-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||     

HOME   ଜିଲ୍ଲା

କୋଭିଡ ଯୋଦ୍ଧାଙ୍କୁ ଉତ୍ସାହିତ କରିବା ପାଇଁ ବଲାଙ୍ଗୀର ଜିଲ୍ଲା  ଓକିଲ ସଂଘର ଏକ ଅଭିନବ ପ୍ରୟାସ,  ମୁନିସିପାଲିଟିର ସମସ୍ତ ସଫେଇ କର୍ମଚାରୀ ମାନଙ୍କୁ ସଂଘ ତରଫରୁ ଦିଆଯିବ ସମ୍ବର୍ଦ୍ଧନା

05-Feb-2021



ବଲାଙ୍ଗୀର,(ସନ୍ତୋଷ କୁମାର ଠାକୁର): ସହରର ପରିମଳ ବ୍ୟବସ୍ଥାକୁ ସୁଧାରିବା ଦିଗରେ ସଫେଇ କର୍ମଚାରୀ ମାନଙ୍କ ଏକ  ଗୁରୁତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି । ବିଶେଷ କରି କରୋନା କାଳରେ ଏମାନେ ସହରକୁ ସଫାସୁତୁରା କରିବା ଦିଗରେ ନିରନ୍ତର କାର୍ଯ୍ୟ କରିଥିଲେ । ମହାମାରୀ କରୋନାକୁ ପ୍ରତିହତ କରିବା ଦିଗରେ ବଲାଙ୍ଗୀର ପୌରାଞ୍ଚଳ ଅଧିନରେ ଥିବା ଏହି ସଫେଇ କର୍ମଚାରୀ ମାନଙ୍କ ପ୍ରଶଂସନୀୟ କାର୍ଯ୍ୟକୁ ସମ୍ମାନ ଜଣାଇ ଆସନ୍ତା ଫେବୃୟାରୀ ୭ ତାରିଖ, ରବିବାର ଦିନ ସକାଳ ୧୧   ଟା ରେ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ତରଫରୁ ଏମାନଙ୍କୁ ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ପରିସରରେ ସମ୍ମାନିତ କରିବାର କାର୍ଯ୍ୟକ୍ରମ ରହିଛି ।  ଏହି କାର୍ଯ୍ୟକ୍ରମରେ ମାନ୍ୟବର ବଲାଙ୍ଗୀର ଜିଲ୍ଲାପାଳ, ବଲାଙ୍ଗୀର ପୌରପାଳିକା ନିର୍ବାହୀ ଅଧିକାରୀ ଏବଂ ବଲାଙ୍ଗୀର ତହସିଲର ତହସିଲଦାର ପ୍ରମୁଖ ଅତିଥି ଭାବରେ ଯୋଗ ଦେଇ  ପୌରପାଳିକା ଅଧୀନରେ ଥିବା ପ୍ରାୟ ୨ଠଠଜଣ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧିତ କରିବେ ବୋଲି ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ସଂପାଦକ ବାସୁଦେବ ରଥ ଓ ସଭାପତି ପ୍ରବୀଣ କୁମାର ମିଶ୍ର ସୂଚନା ଦେଇଛନ୍ତି । ଏହି ଅଭିନବ କାର୍ଯ୍ୟକ୍ରମରେ ଜିଲ୍ଲା ଓକିଲ ସଂଘର ସମସ୍ତ ସଭ୍ୟ/ସଭ୍ୟା ବହୁ ସଂଖ୍ୟାରେ ଯୋଗ ଦେବାକୁ ସଂଘ ତରଫରୁ ଅନୁରୋଧ କରାଯାଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026

You Might Also Like