-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||      ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    (27-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||     

HOME   ଜିଲ୍ଲା

କଣ୍ଟାମାଳରେ ବିଶ୍ଵନାଟ୍ୟ ଦିବସ ପାଳିତ

29-Mar-2026



କଣ୍ଟାମାଳ(ଜୟ କୁମାର ମହାରଣା): ବିଶ୍ଵ ନାଟ୍ୟ ଦିବସ ଅବସରରେ ଶୁକ୍ରବାର ପଲଶାଗୋରା ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ " ଇଣ୍ଟରନେସନାଲ ଥିଏଟର,କଣ୍ଟାମାଳ"ଶାଖାର ସଭାପତି ଜୟ କୁମାର ମହାରଣା ଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହୋଇଯାଇଅଛି। ପ୍ରଥମେ ସଂଧ୍ୟା ୬.୩୦ ଘଣ୍ଟା ସମୟରେ ଦୀପ ପ୍ରଜ୍ବଳନ କରାଯାଇଥିଲା। ଅନୁଷ୍ଠାନର ସଂପାଦକ ଦିଲୀପ କୁମାର ମହାନ୍ତି କହିଥିଲେ ଯେ ୧୯୬୨ ମସିହାରୁ  ଥିଏଟର ସହ ଯୋଡ଼ି ହୋଇଥିବା ବ୍ୟକ୍ତି ଓ ଅନୁଷ୍ଠାନ ଏହି ଦିବସକୁ ପାଳନ କରି ଆସୁଛନ୍ତି ଏବଂ ପ୍ରତ୍ୟେକ ବର୍ଷ ଜଣେ ଜଣେ ନାଟ୍ୟ ବ୍ୟକ୍ତିତ୍ୱ ସାରା ପୃଥିବୀ କୁ ବାର୍ତ୍ତା ଦେଇଥାଆନ୍ତି। ଏହାପରେ ସେ ୨୦୨୬ ବର୍ଷ ପାଇଁ ଦେଇଥିବା ଆମେରିକାର ନାଟ୍ୟକାର ଉଇଲିୟମ ଡାଫେ ଙ୍କ ବାର୍ତ୍ତା ପଠନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅଭିନେତା ମନୋଜ ମହାନ୍ତି,ବସନ୍ତ ବାଘ, ଅଚ୍ୟୁତ ଖମାରୀ,ଭକ୍ତରାମ ଗୁରୁ ଓ ପୂର୍ଣ୍ଣ ଚରଣ ସାହୁ -ନାଟ୍ ନାଟୁଆ ର୍ କଥା .. ଉପରେ ବକ୍ତବ୍ୟ ରଖିଥିଲେ। ନାଟ୍ୟପ୍ରେମୀ ଜଗତ ମୋହନ ସାହୁ,କୁନା ଭୋଇ,ମୋତିଲାଲ ମେହେର,ମାନସ ବଗର୍ତ୍ତୀ,ମନୋଜ ବାରିକ ଓ ମାଁ ଭୈରବୀ ନାଟ୍ୟ ସଂସଦର କଳାକାରମାନେ ଯୋଗ ଦେଇଥିଲେ। ଶେଷରେ ଅଶୋକ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   27-Nov-2026
  ଜିଲ୍ଲା  
ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    27-Nov-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   27-Nov-2026
  ଜିଲ୍ଲା  
ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   26-Nov-2026
  ଜିଲ୍ଲା  
ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   26-Nov-2026
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026

You Might Also Like