-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||     

HOME   ଜିଲ୍ଲା

ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ

17-Mar-2026



ବଲାଙ୍ଗିର(ପ୍ରେରଣା ଖବର): ଆଜି ବଲାଙ୍ଗୀର ପୋଲିସର ଏକ ଦଳ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଦୁଇ ଜଣ ଯୁବକଙ୍କୁ ଗିରଫ କରିଛି ।  ବାହାର ରାଜ୍ୟକୁ ଅବୈଧ ଗଂଜେଇ ଚାଲାଣ ହୋଥିବା ନେଇ କୌଣସି ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବଲାଙ୍ଗୀର ପୋଲିସ ମାଲପଡା ରେଲୱେ ଷ୍ଟେଷନ ରୋଡରେ ଦୁଇ ଜଣ ବ୍ୟକ୍ତିଙ୍କୁ କାବୁ କରିଥିଲା । ଏଇ ୨ଜଣ ବିହାର ରାଜ୍ୟର ବୋଲି ଜଣାପଡିଛି ।  ଏମାନେ ପୋଲିସକୁ ଦେଖି ଦୌଡ଼ି ପଳାଉଥିବା ବେଳେ ବଲାଙ୍ଗୀର ପୋଲିସ ଏମାନଙ୍କ ଉପରେ ମାଡି ବସିଥିଲା। କଣ୍ଟାମାଳ ର ଜଣେ ବ୍ୟକ୍ତି ଏମାନଙ୍କୁ ଗଞ୍ଜେଇ ଆଣି ଦେଇଥିବା ପୋଲିସ ସୂଚନା ଦେଇଛି। ଗିରଫ ଦୁଇଜଣ ହେଲେ  ବିହାର ପୂର୍ବ ଚମ୍ପାରନର ସୁଗାଉଲି ଥାନା ଅନ୍ତର୍ଗତ ସୁଗାଓଁ ର ମିକି ମଶ୍ର(୨୧) ଓ ଛୋଟା ବୌଦ୍ଧର ଆକାଶ କୁମାର(୨୬) । ସେମାନଙ୍କ ଠାରୁ ୨୯କେଜି ୯୭ଠଗ୍ରାମ ଗଂଜେଇ ଜବତ କରିବା ସହ ଦୁଇଟି ମୋବାଇଲ, ଗିରଫ ଅଭିଯୁକ୍ତ ଆକାଶର ଆଧାରକାର୍ଡ ଓ ମିକି ମିଶ୍ରର ପରିଚୟ ପତ୍ର ମଧ୍ୟ ଜବତ କରାଯାଇଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୧୩ ଲକ୍ଷ ଟଙ୍କା ହେବ ବୋଲି ପୋଲିସ ସୂଚନା ଦେଇଛି । ବଲାଙ୍ଗୀର ଏସ୍‌ପି ଙ୍କ ନିର୍ଦ୍ଦେଶକ୍ରମେ ଇନିସପେକ୍ଟର ଏ.କେ. ସାହୁ, ଏସ୍‌.ଏଫ୍ ଏକ୍କା, ଏସ୍‌.ଆଇ ଦେବାଶିଷ ଶତପଥୀ ବୈକୁଣ୍ଠ ଦେହେରୀ, ଏଏସ୍‌ଆଈ ଶ୍ରୀ ଏ.କେ. ପାଣ୍ଡେ, ବି.ଡି, ଭୋଇ ପ୍ରମୁଖ ଏହି ଘଟଣାର ବିଭିନ୍ନ ଦିଗକୁ ନେଇ ଅନୁସନ୍ଧାନ ଜାରିରଖିଛନ୍ତି । ଗିରଫ ବ୍ୟକ୍ତି ମାନଙ୍କ ନାମରେ ଟାଉନ ପି.ଏସ୍ କେଶ ନମ୍ବର ୧୪୪, ଦଫା୨ଠ(ବି)ଆଇଆଇ(ସି) ଏନ୍‌ଡିପିଏସ୍ ଆକ୍ଟରେ ଏକ ମାମଲା ରୁଜୁ ହୋଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026

You Might Also Like