-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଝିଅ ଆଉ ଗଛ ମଣିଷ ସମାଜ ପାଇଁ ଅତି ଆବଶ୍ୟକ - ଜିଲ୍ଲାପାଳ

18-Mar-2026



(ରାମନାଥ ପଣ୍ଡା )
ନୂଆପଡ଼ା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଖଡ଼ିଆଳ ବ୍ଲକ କେନ୍ଦୁପାଟି ପଞ୍ଚାୟତରେ ଝିଅ ପାଇଁ ଗଛଟିଏ ଓ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାପାଳଙ୍କ ସହିତ ଜିଲ୍ଲା ସ୍ତରୀୟ ସମସ୍ତ ଅଧିକାରୀ,ସରପଂଚ ଚନ୍ଦ୍ର ଷଣ୍ଢ,ବ୍ଲକ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ନନ୍ଦ,ବି ଡି ଓ ମିଳନ କୁମାର ଝାଙ୍କର, ତହସିଲଦାର ନରସିଂହ ଗଦବା,ଡି ଏସ ଡବ୍ଲୁ ଓ ଏସ ଗୀତା,ସି ଡି ପି ଓ ଲତା ଦିଗଲ, ଅତିରିକ୍ତ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରମାକାନ୍ତ ବିଶ୍ୱାସ,ମହିଳା ପରି ଦର୍ଶିକା ବୈଜୟନ୍ତୀ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।ଜିଲ୍ଲାପାଳ ମଧୁସୂଦନ ଦାସ ନବ ଜାତକ ଶିଶୁ କନ୍ୟା ପୂଜା ପୋଢ଼ଙ୍କୁ କୋଳରେ ଧରି ତଥା ଦୋଳିରେ ଝୁଲାଇ  ତାହାର ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ ।ଶିଶୁର ପିତା ମାତାଙ୍କୁ ଉପହାର ସହିତ ନୂତନ ବୃକ୍ଷ ଚାରା ପ୍ରଦାନ କରିଥିଲେ ଏବଂ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ପ୍ରସୂତି ମାଆ ଡାଳିମ୍ବ ବାଗ ଏବଂ ଅନ୍ୟ ତିନି ଗର୍ଭବତୀ ମହିଳା କୁମୁଦିନୀ ନିଆଲ,ଦିବ୍ୟା ବତି ପହରିଆ ଓ ଚନ୍ଦ୍ରିକା କେତକୀଙ୍କୁ ଫଳମୂଳ,ପନିପରିବା,ପୁଷ୍ଟିକର ଖାଦ୍ୟ ସହିତ ବିଭିନ୍ନ ଉପହାର ଅତିଥିମାନେ ପ୍ରଦାନ କରିଥିଲେ।ଜିଲ୍ଲାପାଳ ସମସ୍ତଙ୍କୁ ଉଦବୋଧନ ଦେଇ କହିଲେ ଯେ ଆମ ପାଇଁ ମାଆ ହେଉଛନ୍ତି ବଡ଼,ଝିଅ ଆମ ପାଇଁ ସବୁକିଛି ।ଆମ ସମସ୍ତଙ୍କ କର୍ତ୍ତବ୍ୟ ହେଉଛି ଗର୍ଭସ୍ଥ ଶିଶୁର ଯତ୍ନ ନେବା ।ପରିବେଶ ପ୍ରତି ଦୃଷ୍ଟି ଦେବା ।ଝିଅ ହେଉଛନ୍ତି ଦୁହିତା,ଦୁଇ କୁଳର ହିତ ସାଧନ କରନ୍ତି ।ପ୍ରତ୍ୟେକ ମାଆ ବାପା ଝିଅର ଯତ୍ନ ନେବା ସହିତ ସମସ୍ତେ ବୃକ୍ଷର ମଧ୍ୟ ଯତ୍ନ ନେବା ଅତି ଜରୁରୀ ।ଝିଅ ଆଉ ଗଛ ଆମ ପାଇଁ ସଂସ୍କୃତି ଓ ସଂସ୍କାର ସହିତ ସମାନ ।ପୁଣି କହିଲେ କି ସରକାରଙ୍କ ପକ୍ଷରୁ ଆପଣ ମାନଙ୍କ ପାଇଁ ବହୁ କର୍ମ ନିଯୁକ୍ତି ଯୋଜନା ଅଛି,ପ୍ରବାସୀ ଶ୍ରମିକ ଭାବରେ ଅନ୍ୟତ୍ର ନ ଯାଇ ନିଜ ଗାଁରେ ରହି କାମ କରନ୍ତୁ,ଛୋଟ ପିଲାଙ୍କୁ ଶିଶୁ ଶ୍ରମିକ ରୂପେ ନିୟୋଜିତ ନ କରି ବିଦ୍ୟାଳୟକୁ ପଠାଇବାକୁ ଅନୁରୋଧ କରିଥିଲେ ,ନିଜ ଗାଁକୁ ଏକକ ବ୍ୟବହୃତ ପ୍ଲାଷ୍ଟିକ ମୁକ୍ତ ରଖିବାକୁ ଆହ୍ଵାନ ଦେଇଥିଲେ ।ଆଜିର ଏହି ଝିଅ ପାଇଁ ଗଛଟିଏ,ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ,ପ୍ରବାସୀ ଶ୍ରମିକ ସଚେତନତା ଶିବିର, ପକ୍ଷୀ ପାଇଁ ଦିନଟିଏ କାର୍ଯ୍ୟକ୍ରମର ସମସ୍ତ ପ୍ରକାର ଆୟୋଜନରେ ପଞ୍ଚାୟତ ନିର୍ବାହୀ ଅଧିକାରୀ କ୍ଷିରୋଦ୍ର ମେହେର, ଏ ଡି ଇ ଓ ସନ୍ଦୀପ ପାଣିଗ୍ରାହୀ,ମହିଳା ପରି ଦର୍ଶିକା ବୈଜୟନ୍ତୀ ମହାନ୍ତି ଓ ଅଙ୍ଗନୱାଡ଼ି କର୍ମୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା