-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||      *ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||      ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    (27-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||     

HOME   ଜିଲ୍ଲା

କୁସଙ୍ଗ କଲେଜ ଅଧ୍ୟକ୍ଷ ଙ୍କୁ ଗ୍ରାମବାସୀ ଙ୍କ ପକ୍ଷରୁ ସମ୍ବର୍ଦ୍ଧନା

28-Mar-2026



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ବ୍ଲକ ଅନ୍ତର୍ଗତ କୁଶଙ୍ଗ ଆଞ୍ଚଳିକ ଡିଗ୍ରୀ କଲେଜ ଅଧ୍ୟକ୍ଷ ଡ. ବିଜୟ କୁମାର କଲେଟ ଙ୍କୁ   ସମ୍ବର୍ଦ୍ଧନା ଦିଆଯାଇଛି l ଡ. କଲେଟ ଙ୍କୁ ଭାରତ ସରକାର ଙ୍କ ଦ୍ଵାରା ଡକ୍ଟରେଟ ଉପାଧି ପ୍ରଦାନ କରାଯାଇଛି l ଏନେଇ ଆଜି କଲେଜ ପରିସରରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ କୁଶଙ୍ଗ ଗୌନ୍ତିଆ ବୃନ୍ଦାବନ ପଟେଲ ଙ୍କ ସଭାପତିତ୍ବ କରିଥିଲେ l ଏହି ଅବସରରେ ଡ. କଲେଟ୍ ଙ୍କୁ ପୁଷ୍ପଗୁଚ୍ଛ, ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା l ଏହାସହ ଡ଼. କଲେଟ୍ ଗ୍ରାମବାସୀ ଙ୍କୁ କୃତଜ୍ଞତା ଜଣାଇବା ସହ ଆଗାମୀ ୨୦୨୬ - ୨୭ ଶିକ୍ଷାବର୍ଷ ରୁ ଓଡ଼ିଆ ଓ ଇତିହାସ ବିଭାଗରେ ପିଜି ପାଠ୍ୟକ୍ରମ ଆରମ୍ଭ କରିବାକୁ ମତ ପ୍ରକାଶ କରିଥିଲେ l ଏହି କାର୍ଯ୍ୟକ୍ରମରେ ପ୍ରଶାନ୍ତ ପଟେଲ, ଲଳିତ କୁମାର ପଟେଲ, ଗୋବିନ୍ଦ ଅଗ୍ରୱାଲ, ଆନନ୍ଦ ପଟେଲ, ସାରଥୀ ପଧାନ, କ୍ଷମା ସାଗର ସାହୁ, ଶ୍ୟାମସୁନ୍ଦର ବେହେରା, ଡ ଲକ୍ଷ୍ମଣ କୁମାର ମେହେର, ବାରିଧି ତନୟା ତ୍ରିପାଠୀ, ଲିସାରାଣୀ କଠାର, ଚକ୍ରପାଣି ପଟେଲ, ପଞ୍ଚାନନ ପଟେଲ, ଚକ୍ରଧର ପଟେଲ, ରମାକାନ୍ତ ରାଉତ, ପବିତ୍ର ବାଗ, ଲଳିତ ପଧାନ, ବିପିନ ନାଏକ ପ୍ରମୁଖ ଉପସ୍ଥିତ ଥିଲେ l ସଭାରେ  ଷଡାନନ ରାଉତ ମାନପତ୍ର ପାଠ କରିଥିବା ବେଳେ କରୁଣାକର ପଟେଲ ସଭାକୁ ସଂଯୋଜନା କରିଥିଲେ l ବିଜ୍ଞଶ୍ରୀ ଗୁରୁ ଧନ୍ୟବାଦ୍ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା   27-Nov-2026
  ଜିଲ୍ଲା  
*ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   27-Nov-2026
  ଜିଲ୍ଲା  
ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    27-Nov-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   27-Nov-2026
  ଜିଲ୍ଲା  
ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   26-Nov-2026
  ଜିଲ୍ଲା  
ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   26-Nov-2026
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026

You Might Also Like