-+91-9937148622 |

prerana_bgr@rediffmail.com |

  Sunday 29th November 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅଭିଜ୍ଞତା ସମ୍ପନ୍ନ ବ୍ୟକ୍ତି ମାନଙ୍କୁ ନେଇ ଗଠନ ହେଲା ବାବା ପାତାଳେଶ୍ବର ମନ୍ଦିର କମିଟି*   (29-Nov-2026)       ||      ମହଦା ଗ୍ରାମପଞ୍ଚାୟତ ଯାଦବ ସମାଜର ସାଧାରଣ ବୈଠକ ଅନୁଷ୍ଠିତ   (29-Nov-2026)       ||      ଜିଲ୍ଲାରେ ‘ନିଶାମୁକ୍ତ ଯୁବା ବିକଶିତ ଭାରତ ପାଇଁ ସଂକଳ୍ପ ଅଭିଯାନ’ ଶୁଭାରମ୍ଭ ରାଲି ଓ ଶପଥ ପାଠ ମାଧ୍ୟମରେ ଆରମ୍ଭ ହେଲା ୧୦୦ ଦିନିଆ ଅଭିଯାନ   (29-Nov-2026)       ||      ଗୁରୁ ଭଗବାନ ସାହୁଙ୍କୁ ପଶ୍ଚିମାଞ୍ଚଳ ଏକତା ମଞ୍ଚର ଶ୍ରଦ୍ଧାଞ୍ଜଳି ଷଷ୍ଠ ଜାତୀୟ ସମ୍ବଲପୁରୀ ସମ୍ମିଳନୀ ଆୟୋଜନ ନେଇ ଆଲୋଚନା   (29-Nov-2026)       ||      ଭକ୍ତ ପ୍ରହ୍ଲାଦଙ୍କ ଅଟଳ ଭକ୍ତି ଓ ଭଗବାନ ନୃସିଂହଙ୍କ ଅବତାର କଥା ଶୁଣି ଭାବବିହ୍ୱଳ ହେଲେ ଶ୍ରଦ୍ଧାଳୁ   (29-Nov-2026)       ||      ତୃତୀୟ ତ୍ରି-ଦିବସୀୟ ଶିକ୍ଷଣ କର୍ମଶାଳା ‘ଉନ୍ମେଷ’ ଉଦ୍‌ଯାପିତ -ମାଟ୍ରିକ୍‌ ପରୀକ୍ଷାରେ A1 ଗ୍ରେଡ୍‌ ଲକ୍ଷ୍ୟ ନେଇ ୨୦୦ ଛାତ୍ରଛାତ୍ରୀଙ୍କ ଅଂଶଗ୍ରହଣ   (29-Nov-2026)       ||      ଭୋଟର ତାଲିକା ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) ୨୦୨୬-୨୭ ନେଇ ସମ୍ବଲପୁରରେ ରାଜନୈତିକ ଦଳ ଙ୍କ ସହିତ ବୈଠକ ଅନୁଷ୍ଠିତ   (28-Nov-2026)       ||      ଗୋପବନ୍ଧୁ ନଗର ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Nov-2026)       ||      GIETରେ ଗୁଣାତ୍ମକ ବୈଷୟିକ ଶିକ୍ଷା, ଗବେଷଣା ଓ ନିଯୁକ୍ତି ଉପରେ ଗୁରୁତ୍ୱ ଶିଳ୍ପାନୁଷ୍ଠାନର ଆବଶ୍ୟକତା ଅନୁଯାୟୀ ଦକ୍ଷ ଛାତ୍ରଛାତ୍ରୀ ଗଢ଼ିବା ଲକ୍ଷ୍ୟ   (28-Nov-2026)       ||      ସୋନପୁର ଅସ୍ଥାୟୀ ବସଷ୍ଟାଣ୍ଡ୍‌କୁ ଆଜି ଅଚାନକ ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ଶ୍ରୀ ଦେବାଶିଷ୍ ସିଂ   (28-Nov-2026)       ||      *ୟୁଥ୍ ରେଡ୍ କ୍ରସ୍ ପକ୍ଷରୁ ମହିଳା ସ୍ଵାସ୍ଥ୍ୟ ସଚେତନତା ଶିବିର*- *ନାରୀ ସୁସ୍ଥ ରହିଲେ ଏକ ସୁସ୍ଥ ସମାଜ ଓ ରାଷ୍ଟ୍ର ଗଠନ ହୋଇ ପାରିବ*- - *ଜିଲ୍ଲାପାଳ*   (28-Nov-2026)       ||      ପାପଡ଼ାହାଣ୍ଡିରେ "କନ୍ୟାରତ୍ନ ଦିବସ ନିଆରା ଢଙ୍ଗ " ରେ ପାଳନ ଓ ଶପଥ ପାଠ ଗ୍ରହଣ   (28-Nov-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶଙ୍କ ୮୫ତମ ଜନ୍ମ ଜୟନ୍ତୀ ପାଳିତ*   (28-Nov-2026)       ||      ଫ୍ୟୁଜନ୍ ଶକ୍ତି ବିଶ୍ୱକୁ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା କରିବ: ପ୍ରଫେସର ଡେଭିଡ୍ ଗ୍ୟାନ୍ ୟୁକେ ଫ୍ୟୁଜନ୍ ଏନର୍ଜି ଲିମିଟେଡ୍‌ର ଅଧ୍ୟକ୍ଷ ତଥା ସ୍ୱଚ୍ଛ ଶକ୍ତି ଓ ପରିବେଶ ସଂରକ୍ଷଣ କ୍ଷେତ୍ରରେ ଜଣେ ବିଶ୍ୱସ୍ତରୀୟ ଅଗ୍ରଦୂତ   (28-Nov-2026)       ||      ଦୁର୍ଗାପାଲି ଠାରେ ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ଅନୁଷ୍ଠିତ   (28-Nov-2026)       ||      ଟିଟିଲାଗଡ ଡିଏଭି ପବ୍ଲିକ ସ୍କୁଲ ପରିସରରେ ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ    (28-Nov-2026)       ||      ସିନାପାଲି କୁସୁମଜୋର ଗ୍ରାମ ପଞ୍ଚାୟତରେ ‘ନୂଆପଡ଼ା ଉନ୍ମେଷ’ କାର୍ଯ୍ୟକ୍ରମ : ଶ୍ରମ ବିଭାଗ ପକ୍ଷରୁ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ   (28-Nov-2026)       ||      *ବିରିଶୋଲା ଆଶ୍ରମ ର ମୂଖ୍ୟ ଅନାଦି ବାବାଙ୍କୁ ଧମକ, ଥାନାରେ ଦିଆଗଲା ଏତଲା*   (28-Nov-2026)       ||      ନୂଆପଡ଼ା,ବଲାଙ୍ଗୀର ଜିଲ୍ଲା ସୀମାନ୍ତରେ ସଡ଼କ ଦୁର୍ଘଟଣା, ଦୁର୍ଘଟଣା ରେ ଅଳ୍ପକେ ବାର୍ତ୍ତିଲେ ଜିଲ୍ଲା ପରିଷଦ ସଭ୍ୟ ଭାନୁପ୍ରତାପ ସିଂ ମାଝୀ   (28-Nov-2026)       ||      ପରିବେଶ ସୁରକ୍ଷାରେ କଲମର ଶକ୍ତି, ନୂଆଦିଲ୍ଲୀରେ ଜାତୀୟ ସମ୍ମିଳନୀ, ସମ୍ମାନିତ ହେଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   (28-Nov-2026)       ||     

HOME   ଜିଲ୍ଲା

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ନାମ ଲେଖା ଅଭିଯାନ

20-Mar-2026



ବୋଡ଼େନ (ରାମନାଥ ପଣ୍ଡା )- ବାଳିକାଙ୍କୁ ଶିକ୍ଷା ପ୍ରତି ଆହୁରି ଆକୃଷ୍ଟ କରିବା ଓ ଉତ୍ସାହିତ କରିବାକୁ ନାମ ଲେଖା ଅଭିଯାନ ମାଧ୍ୟମରେ ଅଭିଭାବକ ଅଭିଭାବିକାଙ୍କୁ ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ବୋଇର ଗାଁର ପ୍ରଧାନ ଶିକ୍ଷୟତ୍ରୀ  ବୈଜୟନ୍ତୀ ମାଝୀ, ୱାଡେନ ସୀତା ରାଉତ ମାର୍ଚ୍ଚ ୧୮ ତାରିଖରୁ ଘରକୁ ଘର ବୁଲି ସାକ୍ଷାତ କରି ନିଜ ନିଜ ଝିଅ ମାନଙ୍କୁ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ବୋଇର୍ ଗାଁରେ ନାମ ଲେଖାଇବାକୁ ବୁଝାଇଛନ୍ତି ଏବଂ  ଆସନ୍ତା ତା ୨୫-୩-୨୦୨୬ ଠାରୁ ତା ୧୦-୪-୨୦୨୬ ପର୍ଯ୍ୟନ୍ତ ଫର୍ମ ପୂରଣ କରି ଆବେଦନ କରି ପାରିବେ ବୋଲି ସମସ୍ତ ଅଭିବାଭକ ଅଭିଭାବିକାଙ୍କୁ ସୂଚନା ପ୍ରଦାନ କରିଛନ୍ତି ।ଏହି ନାମ ଲେଖା ଅଭିଯାନରେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ,ହଷ୍ଟେଲର ଅନ୍ୟ ସବୁ କର୍ମଚାରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅଭିଜ୍ଞତା ସମ୍ପନ୍ନ ବ୍ୟକ୍ତି ମାନଙ୍କୁ ନେଇ ଗଠନ ହେଲା ବାବା ପାତାଳେଶ୍ବର ମନ୍ଦିର କମିଟି*   29-Nov-2026
  ଜିଲ୍ଲା  
ମହଦା ଗ୍ରାମପଞ୍ଚାୟତ ଯାଦବ ସମାଜର ସାଧାରଣ ବୈଠକ ଅନୁଷ୍ଠିତ   29-Nov-2026
  ଜିଲ୍ଲା  
ଜିଲ୍ଲାରେ ‘ନିଶାମୁକ୍ତ ଯୁବା ବିକଶିତ ଭାରତ ପାଇଁ ସଂକଳ୍ପ ଅଭିଯାନ’ ଶୁଭାରମ୍ଭ ରାଲି ଓ ଶପଥ ପାଠ ମାଧ୍ୟମରେ ଆରମ୍ଭ ହେଲା ୧୦୦ ଦିନିଆ ଅଭିଯାନ   29-Nov-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କୁ ପଶ୍ଚିମାଞ୍ଚଳ ଏକତା ମଞ୍ଚର ଶ୍ରଦ୍ଧାଞ୍ଜଳି ଷଷ୍ଠ ଜାତୀୟ ସମ୍ବଲପୁରୀ ସମ୍ମିଳନୀ ଆୟୋଜନ ନେଇ ଆଲୋଚନା   29-Nov-2026
  ଜିଲ୍ଲା  
ଭକ୍ତ ପ୍ରହ୍ଲାଦଙ୍କ ଅଟଳ ଭକ୍ତି ଓ ଭଗବାନ ନୃସିଂହଙ୍କ ଅବତାର କଥା ଶୁଣି ଭାବବିହ୍ୱଳ ହେଲେ ଶ୍ରଦ୍ଧାଳୁ   29-Nov-2026
  ଜିଲ୍ଲା  
ତୃତୀୟ ତ୍ରି-ଦିବସୀୟ ଶିକ୍ଷଣ କର୍ମଶାଳା ‘ଉନ୍ମେଷ’ ଉଦ୍‌ଯାପିତ -ମାଟ୍ରିକ୍‌ ପରୀକ୍ଷାରେ A1 ଗ୍ରେଡ୍‌ ଲକ୍ଷ୍ୟ ନେଇ ୨୦୦ ଛାତ୍ରଛାତ୍ରୀଙ୍କ ଅଂଶଗ୍ରହଣ   29-Nov-2026
  ଜିଲ୍ଲା  
ଭୋଟର ତାଲିକା ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) ୨୦୨୬-୨୭ ନେଇ ସମ୍ବଲପୁରରେ ରାଜନୈତିକ ଦଳ ଙ୍କ ସହିତ ବୈଠକ ଅନୁଷ୍ଠିତ   28-Nov-2026
  ଜିଲ୍ଲା  
ଗୋପବନ୍ଧୁ ନଗର ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Nov-2026
  ଜିଲ୍ଲା  
GIETରେ ଗୁଣାତ୍ମକ ବୈଷୟିକ ଶିକ୍ଷା, ଗବେଷଣା ଓ ନିଯୁକ୍ତି ଉପରେ ଗୁରୁତ୍ୱ ଶିଳ୍ପାନୁଷ୍ଠାନର ଆବଶ୍ୟକତା ଅନୁଯାୟୀ ଦକ୍ଷ ଛାତ୍ରଛାତ୍ରୀ ଗଢ଼ିବା ଲକ୍ଷ୍ୟ   28-Nov-2026
  ଜିଲ୍ଲା  
ସୋନପୁର ଅସ୍ଥାୟୀ ବସଷ୍ଟାଣ୍ଡ୍‌କୁ ଆଜି ଅଚାନକ ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ଶ୍ରୀ ଦେବାଶିଷ୍ ସିଂ   28-Nov-2026
  ଜିଲ୍ଲା  
*ୟୁଥ୍ ରେଡ୍ କ୍ରସ୍ ପକ୍ଷରୁ ମହିଳା ସ୍ଵାସ୍ଥ୍ୟ ସଚେତନତା ଶିବିର*- *ନାରୀ ସୁସ୍ଥ ରହିଲେ ଏକ ସୁସ୍ଥ ସମାଜ ଓ ରାଷ୍ଟ୍ର ଗଠନ ହୋଇ ପାରିବ*- - *ଜିଲ୍ଲାପାଳ*   28-Nov-2026
  ଜିଲ୍ଲା  
ପାପଡ଼ାହାଣ୍ଡିରେ "କନ୍ୟାରତ୍ନ ଦିବସ ନିଆରା ଢଙ୍ଗ " ରେ ପାଳନ ଓ ଶପଥ ପାଠ ଗ୍ରହଣ   28-Nov-2026

You Might Also Like