-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ରେ ୨୦୨୬ ର ପ୍ରଥମ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ

15-Mar-2026



ବଲାଙ୍ଗୀର, (ପ୍ରେରଣା ଖବର) ବଲାଙ୍ଗିର ଜିଲ୍ଲା ନ୍ୟାୟାଳୟ ସହିତ ଜିଲ୍ଲାର ସମସ୍ତ ତାଲୁକ ସ୍ତର ଓ ତୁଷୁରା କୋର୍ଟରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଛି। ଏହି ଲୋକ ଅଦାଲତ ଜିଲ୍ଲା କୋର୍ଟ ପରିସରରେ ଭାରପ୍ରାପ୍ତ ଜିଲ୍ଲା ନ୍ୟାୟାଧୀଶ ଶ୍ରୀଯୁକ୍ତ ମଳୟ ରଂଜନ ଦାଶ ଓ ଜିଲ୍ଲା ଆଇନ ସେବା ପ୍ରାଧିକରଣର ଭାରପ୍ରାପ୍ତ ସଚିବ ଶ୍ରୀଯୁକ୍ତ ଶ୍ରୀଦୀପ୍ ମିଶ୍ରଙ୍କ ଉପସ୍ଥିତିରେ ପରିଚାଳିତ ହୋଇଥିଲା । ଏଥିରେ ଶ୍ରୀଯୁକ୍ତ ବିମଲ କୁମାର ଚାନ୍ଦ, ଚେୟାରମ୍ୟାନ, ପି ଏଲ୍ ଏ, (ପି ୟୁ ଏସ୍), ଶ୍ରୀମତୀ ଅଞ୍ଜଳି ପାଢ଼ୀ, ଅତିରିକ୍ତ ଜିଲ୍ଲା ଜଜ୍ (ଦ୍ଵିତୀୟ), ମୁଖ୍ୟ ବିଚାର ବିଭାଗୀୟ ଅଧିକାରୀ, ଶଙ୍ଖ ଚକ୍ରବର୍ତୀ, ରେଜିଷ୍ଟ୍ରାର ସିଭିଲ କୋର୍ଟ,  ଶ୍ରୀଯୁକ୍ତ ଶ୍ରୀଦୀପ୍ ମିଶ୍ର,, ଶ୍ରୀମତୀ ବୈଶାଳୀ ନାୟକ, ସିଭିଲ୍ ଜଜ୍ (ବରିଷ୍ଠ), ଶ୍ରୀମତୀ ଅର୍ଣ୍ଣପୂର୍ଣ୍ଣା ଷଡଙ୍ଗୀ, ଅତିରିକ୍ତ ସିଭିଲ୍ ଜଜ୍ (ବରିଷ୍ଠ), ଶ୍ରୀମତୀ ଦୀପାରାଣୀ ଜେନା, (ଏସ୍ଡ଼ିଜେଏମ) ଶ୍ରୀମତୀ ସାସ୍ଵତୀ ମହାପାତ୍ର, ସିଭିଲ୍ ଜଜ୍ (କନିଷ୍ଠ), ଦୀପାଳି ଦାସ(ଜେ.ଏମ୍.ଏଫ୍.ସି), ଅର୍ଘ୍ୟରୂପା ମିଶ୍ର (ଜେ.ଏମ୍.ଏଫ୍.ସି), ଏବଂ ଜିଲ୍ଲା ବାର ର ପ୍ରାୟ ସମସ୍ତ ଅଧିବକ୍ତା ଉପସ୍ଥିତ ଥିଲେ । ଜିଲ୍ଲାର ବିଭିନ୍ନ ରାଜସ୍ୱ ଅଧିକାରୀ, ଜାତୀୟକରଣ ବ୍ୟାଙ୍କ, ଜଳ ବିଭାଗ, ବିଦ୍ୟୁତ ବିଭାଗ, ବିଏସଏନଏଲ ଓ ଅନ୍ୟାନ୍ୟ ବିଭାଗର କର୍ମଚାରୀମାନେ ମଧ୍ୟ ଏହି ଲୋକ ଅଦାଲତରେ ଭାଗ ନେଇଥିଲେ। ପ୍ରାଧିକରଣର ଭାରପ୍ରାପ୍ତ ଅଧ୍ୟକ୍ଷ ଶ୍ରୀଯୁକ୍ତ ମଳୟ ରଂଜନ ଦାଶଙ୍କ ନିର୍ଦ୍ଦେଶରେ ବଲାଙ୍ଗିର ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ସହଯୋଗରେ ପ୍ରାଧିକରଣ ପରିସରରେ ଉପସ୍ଥିତ ବ୍ୟକ୍ତିମାନଙ୍କର ବିଭିନ୍ନ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା ଓ ମାଗଣାରେ ଔଷଧ ବିତରଣ କରାଯାଇଥିଲା। ସଚେତନତା ବୃଦ୍ଧି ପାଇଁ ଦ୍ୱିତୀୟ ମଧ୍ୟସ୍ଥତା ଅଭିଯାନର ଶିବିର ମଧ୍ୟ ଖୋଲାଯାଇଥିଲା । ଏହି ରାଷ୍ଟ୍ରିୟ ଲୋକ ଅଦାଲତରେ ୧୫ଟି ଦେୱାନୀ ମକୋଦ୍ଦମା ଫଇସଲା ହୋଇ ୫୬୩୮୬୧ ଟଙ୍କାରେ ସେଟଲ ହୋଇଥିଲା । ୮ଟି ବ୍ୟାଙ୍କ ମକୋଦ୍ଦମାର ସମାଧାନ କରାଯାଇ ୩୦୧୪୬୧୨.୦୭ଟଙ୍କାରେ ହୋଇଥିଲା । ୧୪ଟି ମଟର ଦୁର୍ଘଟଣା ଜନିତ ମାମଲାର ଫଇସଲା  କରାଯାଇ ମୋଟ୍ ୪୭୦୬୦୦୦/- ଟଙ୍କା କ୍ଷତିପୁରଣ ଦେବା ପାଇଁ ଆଦେଶ କରାଯାଇଥିଲା । ୩୮୬ଟି ଫୌଜଦାରି ମକୋଦ୍ଦମା ଫଇସଲା କରାଯାଇ ୩୭୭୨୫୮୫/- ଟଙ୍କା ରେ ସେଟଲ ହୋଇଥିଲା । ପାରିବାରିକ ମିଳାମିଶାରେ ୪ଟି ମାମଲା ଫଇସଲା ହୋଇଥିଲା । ୮୮୮୭ଟି ରାଜସ୍ୱ ମାମଲାର ବିଚାର କରାଯାଇଥିଲା ଏବଂ ଟ.୧୮୭୮୭୦୦/-ରାଜସ୍ୱ ଆଦାୟ କରାଯାଇଥିଲା ୧୫୨୦ଟି ପ୍ରାକ୍ ମକୋଦ୍ଦମା ମାମଲା ର ସମାଧାର କରାଯାଇ ୧୯୩୦୬୬୭୬ /- ଟଙ୍କା ରେ ସେଟଲ ହୋଇଥିଲା । ମୋଟ ୧୦୮୩୪ଟି ମୋକଦ୍ଦମା ଫଇସଲା କରାଯିବା ସହିତ ୩୩୨୪୨୪୩୪.୦୭ଟଙ୍କା ରେ ସେଟଲ ହୋଇଥିଲା l ଉକ୍ତ ରାଷ୍ଟ୍ରୀୟ ଲୋକ ଅଦାଲତକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ବଲାଙ୍ଗିରର ସଚିବ (ଭାରପ୍ରାପ୍ତ) ରେଜିଷ୍ଟ୍ରାର ସିଭିଲ କୋର୍ଟ ବଲାଙ୍ଗିର ଶ୍ରୀଦୀପ୍ ମିଶ୍ର ପରିଚାଳନା କରିଥିଲେ। ଆଇନ ଶୃଙ୍ଖଳା ରକ୍ଷାରେ ଜିଲ୍ଲା ପୋଲିସ ପ୍ରଶାସନ ସହଯୋଗ ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like