-+91-9937148622 |

prerana_bgr@rediffmail.com |

  Saturday 28th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   (27-Nov-2026)       ||      ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   (27-Nov-2026)       ||      ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   (27-Nov-2026)       ||      ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   (27-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   (27-Nov-2026)       ||      ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||      ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||      ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||      *ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||     

HOME   ଜିଲ୍ଲା

ଛାତ୍ର ଓ ଛାତ୍ରୀ ମାନଙ୍କୁ ବିଦାୟୀ ସମ୍ବର୍ଦ୍ଧନା

26-Mar-2026



ବରୀ (ରଂଜିତ ମହାନ୍ତି )
ଯାଜପୁର ଶିକ୍ଷାମଣ୍ଡଳୀ ଅଧିନ ମିର୍ଜାପୁର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଷ୍ଟମ ଶ୍ରେଣୀ ର ଛାତ୍ର ଓ ଛାତ୍ରୀ ମାନଙ୍କୁ ଆଜି ବିଦ୍ୟାଳୟ ପରିସର ରେ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା l ପରିଚାଳନା କମିଟି ର ସଭାପତି ସତ୍ୟବ୍ରତ ବାରିକ ଙ୍କ ସଭାପତି ତ୍ୱ ରେ ସିଆରସିସି ସୁଧୀର କୁମାର ଓଝା, ପୂର୍ବତନ ପ୍ରଧାନଶିକ୍ଷୟତ୍ରୀ ଇନ୍ଦୁମତୀ ମହାରଣା, ଭାରପ୍ରାପ୍ତ ପ୍ରଧାନଶିକ୍ଷୟତ୍ରୀ ଅନୁସୟା ଜେନା ଅତିଥି ଭାବେ ଯୋଗଦେଇ ଅଷ୍ଟମ ଶ୍ରେଣୀ ର ଛାତ୍ର ଓ ଛାତ୍ରୀ ମାନଙ୍କୁ ପରୀକ୍ଷା ବୋର୍ଡ, ଖାତା, କଲମ, ପେନସିଲ, ରବର ଓ ପୁଷ୍ପଗୁଚ୍ଛ ଦେଇ ଅଷ୍ଟମ ଶ୍ରେଣୀ ର ଛାତ୍ର ଓ ଛାତ୍ରୀ ମାନଙ୍କୁ ବିଦାୟୀ ସମ୍ବର୍ଦ୍ଧନା ଦିଆଯାଇଥିଲା l ଉକ୍ତ କାର୍ଯ୍ୟକ୍ରମ ରେ ଶିକ୍ଷୟତ୍ରୀ ପଲ୍ଲାଇ, ରତ୍ନପ୍ରଭା ପଣ୍ଡା, ତନୁଜା ଚlଟାଜୀ, ଶ୍ୟାମ ପ୍ରସାଦ ଚlଟାଜୀ, ଏସକେ ମୁସ୍ତକ ଅଲ୍ଲୀ, ଦେବୀ ପରିଡା, ଅନିଲ କୁମାର ଜେନା ଓ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ ଓ ସଭ୍ୟା ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   27-Nov-2026
  ଜିଲ୍ଲା  
ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   27-Nov-2026
ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   27-Nov-2026
  ଜିଲ୍ଲା  
ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   27-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   27-Nov-2026
  ଜିଲ୍ଲା  
ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    27-Nov-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ   27-Nov-2026
  ଜିଲ୍ଲା  
ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ   27-Nov-2026
  ଜିଲ୍ଲା  
ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026

You Might Also Like