-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||     

HOME   ଜିଲ୍ଲା

ବିଦ୍ୟାଳୟ ବନ୍ଦ ଓ ମିଶ୍ରଣ ତାଲିକା ରେ କନ୍ଧମାଳ ଜିଲ୍ଲାର ଶତାଧିକ ବିଦ୍ୟାଳୟ ବନ୍ଦ ହେବ

05-Feb-2021



କନ୍ଧମାଳ,(ସୁଶୀଲ  କୁମାର ପାଣିଗ୍ରାହୀ): ବିଦ୍ୟାଳୟ ମିଶ୍ରଣକୁ ନେଇ ସମଗ୍ର କନ୍ଧମାଳ ଜିଲ୍ଲାରେ ଏକ ଅଶାନ୍ତର ବାତାବରଣ ସୃଷ୍ଟି ହେବାରେ ଲାଗିଛି l ଯାହାକି ସରକାରୀ ଆକଳନ ରେ କନ୍ଧମାଳ ଜିଲ୍ଲାର ୨୭୫ଟି ସ୍କୁଲ ବନ୍ଦ ହେବ। ପ୍ରଥମରୁ ପଞ୍ଚମଶ୍ରେଣୀ ପର୍ଯ୍ୟନ୍ତ ମୋଟ ୫ଟି ଶ୍ରେଣୀରେ ୧୫ ଜଣ କିମ୍ବା ୧୫ରୁ କମ୍‌ ଛାତ୍ରଛାତ୍ରୀ ଉପସ୍ଥାନ ଥିବା ୧୬୯ଟି ସ୍କୁଲକୁ ଅନ୍ୟ ସ୍କୁଲ ସହ ମିଶାଇ ଦିଆଯିବ। ସେହିଭଳି ଯେଉଁ ସ୍କୁଲରେ ମୋଟ ଉପସ୍ଥାନ ୨୫ ଥିବା ସହ ଏହାଠାରୁ ୧ କିଲୋମିଟର ଦୂରରେ ଯଦି ଅନ୍ୟ ଏକ ସ୍କୁଲ ଥିବ, ତାହା ସହ ଉକ୍ତ ସ୍କୁଲକୁ ମିଶାଇ ଦିଆଯିବ। କନ୍ଧମାଳ ଜିଲ୍ଲାରେ ଏଭଳି ସ୍କୁଲ ସଂଖ୍ୟା ୧୫ଟି ରହିଛି। ଅର୍ଥାତ୍‌ ଏଭଳି ୧୫ଟି ସ୍କୁଲ ବନ୍ଦ କରାଯିବ। ସେହିଭଳି ପ୍ରଥମଶ୍ରେଣୀରୁ ଅଷ୍ଟମଶ୍ରେଣୀ ପର୍ଯ୍ୟନ୍ତ ଥିବା ଉଚ୍ଚପ୍ରାଥମିକ ସ୍କୁଲ ଯେଉଁଥିରେ ୨୦ ଜଣ କିମ୍ବା ୨୦ରୁ କମ୍‌ ଉପସ୍ଥାନ ଥିବ ଏବଂ ୩ କିଲୋମିଟର ଦୂରରେ ଯଦି ଅନ୍ୟ ଏକ ସ୍କୁଲ ଥିବ, ସେ କ୍ଷେତ୍ରରେ ସ୍କୁଲ ମିଶ୍ରଣ କରାଯିବ। କନ୍ଧମାଳ ଜିଲ୍ଲାରେ ଉଚ୍ଛେଦ ହେବାକୁ ଥିବା ଏଭଳି ସ୍କୁଲ ସଂଖ୍ୟା ୯୧। ଏଣୁ କନ୍ଧମାଳ ଜିଲ୍ଲାରେ ମୋଟ ୨୭୫ ସ୍କୁଲରେ ଏବେ ତାଲା ପଡ଼ିବାକୁ ଯାଉଛି। ଏସବୁ ସ୍କୁଲ ଘରକୁ ପଞ୍ଚାୟତିରାଜ ବିଭାଗକୁ ହସ୍ତାନ୍ତର କରାଯିବ ବୋଲି ସୂଚନା ମିଳିଛି। ଏଭଳି ସ୍ଥଳେ ବନ୍ଦ ହେବାକୁ ଥିବା ସ୍କୁଲର ଛାତ୍ରଛାତ୍ରୀମାନେ କିଭଳି ଅନ୍ୟ ସ୍କୁଲକୁ ଗ୍ରହଣ କରିବେ ତାହା ବଡ଼ ପ୍ରଶ୍ନବାଚୀ ପାଲଟିଛି।ଏ ନେଇ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବିଦ୍ୟାଳୟ ସ୍ଥାନାନ୍ତରକୁ ବିରୋଧ କରି ଜିଲ୍ଲାପାଳ ଓ ଉପଜିଲ୍ଲାପାଳ ଙ୍କ ନିକଟରେ ଗ୍ରାମବାସୀ ମାନେ ଲିଖିତ ଭାବେ ଦାବୀ ଜଣାଇଛନ୍ତି l  ଏହି ଦାବି ସମ୍ପର୍କରେ ଅନୁଧ୍ୟାନ କରିବା ପରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲାପାଳ ବୃନ୍ଦା ଡି. ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026

You Might Also Like