-+91-9937148622 |

prerana_bgr@rediffmail.com |

  Saturday 28th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   (27-Nov-2026)       ||      ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   (27-Nov-2026)       ||      ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   (27-Nov-2026)       ||      ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   (27-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   (27-Nov-2026)       ||      ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||      ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||      ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||      *ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ବିଶ୍ୱ ଯକ୍ଷ୍ମା ଦିବସ ପାଳିତ

25-Mar-2026



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲା  ସ୍ୱାସ୍ଥ୍ୟ ସମିତି ତରଫରୁ ସ୍ଥାନୀୟ ସରକାରୀ ମହିଳା  ସ୍ୱାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ର ସୁବର୍ଣ୍ଣପୁର ତାଲିମ ଗୃହ ଠାରେ ଜିଲ୍ଲା ସ୍ତରୀୟ ବିଶ୍ୱ ଯକ୍ଷ୍ମା ଦିବସ-୨୦୨୬  ଓ ଟିବି ମୁକ୍ତ ଭାରତ ଅଭିଯାନ -୧୦୦ ଦିନ ଟି ବି elimination campaign ୨.୦ର ଶୁଭାରମ୍ଭ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି। ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ଼ା ଉଷାରାଣୀ ଦାସ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉକ୍ତ ସଭାରେ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଡ଼ା ଦେବିପ୍ରସାଦ ମହାପାତ୍ର,ଅତିରିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ) ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ ,  ଅତିରିକ୍ତ ଜ଼ିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ (TB) ଡ଼ା ପଦ୍ମହଂସ ଦୋରା , ଜାତୀୟ ସ୍ୱାସ୍ଥ୍ୟ ମିଶନ ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ରୂପକ କୁମାର ମହାପାତ୍ର, ଅଧୀକ୍ଷକ ସରକାରୀ ମହିଳା ସ୍ୱାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ର ସୁବର୍ଣ୍ଣପୁର ସ୍ମିତାଶ୍ରୀ ନାୟକ ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ଉପସ୍ଥିତ ଥିଲେ। ଉପସ୍ଥିତ ଅତିଥି ବୃନ୍ଦ ଉକ୍ତ ଦିବସ ର ମହତ୍ୱ ତଥା ଯକ୍ଷ୍ମା ହାରିବ ଦେଶ ଜିତିବ।ଯଦି ଗୋଟିଏ ବି ଯକ୍ଷ୍ମା ରୋଗର ର ଲକ୍ଷଣ ଦେଖାଯାଏ ତେବେ ହେଲା ନ କରି ତୁରନ୍ତ ଆଶା ଦିଦି ଙ୍କ ପାଖ କୁ ଯାଇ କଫ ପରୀକ୍ଷା କରାଇ ନିଅନ୍ତୁ  ଯଦି ପୋଜିଟିଭ ଜଣାପଡେ ତେବେ ଚିନ୍ତ।କରିବାର ନାହିଁ  ତୁରନ୍ତ ପୂର୍ଣ୍ଣ ମାତ୍ରାରେ ଔଷଧ ସେବନ କରି ନିଜେ ସୁସ୍ଥ ରହି ସମାଜ କୁ ମଧ୍ୟ ସୁସ୍ଥ ସୁନ୍ଦର ରଖିବାରେ ସହାୟକ ହୋଇ ପାରିବ। ଉପରେ ବିଷଦ ଭାବରେ ଆଲୋଚନା କରି ସମସ୍ତ ଙ୍କୁ ସଚେତନତା ବାର୍ତା ପ୍ରଦାନ କରିବ। ପାଇଁ ଗୁରୁତ୍ୱାରୋପ କରିଥିଲେ।
ଉକ୍ତ ସଭାରେ ଆଶା, ମାସ ମେମ୍ବର, କିରନ୍ ର କର୍ମକର୍ତା, ନର୍ସିଂ ସ୍କୁଲ ର ଛାତ୍ରୀ , ନର୍ସିଂ ଅଫିସର ,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁ ମାନେ  ଉପସ୍ଥିତ ଥିଲେ । ସହକାରୀ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବାବେଳେ ଶ୍ୟାହେଲି ହାଲଦାର ଓ ମଧୁସ୍ମିତା କର ନର୍ସିଂ ଟ୍ୟୁଟର  କାର୍ଯ୍ୟକ୍ରମ କୁ ସହଯୋଗ କରିଥିଲେ ।୧୦ ଜଣ କୃତୀ ଛାତ୍ରୀ ମାନଙ୍କୁ କୁଇଜ୍ ପ୍ରତିଯୋଗିତା କରି ଅତିଥି ବୃନ୍ଦ ପୁରସ୍କୃତ କରିଥିଲେ। ଉକ୍ତ ଦିବସ ପାଳନ ଅବସରରେ ସୁନ୍ଦର ଡେନ୍ସ ସହିତ ଏକ ମନଛୁଆଁ ଡ୍ରାମା ଛାତ୍ରୀ ମାନଙ୍କ ଦ୍ଵାରା ପରିବେଷଣ କରାଯାଇଥିଲା।ଉକ୍ତ କାର୍ଯ୍ୟ କ୍ରମକୁ ସମୀର ସାହୁ ଜିଲ୍ଲା ଯକ୍ଷ୍ମା ସଂଯୋଜକ, ଡୁଲେସ୍ଵର୍ ବେହେରା , ଦେବାଶିଷ ମିଶ୍ର, ଦେବବ୍ରତ ନାଏକ ଓ ବିବେକାନନ୍ଦ ରଣା ପ୍ରମୁଖ ସହଯୋଗ କରିଥିଲେ। ଶେଷରେ ଜ୍ଞାନ ଜିତ୍ ଶତପଥୀ ପିପି ଏମ coordinater ଉପସ୍ଥିତ ସମସ୍ତଙ୍କୁ  ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   27-Nov-2026
  ଜିଲ୍ଲା  
ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   27-Nov-2026
ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   27-Nov-2026
  ଜିଲ୍ଲା  
ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   27-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   27-Nov-2026
  ଜିଲ୍ଲା  
ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    27-Nov-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ   27-Nov-2026
  ଜିଲ୍ଲା  
ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ   27-Nov-2026
  ଜିଲ୍ଲା  
ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026

You Might Also Like