-+91-9937148622 |

prerana_bgr@rediffmail.com |

  Sunday 29th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୁରୁ ଭଗବାନ ସାହୁଙ୍କୁ ପଶ୍ଚିମାଞ୍ଚଳ ଏକତା ମଞ୍ଚର ଶ୍ରଦ୍ଧାଞ୍ଜଳି ଷଷ୍ଠ ଜାତୀୟ ସମ୍ବଲପୁରୀ ସମ୍ମିଳନୀ ଆୟୋଜନ ନେଇ ଆଲୋଚନା   (29-Nov-2026)       ||      ଭକ୍ତ ପ୍ରହ୍ଲାଦଙ୍କ ଅଟଳ ଭକ୍ତି ଓ ଭଗବାନ ନୃସିଂହଙ୍କ ଅବତାର କଥା ଶୁଣି ଭାବବିହ୍ୱଳ ହେଲେ ଶ୍ରଦ୍ଧାଳୁ   (29-Nov-2026)       ||      ତୃତୀୟ ତ୍ରି-ଦିବସୀୟ ଶିକ୍ଷଣ କର୍ମଶାଳା ‘ଉନ୍ମେଷ’ ଉଦ୍‌ଯାପିତ -ମାଟ୍ରିକ୍‌ ପରୀକ୍ଷାରେ A1 ଗ୍ରେଡ୍‌ ଲକ୍ଷ୍ୟ ନେଇ ୨୦୦ ଛାତ୍ରଛାତ୍ରୀଙ୍କ ଅଂଶଗ୍ରହଣ   (29-Nov-2026)       ||      ଭୋଟର ତାଲିକା ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) ୨୦୨୬-୨୭ ନେଇ ସମ୍ବଲପୁରରେ ରାଜନୈତିକ ଦଳ ଙ୍କ ସହିତ ବୈଠକ ଅନୁଷ୍ଠିତ   (28-Nov-2026)       ||      ଗୋପବନ୍ଧୁ ନଗର ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Nov-2026)       ||      GIETରେ ଗୁଣାତ୍ମକ ବୈଷୟିକ ଶିକ୍ଷା, ଗବେଷଣା ଓ ନିଯୁକ୍ତି ଉପରେ ଗୁରୁତ୍ୱ ଶିଳ୍ପାନୁଷ୍ଠାନର ଆବଶ୍ୟକତା ଅନୁଯାୟୀ ଦକ୍ଷ ଛାତ୍ରଛାତ୍ରୀ ଗଢ଼ିବା ଲକ୍ଷ୍ୟ   (28-Nov-2026)       ||      ସୋନପୁର ଅସ୍ଥାୟୀ ବସଷ୍ଟାଣ୍ଡ୍‌କୁ ଆଜି ଅଚାନକ ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ଶ୍ରୀ ଦେବାଶିଷ୍ ସିଂ   (28-Nov-2026)       ||      *ୟୁଥ୍ ରେଡ୍ କ୍ରସ୍ ପକ୍ଷରୁ ମହିଳା ସ୍ଵାସ୍ଥ୍ୟ ସଚେତନତା ଶିବିର*- *ନାରୀ ସୁସ୍ଥ ରହିଲେ ଏକ ସୁସ୍ଥ ସମାଜ ଓ ରାଷ୍ଟ୍ର ଗଠନ ହୋଇ ପାରିବ*- - *ଜିଲ୍ଲାପାଳ*   (28-Nov-2026)       ||      ପାପଡ଼ାହାଣ୍ଡିରେ "କନ୍ୟାରତ୍ନ ଦିବସ ନିଆରା ଢଙ୍ଗ " ରେ ପାଳନ ଓ ଶପଥ ପାଠ ଗ୍ରହଣ   (28-Nov-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶଙ୍କ ୮୫ତମ ଜନ୍ମ ଜୟନ୍ତୀ ପାଳିତ*   (28-Nov-2026)       ||      ଫ୍ୟୁଜନ୍ ଶକ୍ତି ବିଶ୍ୱକୁ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା କରିବ: ପ୍ରଫେସର ଡେଭିଡ୍ ଗ୍ୟାନ୍ ୟୁକେ ଫ୍ୟୁଜନ୍ ଏନର୍ଜି ଲିମିଟେଡ୍‌ର ଅଧ୍ୟକ୍ଷ ତଥା ସ୍ୱଚ୍ଛ ଶକ୍ତି ଓ ପରିବେଶ ସଂରକ୍ଷଣ କ୍ଷେତ୍ରରେ ଜଣେ ବିଶ୍ୱସ୍ତରୀୟ ଅଗ୍ରଦୂତ   (28-Nov-2026)       ||      ଦୁର୍ଗାପାଲି ଠାରେ ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ଅନୁଷ୍ଠିତ   (28-Nov-2026)       ||      ଟିଟିଲାଗଡ ଡିଏଭି ପବ୍ଲିକ ସ୍କୁଲ ପରିସରରେ ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ    (28-Nov-2026)       ||      ସିନାପାଲି କୁସୁମଜୋର ଗ୍ରାମ ପଞ୍ଚାୟତରେ ‘ନୂଆପଡ଼ା ଉନ୍ମେଷ’ କାର୍ଯ୍ୟକ୍ରମ : ଶ୍ରମ ବିଭାଗ ପକ୍ଷରୁ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ   (28-Nov-2026)       ||      *ବିରିଶୋଲା ଆଶ୍ରମ ର ମୂଖ୍ୟ ଅନାଦି ବାବାଙ୍କୁ ଧମକ, ଥାନାରେ ଦିଆଗଲା ଏତଲା*   (28-Nov-2026)       ||      ନୂଆପଡ଼ା,ବଲାଙ୍ଗୀର ଜିଲ୍ଲା ସୀମାନ୍ତରେ ସଡ଼କ ଦୁର୍ଘଟଣା, ଦୁର୍ଘଟଣା ରେ ଅଳ୍ପକେ ବାର୍ତ୍ତିଲେ ଜିଲ୍ଲା ପରିଷଦ ସଭ୍ୟ ଭାନୁପ୍ରତାପ ସିଂ ମାଝୀ   (28-Nov-2026)       ||      ପରିବେଶ ସୁରକ୍ଷାରେ କଲମର ଶକ୍ତି, ନୂଆଦିଲ୍ଲୀରେ ଜାତୀୟ ସମ୍ମିଳନୀ, ସମ୍ମାନିତ ହେଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   (28-Nov-2026)       ||      ବିନିକାରେ ଆରମ୍ଭ ହେଲା ୨୪୩ତମ ଗୋକୁଲାଷ୍ଟମି ମହୋତ୍ସବ, ୮ ଦିନ ଧରି ଚାଲିବ ବିଭିନ୍ନ ଲୀଳା   (28-Nov-2026)       ||      ପଡ଼ିଆବାହାଲ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ କଂସ ମହାରାଜଙ୍କୁ ବରଣ, ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ କମ୍ପିଲା ପଡ଼ିଆବାହାଲ   (28-Nov-2026)       ||      କୁଟ୍ରୁମାଳି ଖଣି ଲିଜ୍‌କୁ ନେଇ ଜନଜାତି ଆୟୋଗରେ ଶୁଣାଣି, ବାତିଲ ଦାବି କଲେ ନିରଞ୍ଜନ ବିଶି♦️ଗ୍ରାମସଭା ନାହିଁ, ଆଦିବାସୀଙ୍କ ସମ୍ମତି ନାହିଁ; କେଉଁ ଆଧାରରେ ଖଣି ଲିଜ୍‌   (28-Nov-2026)       ||     

HOME   ଜିଲ୍ଲା

ଓଡ଼ିଶାର ସଫଳ ‘ଧାନ କ୍ରୟ ମଡେଲ’ ଅନୁଧ୍ୟାନ କରିଛନ୍ତି ଛତିଶଗଡ଼ ପ୍ରତିନିଧି ଦଳ

18-Mar-2026



​ଭୁବନେଶ୍ୱର(ପ୍ରେରଣା ଖବର): ଛତିଶଗଡ଼ର ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଓ ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ବିଭାଗର ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ଆଜି ଲୋକସେବା ଭବନସ୍ଥିତ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ସମ୍ମିଳନୀ କକ୍ଷରେ ​ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଭାଗର ଅତିରିକ୍ତ ସଚିବ ଶ୍ରୀଯୁକ୍ତ ସୁଦାମ ଚରଣ ମଣ୍ଡଳ ଏହି ବୈଠକରେ ଅଧ୍ୟକ୍ଷତା କରିଥିଲେ। ଯୋଗାଣ ବିଭାଗର ସାଧାରଣ ପରିଚାଳକ(ସଂଗ୍ରହଣ) ଶ୍ରୀମତୀ ଏଲୋରା ସାମଲ, ଖାଦ୍ୟ ଓ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଉପସଚିବ ଶ୍ରୀଯୁକ୍ତ ସରୋଜ କୁମାର ପଣ୍ଡା ଉପସ୍ଥିତ ରହି ବିଭାଗର ବିଭିନ୍ନ ଯୋଜନା ଓ ଡିଜିଟାଲ ପ୍ରକ୍ରିୟା ବିଷୟରେ ଛତିଶଗଡ଼ ପ୍ରତିନିଧି ଦଳଙ୍କୁ ଅବଗତ କରିଛନ୍ତି। ପ୍ରତିନିଧି ଦଳରେ ଛତିଶଗଡ଼ ୱେୟାରହାଉସ୍‌ କର୍ପୋରେସନର ପରିଚାଳନା ନିର୍ଦେଶକ ଶ୍ରୀଯୁକ୍ତ ଆଶିଷ ଟିକରିହା, ଛତିଶଗଡ଼ ଖାଦ୍ୟ ଓ ନାଗରିକ ଯୋଗାଣ ଓ ଗ୍ରାହକ ସଂରକ୍ଷଣ ବିଭାଗ ଉପସଚିବ ଶ୍ରୀଯୁକ୍ତ ବିଭୋର ଅଗ୍ରୱାଲ, ଛତିଶଗଡ଼ ବିପଣନ ସଂଘର ଦୁଇ ଜଣ ବିଶେଷଜ୍ଞ  ରହିଥିଲେ। ସାଟେଲାଇଟ୍‌ ଡାଟା ସହିତ କ୍ଷେତ୍ରସ୍ତରୀୟ ଯାଞ୍ଚର ସମନ୍ୱୟ, ‘ଟୋକନ୍’ ପ୍ରଦାନ ପ୍ରକ୍ରିୟା କିପରି କାର୍ଯ୍ୟ କରୁଛି, ଆଧାର ଇ-କେୱାଇ ସି ଭିତ୍ତିକ ଚାଷୀ ପଞ୍ଜିକରଣ,​ ସମୟ ଭିତ୍ତିକ ସ୍ୱୟଂଚାଳିତକରଣ, ​ଭୂଲେଖ ସହିତ ସଂଯୋଗ, ​ଆଇଆରଏସ୍‌ ସ୍କାନ ମାଧ୍ୟମରେ କ୍ରୟ, ଏସ୍‌ଏମ୍‌ଏସ୍‌ ଭିତ୍ତିକ ସୂଚନା, ​ଇ-ବାହନ ସହ ସଂଯୋଗ,​ ଧାନ ସଂଗ୍ରହର ୨୪ରୁ ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କୁ ଡିଜିଟାଲ ପଦ୍ଧତିରେ ଅର୍ଥ ପ୍ରଦାନ ପରି ବିଷୟରେ ଛତିଶଗଡ଼ ପ୍ରତିନିଧି ଦଳ ଅବଗତ ହୋଇଛନ୍ତି। ଓଡ଼ିଶାର ଏହି ‘ଡିଜିଟାଲ୍ ସେଫଗାର୍ଡ’ ବ୍ୟବସ୍ଥା ଆଗାମୀ ଦିନରେ ଛତିଶଗଡ଼ରେ ମଧ୍ୟ ଲାଗୁ କରାଯାଇ ସେଠାକାର ଧାନ କ୍ରୟ ପ୍ରକ୍ରିୟାରେ ସ୍ୱଚ୍ଛତା ଆଣିବା ସହ ସରକାରୀ ପାଣ୍ଠିର ଦୁରୂପଯୋଗ ରୋକାଯାଇପାରିବ ବୋଲି ପ୍ରତିନିଧି ଦଳ ଆଲୋଚନା କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କୁ ପଶ୍ଚିମାଞ୍ଚଳ ଏକତା ମଞ୍ଚର ଶ୍ରଦ୍ଧାଞ୍ଜଳି ଷଷ୍ଠ ଜାତୀୟ ସମ୍ବଲପୁରୀ ସମ୍ମିଳନୀ ଆୟୋଜନ ନେଇ ଆଲୋଚନା   29-Nov-2026
  ଜିଲ୍ଲା  
ଭକ୍ତ ପ୍ରହ୍ଲାଦଙ୍କ ଅଟଳ ଭକ୍ତି ଓ ଭଗବାନ ନୃସିଂହଙ୍କ ଅବତାର କଥା ଶୁଣି ଭାବବିହ୍ୱଳ ହେଲେ ଶ୍ରଦ୍ଧାଳୁ   29-Nov-2026
  ଜିଲ୍ଲା  
ତୃତୀୟ ତ୍ରି-ଦିବସୀୟ ଶିକ୍ଷଣ କର୍ମଶାଳା ‘ଉନ୍ମେଷ’ ଉଦ୍‌ଯାପିତ -ମାଟ୍ରିକ୍‌ ପରୀକ୍ଷାରେ A1 ଗ୍ରେଡ୍‌ ଲକ୍ଷ୍ୟ ନେଇ ୨୦୦ ଛାତ୍ରଛାତ୍ରୀଙ୍କ ଅଂଶଗ୍ରହଣ   29-Nov-2026
  ଜିଲ୍ଲା  
ଭୋଟର ତାଲିକା ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) ୨୦୨୬-୨୭ ନେଇ ସମ୍ବଲପୁରରେ ରାଜନୈତିକ ଦଳ ଙ୍କ ସହିତ ବୈଠକ ଅନୁଷ୍ଠିତ   28-Nov-2026
  ଜିଲ୍ଲା  
ଗୋପବନ୍ଧୁ ନଗର ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Nov-2026
  ଜିଲ୍ଲା  
GIETରେ ଗୁଣାତ୍ମକ ବୈଷୟିକ ଶିକ୍ଷା, ଗବେଷଣା ଓ ନିଯୁକ୍ତି ଉପରେ ଗୁରୁତ୍ୱ ଶିଳ୍ପାନୁଷ୍ଠାନର ଆବଶ୍ୟକତା ଅନୁଯାୟୀ ଦକ୍ଷ ଛାତ୍ରଛାତ୍ରୀ ଗଢ଼ିବା ଲକ୍ଷ୍ୟ   28-Nov-2026
  ଜିଲ୍ଲା  
ସୋନପୁର ଅସ୍ଥାୟୀ ବସଷ୍ଟାଣ୍ଡ୍‌କୁ ଆଜି ଅଚାନକ ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ଶ୍ରୀ ଦେବାଶିଷ୍ ସିଂ   28-Nov-2026
  ଜିଲ୍ଲା  
*ୟୁଥ୍ ରେଡ୍ କ୍ରସ୍ ପକ୍ଷରୁ ମହିଳା ସ୍ଵାସ୍ଥ୍ୟ ସଚେତନତା ଶିବିର*- *ନାରୀ ସୁସ୍ଥ ରହିଲେ ଏକ ସୁସ୍ଥ ସମାଜ ଓ ରାଷ୍ଟ୍ର ଗଠନ ହୋଇ ପାରିବ*- - *ଜିଲ୍ଲାପାଳ*   28-Nov-2026
  ଜିଲ୍ଲା  
ପାପଡ଼ାହାଣ୍ଡିରେ "କନ୍ୟାରତ୍ନ ଦିବସ ନିଆରା ଢଙ୍ଗ " ରେ ପାଳନ ଓ ଶପଥ ପାଠ ଗ୍ରହଣ   28-Nov-2026
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶଙ୍କ ୮୫ତମ ଜନ୍ମ ଜୟନ୍ତୀ ପାଳିତ*   28-Nov-2026
  ଜିଲ୍ଲା  
ଫ୍ୟୁଜନ୍ ଶକ୍ତି ବିଶ୍ୱକୁ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା କରିବ: ପ୍ରଫେସର ଡେଭିଡ୍ ଗ୍ୟାନ୍ ୟୁକେ ଫ୍ୟୁଜନ୍ ଏନର୍ଜି ଲିମିଟେଡ୍‌ର ଅଧ୍ୟକ୍ଷ ତଥା ସ୍ୱଚ୍ଛ ଶକ୍ତି ଓ ପରିବେଶ ସଂରକ୍ଷଣ କ୍ଷେତ୍ରରେ ଜଣେ ବିଶ୍ୱସ୍ତରୀୟ ଅଗ୍ରଦୂତ   28-Nov-2026
  ଜିଲ୍ଲା  
ଦୁର୍ଗାପାଲି ଠାରେ ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ଅନୁଷ୍ଠିତ   28-Nov-2026

You Might Also Like