-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||      ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||      *ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||      ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    (27-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||     

HOME   ଜିଲ୍ଲା

ଭଣ୍ଡାରୀଗୁଡାରେ OVEP ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ

28-Mar-2026



(ପ୍ରିୟଦର୍ଶିନୀ ପାତ୍ର)
 ଉମରକୋଟ ବ୍ଲକ ଅନ୍ତର୍ଗତ ଭଣ୍ଡାରୀଗୁଡା ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭଣ୍ଡାରୀଗୁଡାରେ OVEP ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଅଛି। ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଶ୍ରୀ ବାବୁରାମ ସାହୁଙ୍କ କରକମଳରେ ଉଦଘାଟିତ ଏହି ଉତ୍ସବ ଉମରକୋଟ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଈଶ୍ୱର ଚନ୍ଦ୍ର ମାଝୀଙ୍କ ଉଦଯାପନୀ ଅଭିଭାଷଣରେ ସମାପ୍ତ ହୋଇଥିଲା। ବିଦ୍ୟାଳୟର କ୍ରୀଡା ଶିକ୍ଷକ ଶ୍ରୀ ପରେଶ କୁମାର ମହାପାତ୍ରଙ୍କ ପ୍ରତକ୍ଷ ତତ୍ୱାବଧାନରେ ଅଲମ୍ପିକ ମୂଲ୍ୟବୋଧ ଆଧାରିତ  ବିଭିନ୍ନ କ୍ରୀଡା ପ୍ରତିଯୋଗିତା ଶୃଙ୍ଖଳାର ସହ ସମ୍ପାଦିତ ହୋଇଥିଲା। ଉଦଯାପନୀ ସଭାରେ ବିଦ୍ୟାଳୟର ସହକାରୀ ଶିକ୍ଷକ ଶ୍ରୀ ବିଶ୍ୱରଂଜନ ମୁଦୁଲି ସଭାପତିତ୍ୱ କରିଥିଲେ ଓ ସଂସ୍କୃତ ଶିକ୍ଷକ ଶ୍ରୀ ମିହିର ରଞ୍ଜନ ପଣ୍ଡା ମଞ୍ଚ ପରିଚାଳନା କରିଥିଲେ। ବିଦ୍ୟାଳୟର ସହକାରୀ ଶିକ୍ଷକ ଅଙ୍କିତା ବେହେରା, ମମତା ସାହୁ, ପବିତ୍ର ଢ଼ାଲି, ଜୋତିର୍ମୟ ଘରାମି, ଅର୍ଜୁନ ମହାରଣା କ୍ରୀଡା ପରିଚାଳନା କରିଥିଲେ। ଜୁନିଅର ଶିକ୍ଷକ ରୋଜିସ୍ମିତା ରାଉଳ ଓ ଅଧ୍ୟାପକ ଶ୍ରୀ ରଂଜିତ ମଜୁମଦାର ପୁରସ୍କାର ବିତରଣରେ ସହଯୋଗ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉମରକୋଟର ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଦେବେନ୍ଦ୍ର ବାଗ,ବାମନଦେଇଭଟ୍ଟା କ୍ଲଷ୍ଟର ସଂଯୋଜକ ଶ୍ରୀ ସନ୍ତୋଷ ସାହୁ, ଜିରାଗୁଡା କ୍ଲଷ୍ଟର ସଂଯୋଜକ ଶ୍ରୀ ମଧୁସୂଦନ ଜେନା, ପଡୋଶୀ ଗୋଟିଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ଶ୍ରୀ ଅତୀଶ ରଞ୍ଜନ ମହାପାତ୍ର, ବାମନଦେଇଭଟ୍ଟା ଉଚ୍ଚ ପ୍ରଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀ ଧନେଶ୍ୱର ମଲ୍ଲିକ ସଭାରେ ଉପସ୍ଥିତ ରହି ଅଲମ୍ପିକ ମୂଲ୍ୟବୋଧ ଶିକ୍ଷା ଉପରେ ଅଭିଭାଷଣ ପ୍ରଦାନ କରିଥିଲେ। କନିଷ୍ଠ ଶିକ୍ଷକ ରୋଜିସ୍ମିତା ରାଉଳ ଧନ୍ୟବାଦ ଅର୍ପଣ କରିବା ସହ ସଭାପତିଙ୍କ ନିର୍ଦ୍ଦେଶ ଅନୁସାରେ ସଭା ସମାପ୍ତ ଘୋଷଣା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,   27-Nov-2026
  ଜିଲ୍ଲା  
ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା   27-Nov-2026
  ଜିଲ୍ଲା  
*ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   27-Nov-2026
  ଜିଲ୍ଲା  
ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    27-Nov-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   27-Nov-2026
  ଜିଲ୍ଲା  
ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   26-Nov-2026
  ଜିଲ୍ଲା  
ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   26-Nov-2026
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026

You Might Also Like