-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ

18-Mar-2026



କୋରାପୁଟ: ଗତ ମାର୍ଚ୍ଚ ତା ୧୫ ରିଖ ରବିବାର ଦିନ ମାଟିଲଗ୍ନ। ସାହିତ୍ୟ ସଂସଦ,ଓଡ଼ିଶାର ରାଜ୍ୟସ୍ତରୀୟ ସାହିତ୍ୟ ସମାବେଶ ଲକ୍ଷ୍ମୀପୁରର ବାସନ୍ତୀ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇ ଯାଇଛି ।ସଭାପତି କିଶୋର ଚନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ କୋରାପୁଟର ପୂର୍ବତନ ସାଂସଦ ଝିନ ହିକ୍କା, ସମ୍ମାନିତ ଅତିଥି ଭାବେ ରମେଶ ଚନ୍ଦ୍ର ଦାସ ,ଅଶୋକ ମହାନ୍ତି ଯୋଗ ଦେଇ ଭାଷା ସାହିତ୍ୟ, ଓଡ଼ିଆ ସଂସ୍କୃତି ସମ୍ବନ୍ଧରେ ଆଲୋକପାତ କରିଥିଲେ ।ଅନ୍ୟ ମାନଙ୍କ ମଧ୍ୟରେ ଅନୁଷ୍ଠାନର ମୁଖ୍ୟ ଉପଦେଷ୍ଟା ନୁର।ବତି ସାହୁ, ମୁଖ୍ୟ ପରିଚାଳକ ନରସିଂହ ପ୍ରସାଦ ନାୟକ, ମୁଖ୍ୟ ଉଦ୍ୟୋକ୍ତା ସଙ୍ଗୀତା ମିଶ୍ର, ସମ୍ପାଦକ ଜୟନ୍ତ କୁମାର ମହାଳିକ ଓ ବରିଷ୍ଠ ସାହିତ୍ୟିକ ମହାଦେବ ଶତପଥି ମଞ୍ଚାସୀନ ଥିଲେ।ଡଃ କିଶୋର ଚନ୍ଦ୍ର ତ୍ରିପାଠୀ ମଞ୍ଚ ପରିଚାଳନା କରିଥିଲେ। ଶିଶୁ ମାନଙ୍କ ଦ୍ଵାରା ବନ୍ଦେ ଉତ୍କଳ ଜନନୀ,ଓଡ଼ିଶୀ ନୃତ୍ୟ, ଢେମସା ନାଚ, ସମ୍ବଲପୁରୀ ନୃତ୍ୟ ଆଦି ପରିବେଷଣ ହୋଇଥିଲା। ୧୨ଟି ଜିଲ୍ଲାରୁ ୧୨୦ ଜଣ କବି, କବୟିତ୍ରୀ ଉପସ୍ଥିତ ହୋଇ ସ୍ବରଚିତ କବିତାମାନ ପାଠ କରିଥିଲେ । ଅନେକ ପ୍ରତିଭାବାନ ସାହିତ୍ୟିକଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରା ଯାଇଥିଲା। ମୋହନ ଭଟ୍ଟ, ମନୋରଞ୍ଜନ ଚାନ୍ଦ, ଶୁଭ୍ରାଂଶୁ ଶେଖର ପାଢ଼ୀ, ଭଗବାନ ସିଂ ମାଝୀ,ରାଜେନ୍ଦ୍ର ଡୁରିଆ,ଦୋଲମନି ଶତପଥି,ଲକ୍ଷ୍ମୀ ଅ।ମ୍ମା, ଗୋଦାବରୀଶ ଦାସ,ସୁବାସ ତାରିଣୀ, ଶୋଭା.ଗିନି ନନ୍ଦ,ସ୍ବପ୍ନ। ମହାନ୍ତି, ବାସନ୍ତୀ ଜେନା, ଶ୍ରଦ୍ଧାଞ୍ଜଳି ତ୍ରିପାଠୀ, ଅନିମ। ଚକ୍ରବର୍ତ୍ତୀ, ପ୍ରତିମା ମହାରଣା ଆଦି ଅନେକ ଲେଖକ ଲେଖିକା ଙ୍କ ଯୋଗଦାନ କାର୍ଯ୍ୟକ୍ରମକୁ ବର୍ଣ୍ଣାଢ଼୍ୟ କରିଥିଲା।ଉପସ୍ଥିତ ସମସ୍ତ କବି,କବୟିତ୍ରୀଙ୍କୁ କାର୍ଯ୍ୟକ୍ରମର ସଫଳତା ପାଇଁ କୃତଜ୍ଞତା ଜ୍ଞାପନ କର।ଯିବା ସହିତ ବଲାଙ୍ଗୀର ଜିଲ୍ଲାର ବଧୂ ସଂଗୀତା ମିଶ୍ରଙ୍କୁ ମାଟିଲଗ୍ନା ସେବରତ୍ନ ସମ୍ମାନ ଓ ମାଟିଲଗ୍ନା ସାହିତ୍ୟଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା