-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ

18-Mar-2026



ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ୍ ର କୋରୁଅ ପଞ୍ଚାୟତ ଅନ୍ତର୍ଗତ ଡାହାଣୀଖିଆ  ଗ୍ରାମରେ  ସନ୍ଧ୍ୟା ସମୟରେ ହଠାତ୍  ୪ ଟି ଟ୍ରାକ୍ଟର ମାଧ୍ୟମରେ  ଗ୍ରାମ୍ୟ ରାସ୍ତା ଦେଇ  ବାଲି ନେବା ସମୟରେ  ଗ୍ରାମର ବହୁତ୍  ଯୁବକ , ଶତାଧିକ ପୁରୁଷ ଓ ମହିଳା ମାନେ  ବାଲିଗାଡ଼ିକୁ ଅଟକାଇଥିଲେ ଓ  ଶାନ୍ତିପୂର୍ଣ୍ଣ ଭାବେ ରାସ୍ତାରେ ବସିଥିଲେ । ଗାଡ଼ି ବନ୍ଦ୍ ଖବର ପାଇ ବାଲିଘାଟର କିଛି ଯୁବକ ଆସି ଗ୍ରାମରେ ଅସଭ୍ୟ ଭାଷାରେ ଗାଲିଗୁଲଜ କରିଥିଲେ  ଏବଂ  ବନ୍ଧୁକ ଦେଖାଇ ଭୟଭୀତ କରୁଥିଲେ ବୋଲି ଗ୍ରାବାସୀମାନେ ଅଭିଯୋଗ କରିଛନ୍ତି। ଯାହାଫଳରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଖବର ପାଇ ନାଉଗାଁ ଥାନା ଅଧିକାରୀ ଦେବାଶିଷ ପଣ୍ଡା ଓ ଗାରୋଇ ଫାଣ୍ଡି ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚିଥିଲେ । ଯାହା ଫଳରେ କି ପରିସ୍ଥିତି ଶାନ୍ତ କରିବାକୁ ପୋଲିସ୍ କୁ ନାକେଦମ୍ ହେବାକୁ ପଡ଼ିଛି । ପ୍ରକାଶ ଥାଉ କି ପୁରୀ ଜିଲ୍ଲା ମାଇନଙ୍ଗ ବିଭାଗ ଅଧୀନ  କାକଟପୁର ତହସିଲର  ବାଲିକୁଳ ଗ୍ରାମର  ବାଲି ସୈରାତ୍ ଟେଣ୍ଡର ମାଧ୍ୟମରେ ନିଲାମ କରାଯାଇଛି । ବାଲି ଚାଲାଣ ପାଇଁ ଡାହାଣୀଖିଆ ର ଗ୍ରାମ୍ୟ ରାସ୍ତା ଦେଇ ଓ  ନଦୀ କୂଳରେ ବାଲି ଚାଲାଣ ହେଲେ ଗ୍ରାମଟି ଓ ଆଖ ପାଖ ପଡୋଶୀ ଗ୍ରାମ ଓ ରାସ୍ତା ସମ୍ପୂର୍ଣ ବିପର୍ଯସ୍ଥ ହୋଇଯିବା ସଙ୍ଗେ ସଙ୍ଗେ ଦେବୀ ନଦୀ ଗର୍ଭରେ ଲୀନ ହୋଇଯିବ । ଏହାକୁ ଦୃଷ୍ଟିରେ ରଖି  ଗ୍ରାମବାସୀ ଜଗତସିଂହପୁର ଜିଲ୍ଲାପାଳ , ପୋଲିସ୍ ଆରକ୍ଷୀ ଅଧିକ୍ଷକ ଏବଂ  ମାନ୍ୟବର ବିଧାୟକଙ୍କୁ ଲିଖିତ ଅଭିଯୋଗ କରିଛନ୍ତି । ଏହାକୁ ସମସ୍ତେ ଗମ୍ଭୀରତାର ସହ ନେଇଛନ୍ତି। କାରଣ ଉକ୍ତ ଗ୍ରାମଟି ଦେବୀ ନଦୀ କୂଳରେ ଅବସ୍ଥିତ ଏବଂ ଏହି ଗ୍ରାମ୍ୟ ରାସ୍ତାରେ ୪ଟି ପଞ୍ଚାୟତର ଲୋକମାନେ ଓ ସ୍କୁଲ ପିଲାମାନେ ଯିବାଆସିବା କରନ୍ତି । ଜଗତସିଂହପୁର ଉପଜିଲ୍ଲାପାଳ ପ୍ରଶାନ୍ତ ତରାଇ ,  ଡେରିକି ରାଜସ୍ଵ  ନିରୀକ୍ଷକ ଓ ତହସିଲ କର୍ମଚାରୀ ମଧ୍ଯ ସ୍ଥାନ ତଦାରଖ କରିଥିଲେ  । ଏହି ସଂକୀର୍ଣ୍ଣ ଗ୍ରାମ୍ୟରାସ୍ତା ଦେଇ ବାଲି  ଚାଲାଣ ହେବା ଅସୁବିଧା ବୋଲି ଅନୁଭବ କରିଛନ୍ତି । ଜଗତସିଂହପୁର ବିଧାୟକ ଅମରେନ୍ଦ୍ର ଦାସ ମଧ୍ଯ ସ୍ଥିତି ପରଖିବା ସହିତ ଘୋର ଦୃଢ଼ ନିନ୍ଦା କରିଛନ୍ତି । ଯେହେତୁ ଟ୍ରାଞ୍ଜିଟ୍ ପାସ୍  ଉକ୍ତ ଗ୍ରାମ ଦେଇ ଗାରୋଈ  ପାସ୍ ରହିଥିଲା । ଆମେ ଏ ବାବତରେ ଜଗତସିଂହପୁର ମାଇନିସ୍ ବିଭାଗ ଅଫିସର୍ ଜିତେନ୍ଦ୍ର ଦାସ ସହିତ ଯୋଗାଯୋଗ କରିଥିଲୁ , ସେ କହିଲେ ମୁଁ ଛୁଟିରେ ଅଛି ଓ ସେ ବାବତରେ ଅବଗତ ନାହିଁ ।  (ଚିନ୍ମୟ ବିଶ୍ବାଳଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା