-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    (27-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||     

HOME   ଜିଲ୍ଲା

ତହସିଲଦାର ଙ୍କୁ ବିଜେଡ଼ି ବିଧାୟିକା ଙ୍କ ସ୍ୱାମୀ ହତ୍ୟା ଧମକ ପ୍ରତିବାଦ ରେ ବିଜେପି ର ବିକ୍ଷୋଭ

30-Mar-2026



ନର୍ଲା (ଚିନ୍ତାମଣି ନାଏକ )
କଳାହାଣ୍ଡି ଜିଲ୍ଲା  ନର୍ଲା ଚାରିଛକ ଠାରେ ରବିବାର ସନ୍ଧ୍ୟା ୭ଘଣ୍ଟା ସମୟରେ ବିଜେପି ନର୍ଲା ଶାଖା ପକ୍ଷରୁ ନର୍ଲା ବ୍ଲକ ଉପାଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତି ଓରଫ( ମୁନ୍ନା ) ମହାନ୍ତି ଙ୍କ ବିପକ୍ଷରେ ଶତାଧିକ ବିଜେପି କର୍ମୀ ବିଭିନ୍ନ ନାରାବାଜି କରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ସୂଚନା ଅନୁଯାୟୀ ଗତ କିଛିଦିନ ତଳେ ନର୍ଲା ବିଜେଡି ବିଧାୟିକା ମନୋରମା ମହାନ୍ତି ଙ୍କ ସ୍ଵାମୀ ନର୍ଲା ବ୍ଲକ ଉପାଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତି କୌଣସି ଏକ କାର୍ଯ୍ୟକୁ ନେଇ ନର୍ଲା ତହସିଲଦାର ଙ୍କୁ ଫୋନ ଯୋଗେ ଅସଭ୍ୟ ଭାଷାରେ ଗାଳି ଗୁଲଜ କରିବା ସହ ହତ୍ୟା ଧମକ ଦେଇଥିବା ତହସିଲଦାର ଶ୍ରୀ ବିଭୁ ପ୍ରସାଦ ସିଂ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ଏଭଳି ନର୍ଲା ବ୍ଲକ ରେ ବିଧାୟିକା ଙ୍କ ସ୍ଵାମୀ ବିଭିନ୍ନ ଅଧିକାରୀ ମାନଙ୍କୁ ବିଭିନ୍ନ ସମୟରେ ଧମକ ଚମକ ଦେଇ ଭୟଭୀତ କରି ନିଜର ସ୍ୱାର୍ଥ ସାଧନ କରୁଥିବା ଏବଂ ସରକାରୀ କଳ କୁ ନିଜ ବାହୁ ବଳରେ ରଖି ଦୀର୍ଘ ଦଶ ବର୍ଷ ଧରି ବ୍ଲକ କୁ ସମ୍ପୂର୍ଣ ଦୁର୍ନୀତି ରେ ବୁଡାଇ ରଖିଥିବା ବିଜେପି କର୍ମୀ ମାନେ ଅଭିଯୋଗ ଆଣିଛନ୍ତି ଏବଂ ଦୁର୍ନୀତି ଖୋର ବ୍ଲକ ଉପାଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତି ଓ ରଫ (ମୁନ୍ନା) ମହାନ୍ତି ଙ୍କୁ ତୁରନ୍ତ ପୋଲିସ ଗିରଫ କରିବା ପାଇଁ ଶତାଧିକ ବିଜେପି କର୍ମୀ ଗଣ ମାଧ୍ୟମ ସମ୍ମୁଖରେ ଦାବି କରିଥିବା ବେଳେ ଅପର ପକ୍ଷରେ ବିଜେଡି କର୍ମୀ ମାନେ ମଧ୍ୟ ସୋମବାର ସକାଳ ୧୧ ଘଣ୍ଟା ସମୟରେ ବିଧାୟିକା ଙ୍କ ସ୍ଵାମୀ ଙ୍କୁ ମିଥ୍ୟା କେସ ରେ ଆକ୍ରୋଶ ମୂଳକ ଭାବରେ ବିଜେପି ସରକାର ଫସାଇବା ଉଦ୍ୟମ କରୁଥିବା ଅଭିଯୋଗ ଆଣି ସରକାର ବିରୋଧୀ ବିଭିନ୍ନ ନାରା ଦେଇ ଶତାଧିକ ବିଜେଡି କର୍ମୀ ନର୍ଲା ତହସିଲ ଅଫିସ ଠାରୁ ଏକ ଶୋଭାଯାତ୍ରା ରେ ବାହାରି ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପ୍ରତିବାଦ ଜଣାଇଛନ୍ତି ଏଭଳି ପରିସ୍ଥିତି ଦୁଇ ଦଳ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଲାଗିରହିଛି କିନ୍ତୁ କଳାହାଣ୍ଡି ଏସ ପି ଓ ନର୍ଲା ପୋଲିସ ପରିସ୍ଥିତି କୁ କଡ଼ା ନଜର ରଖି ଅନୁସନ୍ଧାନ ଚଳାଇ ଥିବା ସୂଚନା ରହିଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    27-Nov-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   27-Nov-2026
  ଜିଲ୍ଲା  
ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   26-Nov-2026
  ଜିଲ୍ଲା  
ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   26-Nov-2026
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026

You Might Also Like