-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

*ନିଆଁ କୁ ଆୟତ କରିବରେ ବିଫଳ ହେଲା ଅଗ୍ନିଶମ ବିଭାଗ*

16-Mar-2026



ନବରଙ୍ଗପୁର:(ପ୍ରିୟଦର୍ଶିନୀ ପାତ୍ର)
-ଝରୀଗୁଡା ଗ୍ରାମର ଝଡ଼େଶ୍ୱର ଗୌଡ଼ ର ୧୦ ଏକର ଜମିର ପାଳ ଗଦା ରେ ହଟାତ ଗତକାଲି ରାତି ପ୍ରାୟ 1ଘଣ୍ଟା ସମୟରେ ନିଆଁ ଲାଗି ଯାଇଥିଲା। ଏହା ପରେ ଝଡ଼େଶ୍ୱର ଗୌଡ଼ ଏବଂ ଆଖ ପାଖ ଅଞ୍ଚଳର ଲୋକେ ନିଆଁ କୁ ଆୟତ କରିବା ପାଇଁ ଉଦ୍ୟମ କରିଥିଲେ। ଏହା ସହ ଅଗ୍ନିଶମ ବିଭାଗକୁ ମଧ୍ୟ ନିଆଁ ଲିଭାଇବା ପାଇଁ ଫୋନ ଯୋଗେ ଯୋଗାଯୋଗ କରିଥିଲେ କିନ୍ତୁ ଦୁଃଖର ବିଷୟ ଦୁଇଘଣ୍ଟା ବିଳମ୍ବରେ ଅର୍ଥାତ ରାତ୍ର ପ୍ରାୟ ୩ଘଣ୍ଟା ସମୟରେ ଅଗ୍ନିଶମ ଗାଡି ଆସି ନିଆଁକୁ ଆୟତ କରିବା ପାଇଁ ଚେଷ୍ଟା କରିଥିଲା ଶେଷରେ ବିଫଳ ହୋଇ ଅଗ୍ନିଶମ ବାହିନୀ ର କର୍ମଚାରୀ ମାନେ ସେହି ସ୍ଥାନ ଛାଡି ଚାଲି ଆସିଥିଲେ। ନିଆଁ ଏଭଳି ସକାଳ ପର୍ଯ୍ୟନ୍ତ ଜଳୁଥିଲା ଏବଂ ପାଲଗାଦା ପଡି ପାଉଁଶ ହଇଗଲା। ଯଦି କିଛି ସମୟ ପୂର୍ବରୁ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଂଚିଥିଲେ ନିଆଁ କୁ ଆୟତ କରିପାରି ଥାନ୍ତା ବୋଲି ସ୍ଥାନୀୟ ବାସିନ୍ଦା ମାନେ ମତବ୍ୟକ୍ତ କରିଛନ୍ତି । ଡାବୁଗାଁ ବ୍ଲକର ଅଧିକାଂଶ ସ୍ଥାନରେ ଏଭଳି ଅଗ୍ନିସମ ବାହିନିର ଅବହେଳା ଯଗୁଁ  ବହୁତ କ୍ଷେକ୍ଷକ୍ଷେତି ହେଉଛି। ଆଗକୁ ଗ୍ରୀଷ୍ମରୁତୁ ଥିବାରୁ ଅଗ୍ନିଶମ ବାହିନୀ ସବୁବେଳେ ସଜାଗ ରହିଲେ ଭଲ ହୋଇଥାନ୍ତା ବଳି ବୁଦ୍ଧିଜୀବୀ ମାହୋଲ ରେ ଆଲଚନା ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like