-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଝଲସି ଉଠିଥିଲା ସେବାଶ୍ରମର ବାର୍ଷିକ ଉତ୍ସବ

15-Mar-2026



ନୂଆପଡ଼ା  (ରାମନାଥ ପଣ୍ଡା )
 ନୂଆପଡ଼ା ଜିଲ୍ଲା କୁଲିଙ୍ଗାମାଲ ସେବାଶ୍ରମରେ ପ୍ରଧାନ ଶିକ୍ଷକ ଶ୍ୟାମ ସୁନ୍ଦର ସୁନାନିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଝସକେତନ ମାଝୀ,ମୁଖ୍ୟ ବକ୍ତା ଭାବରେ ସମାଜ ସେବୀ ଘନଶ୍ୟାମ ତାଣ୍ଡି,ବିଶିଷ୍ଟ ଅତିଥି ସୁଦର୍ଶନ ତାଣ୍ଡି,ସମ୍ମାନିତ ଅତିଥି ରୂପେ ଏସ ଏମ ସି ଚେୟାରମେନ ନାରାୟଣ ମାଝୀ,କମଳା ମାଲ ସେବାଶ୍ରମ ଶିକ୍ଷକ ସତ୍ୟବାଦି ମଲ୍ଲିକ,ବଳଦେବ ନାଏକ,ସଙ୍କୀର୍ତ୍ତନ ଧରୁଆ,ରମେଶ ମାଝୀ ପ୍ରମୁଖ ମଞ୍ଚାସିନ ଥିଲେ ।ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସୁନାନି ବିଦ୍ୟାଳୟର ବାର୍ଷିକ ବିବରଣୀ ପଠନ କରିଥିଲେ। ସମସ୍ତ ଅତିଥି ଛାତ୍ର ଛାତ୍ରୀଙ୍କ ଜୀବନର ଦାୟୀତ୍ୱ ଉପରେ ଆଲୋକପାତ କରିବା ସହିତ  ସେମାନଙ୍କ ଆଗାମୀ ଭବିଷ୍ୟତରେ ତାଙ୍କ କର୍ତ୍ତବ୍ୟ କ'ଣ ହେବା ଆବଶ୍ୟକ ତା'ରି ଉପରେ ଛାତ୍ର ଛାତ୍ରୀଙ୍କୁ ଦିଗଦର୍ଶନ ଦେଇ ତାଙ୍କର ଶୁଭ କାମନା କରିଥିଲେ ।ଛାତ୍ର ଛାତ୍ରୀଙ୍କ ମଧ୍ୟରେ ଲୁକ୍କାୟିତ ହୋଇ ରହିଥିବା କଳାକୁ ଉଜ୍ଜୀବିତ କରି ସମାଜ ଆଗରେ ପରିଚୟ ସୃଷ୍ଟି କରିବାର ଏକ ମାତ୍ର ପ୍ଲାଟଫର୍ମ ହେଉଛି ବାର୍ଷିକ ଉତ୍ସବ ।ବିଦ୍ୟାଳୟ ରେ ଶୈକ୍ଷିକ ଦୃଷ୍ଟି କୋଣରୁ କ୍ଲାସ ଟପ୍ପର,ଉତ୍ତମ ଉପସ୍ଥାନ,ବାର୍ଷିକ କ୍ରୀଡ଼ା ତଥା ଅନ୍ୟାନ୍ୟ ପ୍ରତିଯୋଗିତାରେ ପାରଦର୍ଶିତା ଅର୍ଜ୍ଜନ କରିଥିବା ଛାତ୍ର ଛାତ୍ରୀଙ୍କୁ ଟ୍ରଫି ସହ ମାନପତ୍ର ଦେଇ ପୁରସ୍କୃତ କରାଯାଇଥିଲା।ଦ୍ଵିତୀୟ ପର୍ଯ୍ୟାୟ କାର୍ଯ୍ୟକ୍ରମରେ ଛାତ୍ର ଛାତ୍ରୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରି ସମସ୍ତଙ୍କୁ ବିମୋହିତ କରିଥିଲେ ।ଶିକ୍ଷୟତ୍ରୀ ବେବିତା ବେହେରା,ଶିକ୍ଷକ ଗୋବର୍ଦ୍ଧନ ହଂସ,ଶିକ୍ଷକ କାମାକ୍ଷା ପ୍ରସାଦ ମାଝୀ, ଶିକ୍ଷକ ସୁନିତ୍ କୁମାର ହଂସ ଙ୍କ ସମେତ ବିଦ୍ୟାଳୟର ଅନ୍ୟାନ୍ୟ ଷ୍ଟାଫ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।ଶିକ୍ଷକ ସୁନିତ କୁମାର ହଂସ ମଞ୍ଚ ପରିଚାଳନା କରିଥିବାବେଳେ ଶିକ୍ଷୟିତ୍ରୀ ବେବୀତା ବେହେରା ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like