-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଗାଁ ପୋଖରୀ ସଫା ଓ ବୃକ୍ଷରୋପଣ

18-Mar-2026



ବଲାଙ୍ଗୀର /ପୁଇଁତଲା(ପ୍ରେରଣା ଖବର) ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାର କୃଷ୍ଣଚୂଡ଼ା ଇକୋ କ୍ଲବ ତରଫରୁ ଓ ପରିବେଶ ଶିକ୍ଷl କେନ୍ଦ୍ର, ଭୁବନେଶ୍ୱରର ମାର୍ଗଦର୍ଶନରେ ଗାଁ ପୋଖରୀ ସଫା ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି  l ପ୍ରଥମେ ଗାଁ ପୋଖରୀ ସଫା ତଥା ପୋଖରୀ ଅlଡିରେ ବଉଳ ଗଛ ରୋପଣ କରାଯାଇଥିଲା l ପରେ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଏକ ପୋଖରୀ ସଫା ଉପରେ ଚିତ୍ରାଙ୍କନ ଓ ସ୍ଲୋଗାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ଚିତ୍ରାଙ୍କନରେ ସlମ୍ୟରଞ୍ଜନ ତାଣ୍ଡି, ପଦ୍ମଜିନି ସାହୁ

ଓ ଅବକାଶ ମନହିରା ଯଥାକ୍ରମେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ l ସ୍ଲୋଗାନ ପ୍ରତିଯୋଗିତାରେ ରଚିତା ଖମାରୀ, ଆର୍ଜନ ଷlଣ୍ଢ, ଗୌରୀ

ଦୋରା କୃତିତ୍ୱ ଅର୍ଜନ କରିଥିଲେ ଓ ପୁରସ୍କୃତ ହୋଇଥିଲେ l ଶିକ୍ଷୟତ୍ରୀ ଅପର୍ଣ୍ଣା ପଟେଲଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ପ୍ରଧାନ ଶିକ୍ଷକ ଆନନ୍ଦ ବଡ଼ପଣ୍ଡାଙ୍କ ଅଧ୍ୟକ୍ଷତା କରିଥିଲେ ଓ ଶ୍ରୀ ବଡ଼ପଣ୍ଡା ପୋଖରୀ ସଫା କରିବାରେ ତଥା ବୃକ୍ଷରୋପଣ କରିବାରେ ପରିବେଶର କଣ ସବୁ ଉପକାର ହୁଏ  ଛାତ୍ରଛତ୍ରୀମାଙ୍କୁ ଦିଗଦର୍ଶନ ଦେଇଥିଲେ l  ତାପରେ ଏକ ସଚେତନତା ପଦଯାତ୍ରା ବିଭିନ୍ନ ସ୍ଲୋଗାନ ମାଧ୍ୟମରେ ଅନୁଷ୍ଠିତ ହୋଇଥିଲା l ପୁଣି ବିଦ୍ୟାଳୟରେ ସଭାରେ ଶିକ୍ଷୟତ୍ରୀ ମଞ୍ଜରୀ ସୁନା, ଶିକ୍ଷକ ନୀଳାମ୍ବର ନନ୍ଦ, ଅପର୍ଣ୍ଣା ପଟେଲ ଉପସ୍ଥିତ ଥିଲେ l ବୃକ୍ଷରୋପଣରେ ହରିବୋଲ ପଧାନ, ରଞ୍ଜନ ପଧାନ, ରୋହିତ ନାଏକ, ଗଜିନ୍ଦ୍ର ସୁନା, ରାହୁଲ ବସ୍ତିଆ ସହଯୋଗ କରିଥିଲେ l ସଭା ଶେଷରେ ଶିକ୍ଷୟିତ୍ରୀ ଶ୍ରୀମାସୁତା ମଲ୍ଲିକ  ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା