-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ମାର୍ଚ୍ଚ ୨୪ ରୁ ୨୬ ତାରିଖ ପର୍ଯ୍ୟନ୍ତ ବରଗଡ ଜିଲ୍ଲା ଯାଦବ ସାଂସ୍କୃତିକ ସମାଜ ପକ୍ଷରୁ ବିଶ୍ୱଶାନ୍ତି ମହାଯଜ୍ଞ

16-Mar-2026



ବରପାଲି  (ସୁଦାମ ଦୀପ )
ବରଗଡ଼ରେ ଏକାଠି ହେବେ ରାଜ୍ୟର 30 ଜିଲ୍ଲାର ଯାଦବ ସମାଜ । ଆସନ୍ତା ମାର୍ଚ୍ଚ 23 ତାରିଖରୁ 26 ତାରିଖ ପର୍ଯ୍ୟନ୍ତ 4ଦିନ ଧରି ବରଗଡ଼ ଜିଲ୍ଲା ଯାଦବ ସାଂସ୍କୃତିକ ସମାଜ ପକ୍ଷରୁ ଆୟୋଜିତ ବିଶ୍ବଶାନ୍ତି ମହାଯଜ୍ଞ ଓ ଏକ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ ହୋଇଥିବା ଯାଦବ କଲ୍ୟାଣ ମଣ୍ଡପକୁ ଉଦଘାଟନ କରି ସର୍ବସାଧାରଣ ଲୋକଙ୍କ ପାଇଁ ତାହା ଉତ୍ସର୍ଗୀକୃତ କରାଯିବ । ଏଥିପାଇଁ ଆଜି ବରଗଡ଼ରେ ଜିଲ୍ଳା ଯାଦବ ସାଂସ୍କୃତିକ ସମାଜ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇଥିଲା । ସମାଜର ସଭାପତି ରାଜୁ ଘିବେଲା କାର୍ଯ୍ୟକ୍ରମର ରୂପରେଖ ଉପରେ ସବିଶେଷ ଆଲୋଚନା ଓ ତଥ୍ୟ ଉପସ୍ଥାପନ କରିଥିଲେ । ବିଶ୍ବବାସୀଙ୍କ ମଙ୍ଗଳ କାମନା, ଚାଷୀଙ୍କ ଉନ୍ନତି, ଭାଇଚାରା, ଏକତା, ସ୍ନେହ, ପ୍ରେମ ଓ ଶାନ୍ତିର ସଚେତନତା ବାର୍ତ୍ତା ନେଇ ଏହି ବିଶ୍ବଶାନ୍ତି ମହାଯଜ୍ଞ ଆୟୋଜନ କରାଯାଉଛି । ପ୍ରଥମ ଦିବସରେ ଅମ୍ବାପାଲି ଜିରା ନଦୀରୁ ଦୁଇ ହଜାର ମହିଳା ମାନସିକ କଳସ ନେଇ ଏକ ବିଶାଳ ସାଂସ୍କୃତିକ ଶୋଭାଯାତ୍ରାରେ ବରଗଡ଼ ସହର ପରିକ୍ରମା କରି ଘୁଲିପାଲି ଯଜ୍ଞ ମଣ୍ଡପରେ ସ୍ଥାପନ କରିବେ । 4 ଦିନ ଧରି ସମାଜର ବିଭିନ୍ନ କ୍ଷେତ୍ରରେ ଉଲ୍ଳେଖନୀୟ ଅବଦାନ ତୁଳାଇଥିବା ପ୍ରତିଭାବାନ ବ୍ୟକ୍ତିଙ୍କୁ ସମ୍ମାନିତ କରାଯିବା ସହିତ ଲୋକ ମହୋତ୍ସବରେ ବିଲୁପ୍ତ ଲୋକ ସଂସ୍କୃତିର ଗୀତ, ବାଦ୍ୟ ପ୍ରଦର୍ଶନ କରାଯିବ । ଏହି କାର୍ଯ୍ୟକ୍ରମରେ ରାଜ୍ୟର ସମସ୍ତ ଜିଲ୍ଳାରୁ ଯାଦବ ସମାଜ ଓ ଜନସାଧାରଣ ଯୋଗ ଦେବାକୁ ପ୍ରେସମିଟରେ ସଭାପତି ରାଜୁ ଘିବେଲା ଅନୁରୋଧ କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like