-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ଓଷ୍ଟା ପକ୍ଷରୁ ଆଲୋଚନାଚକ୍ର ଓ କର୍ମଶାଳା ଅନୁଷ୍ଠିତ

15-Mar-2026



ସିନାପାଲି(ପରମେଶ୍ୱର ମେହେର ) ସିନାପାଲି ବ୍ଲକ ଅନ୍ତର୍ଗତ ମହଗାଁ ଉଚ୍ଚ ବିଦ୍ୟାଳୟ ଠାରେ ଓଡିଶା ମାଧ୍ୟମିକ ସ୍କୁଲ୍ ଶିକ୍ଷକ ସଂଘ,ଓଷ୍ଟା ପକ୍ଷରୁ ଏକ ଦିନିକିଆ ଆଲୋଚନା ଚକ୍ର ଓ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି l ଜାତୀୟ ଶିକ୍ଷା ନୀତି ଓ ଗୁଣାତ୍ମକ ଶିକ୍ଷା ଶୀର୍ଷକ ଉପରେ ଅନୁଷ୍ଠିତ ଏହି ଆଲୋଚନା ଚକ୍ରରେ ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଉଦ୍ଘାଟନ କରିଥିଲେ l  ଉଦ୍ଘାଟନୀ ଉତ୍ସବରେ  ଜିଲ୍ଲା ଓଷ୍ଟା ସଭାପତି ବନ ବିହାରୀ ମେହେର ସଭାପତିତ୍ଵ କରିଥିବା ବେଳେ ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ପ୍ରଦୀପ୍ତ କୁମାର ଯୋଷୀ , ଜିଲ୍ଲା ଓଷ୍ଟା କାର୍ଯ୍ୟକାରୀ ସଭାପତି ସୁଶାନ୍ତ କୁମାର ବିଶି ମଞ୍ଚାସିନ ଥିଲେ l  ଜିଲ୍ଲା ସଂପାଦକ ରବୀନ୍ଦ୍ରନାଥ ଯୋଷୀ ସ୍ଵାଗତ ଅଭିଭାଷଣ ପ୍ରଦାନ କରିବା ସହିତ ଆଲୋଚନା ଚକ୍ରର ଭିତ୍ତିପତ୍ର ଉପସ୍ଥାପନ କରିଥିଲେ l ପ୍ରଭାତ ନଳିନୀ ବେହେରା ଅତିଥି ମାନଙ୍କୁ ମଞ୍ଚକୁ  ଆମନ୍ତ୍ରଣ କରିଥିଲେ ଓ କିଶୋର ଚନ୍ଦ୍ର ଯୋଷୀ ଧନ୍ୟବାଦ ଅର୍ପଣ କରିଥିଲେ l ଦୂତୀୟଅଧିବେଶନରେ ନୂଆପଡ଼ା ଜିଲ୍ଲା ଶିକ୍ଷାଧିକାରୀ ଡ଼ଃ ପ୍ରଶାନ୍ତ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ  ଓଷ୍ଟାର ସାଧାରଣ ସମ୍ପାଦକ ରଞ୍ଜନ କୁମାର ଦାସ ଓ ସର୍ବ ଭାରତୀୟ ବିଦ୍ୟାଳୟ ଶିକ୍ଷକ ମହାସଂଘର ଉପ ସଭାପତି ପ୍ରକାଶ ଚନ୍ଦ୍ର ମହାନ୍ତି ଆଲୋଚକ ଭାବେ ଯୋଗଦେଇଥିଲେ l ଓଷ୍ଟା ସମ୍ପାଦକ ମାଣିକେଶ୍ଵର ସ୍ୱାଇଁ ଓ ରମାକାନ୍ତ ମହାପାତ୍ର , ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଗିରିଧାରୀ ସା ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ଯୋଗଦେଇ ଥିଲେ l ଅଶ୍ଵିନୀ କୁମାର ଯୋଷୀ ଧନ୍ୟବାଦ ଅର୍ପଣ କରିଥିଲେ l ଏହି ଅବସରରେ ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଓଷ୍ଟା ପକ୍ଷରୁ ସମର୍ଧିତ କରାଯାଇଥିଲା l ସିମାଶ୍ରୀ ମହାପାତ୍ର ଓ କିଶୋର ଚନ୍ଦ୍ର ଯୋଷୀ ମାନ ପତ୍ର ପଠନ କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ସୁବାଷ ଚନ୍ଦ୍ର ସାହୁ, ବିବେକାନନ୍ଦ ଭୋଇ, ରାଜ କୁମାର ତାଣ୍ଡି, ବସୁଦେବ ବିଶି, କାର୍ତିକେଶ୍ୱର୍ ବୈଠାରୁ, ରମେଶ ଚନ୍ଦ୍ର ସା,ମମତା ପତି, ପ୍ରିୟା ମଞ୍ଜରୀ ବେହେରା, ପୂର୍ଣ୍ଣ ଚନ୍ଦ୍ର ମେହେର, ଭରତ ଚନ୍ଦ୍ର ବେହେରା,ଗଣେଶ ଯୋଷୀ, ସିମାଞ୍ଚଲ୍ ଦାସ, ତପନ ବହିଦାର, ପାଣ୍ଡୁ ରାମ ପାଣ୍ଡେ, ମହତାବ ଗିରି, ଚତୁର୍ଭୁଜ ସିଂ ଦେଓ, ଚିତ୍ତ ରଞ୍ଜନ ଦୁବେ, ପରମେଶ୍ବର କଠାରଙ୍କ ସମେତ ଅନ୍ୟ ଶିକ୍ଷକ ଓ କର୍ମଚାରୀ ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like