୍ୟକରଣୀ ସଦସ୍ୟ, ବିଭିନ୍ନ ବ୍ଲକର ସଭାପତି ଓ ସମ୍ପାଦକ ସହ ଅନ୍ୟାନ୍ୟ ପ୍ରମୁଖ ସଦସ୍ୟମାନେ ଉପସ୍ଥିତ ଥିଲେ। ଶେଷରେ ବିକାଶ ସାହୁ ଧନ୍ୟବାଦ ଜ୍ଞାପନ କରିଥିବା ବେଳେ ସହ ସମ୍ପାଦକ ଫିରୋଜ କୁମାର ସାହୁ ସଭାର ସମସ୍ତ ବ୍ୟବସ୍ଥାପନା କରିଥିଲେ।

ରିପୋର୍ଟ: ଫିରୋଜ କୁମାର ସାହୁ, ବଲାଙ୍ଗୀର


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like