-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||     

HOME   ଜିଲ୍ଲା

ସାମ୍ବାଦିକ ପବନ ଅଗ୍ରୱାଲ ସମ୍ମାନିତ

16-Mar-2026



ସମ୍ବଲପୁର/ବଲାଙ୍ଗିର(ପ୍ରେରଣା ଖବର): ଉତ୍କଳ ପ୍ରାଦେଶିକ ମାରୱାଡ଼ି ସମ୍ମେଳନ ଆନୁକୂଲ୍ୟରେ ଆୟୋଜିତ ପ୍ରାଦେଶିକ ଅଧିବେଶନ "'ଶିଖର'"ରେ, ରାଷ୍ଟ୍ରୀୟ ଅଧ୍ୟକ୍ଷ ପବନ ଗୋଏଙ୍କା (ନୂଆଦିଲ୍ଲୀ)ଙ୍କ କରକମଳରେ ବଲାଙ୍ଗିରର ସାମ୍ବାଦିକ ପବନ ଅଗ୍ରୱାଲଙ୍କୁ ତାଙ୍କର ଉତ୍କୃଷ୍ଟ ସେବା ପାଇଁ ବିଶିଷ୍ଟ ଭାବେ  ସମ୍ମାନିତ କରାଯାଇଛି।
ପବନ ଅଗ୍ରୱାଲଙ୍କୁ ଏହି ସମ୍ମାନ ନିମ୍ନଲିଖିତ କ୍ଷେତ୍ରରେ ତାଙ୍କର ଅତୁଳନୀୟ ଅବଦାନ ପାଇଁ ପ୍ରଦାନ କରାଯାଇଛି ନିଃସ୍ୱାର୍ଥପର ସମର୍ପଣ ସାମାଜିକ କାର୍ଯ୍ୟରେ ସକ୍ରିୟ ଅଂଶଗ୍ରହଣ ଏବଂ ଜନହିତକର ପ୍ରସଙ୍ଗକୁ ପ୍ରାଧାନ୍ୟ ଦେବା।ସାମାଜିକ ସୁଦୃଢ଼ୀ କରଣ ସାମାଜିକ ଢାଞ୍ଚାକୁ ମଜବୁତ କରିବା ଏବଂ ସାମୁଦାୟିକ ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବା।
ଏହି ସଫଳତା ଖବର ପାଇବା ପରେ ବଲାଙ୍ଗିରର ବିଭିନ୍ନ ସାମାଜିକ ସଂଗଠନ, ସାମ୍ବାଦିକ ଏବଂ ବନ୍ଧୁମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତେ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବା ସହ ଏହାକୁ ଜିଲ୍ଲା ପାଇଁ ଏକ ଗୌରବର ମୁହୂର୍ତ୍ତ ବୋଲି ଅଭିହିତ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026

You Might Also Like