-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||     

HOME   ଜିଲ୍ଲା

ପି.ଆର. ହାଇସ୍କୁଲ ଓ ଚନ୍ଦନଭାଟି ହାଇସ୍କୁଲକୁ ପୌଷ୍ୟ ଭାବେ ଗ୍ରହଣ କଲେ ନରସିଂହ, ସ୍କୁଲ ଭିତ୍ତିଭୂମି ସହ ଶୈକ୍ଷିକ ବାତାବରଣ ସୃଷ୍ଟି କରାଯିବ-ନରସିଂହ

05-Feb-2021



ବଲାଙ୍ଗିର,: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ଚାଲିଥିବା ମୋ ସ୍କୁଲ ଯୋଜନା ଅନ୍ତର୍ଗତ ପୌଷ୍ୟ ସ୍କୁଲ ଗ୍ରହଣ କାର୍ଯ୍ୟକ୍ରମରେ ରାଜ୍ୟ ବିଧାନସଭାରେ କଂଗ୍ରେସ ବିଧାୟକ ଦଳ ନେତା ତଥା ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ବଲାଙ୍ଗିର ସହରର ପୃଥ୍ୱୀରାଜ ହାଇସ୍କୁଲ ଏବଂ ବଲାଙ୍ଗିର ବ୍ଲକ ଅନ୍ତର୍ଗତ ଚନ୍ଦନଭାଟିର ସରକାରୀ ପଂଚାୟତ ହାଇସ୍କୁଲକୁ ପୌଷ୍ୟ ସ୍କୁଲ ଭାବେ ଗ୍ରହଣ କରିଛନ୍ତି । ପୌଷ୍ୟ ସ୍କୁଲ ଗ୍ରହଣ କାର୍ଯ୍ୟକ୍ରମରେ ସରକାରଙ୍କ ଦ୍ୱାରା ମାନ୍ୟବର ବିଧାୟକମାନଙ୍କୁ ଆହ୍ୱାନ କ୍ରମେ ଶ୍ରୀ ମିଶ୍ର ଏ ଉଭୟ ହାଇସ୍କୁଲକୁ ପୌଷ୍ୟ ସ୍କୁଲ ଭାବେ ଗ୍ରହଣ କରିବା ପାଇଁ ଜାନୁୟାରୀ ୨୮ ତାରିଖ ଦିନ ବିଭାଗକୁ ଚିଠି ମାଧ୍ୟମରେ ନିଜର ଇଚ୍ଛା ଜାହିର କରିଥିଲେ । ଏ ଉଭୟ ସ୍କୁଲର ଭିତ୍ତିଭୂମି ସାଙ୍ଗକୁ ସ୍କୁଲର ଶିକ୍ଷାଦାନ କ୍ଷେତ୍ରରେ ବିଶେଷ ଉନ୍ନତି କରାଯିବ ବୋଲି ଶ୍ରୀ ମିଶ୍ର କହିଛନ୍ତି । ସେ ଏହା ମଧ୍ୟ କହିଛନ୍ତି ଏ ଅଂଚଳର ଉଭୟ ହାଇସ୍କୁଲ ବହୁ ପୁରାତନ । ଉଭୟ ହାଇସ୍କୁଲ ଜିଲ୍ଲା ତଥା ରାଜ୍ୟକୁ ଅନେକ କୃତି ଛାତ୍ର ଦେଇଛନ୍ତି ଯେଉଁମାନେ କି ପରବର୍ତ୍ତି ସମୟରେ ରାଜ୍ୟ ପ୍ରଶସନ ତଥା ସରକାର ରେ ବିଭିନ୍ନ ଉଚ୍ଚ ପଦ ପଦବୀରେ ରହି ଅଂଚଳକୁ ସେବା ପ୍ରଦାନ କରିଛନ୍ତି । ସେ ନିଜେ ମଧ୍ୟ ପୃଥ୍ୱୀରାଜ ହାଇସ୍କୁଲରେ ଶିକ୍ଷା ଗ୍ରହଣ କରିଥିବାରୁ ବର୍ତ୍ତମାନ ମୋ ସ୍କୁଲ ଅଭିଯାନରେ ନିଜ ସ୍କୁଲକୁ ପୋଷ୍ୟ ଭାବରେ ଗ୍ରହଣ କରିଥିବାରୁ ଗର୍ବିତ ବୋଲି ଶ୍ରୀ ମିଶ୍ର କହିଥିଲେ । ଏ ସ୍କୁଲର ଶିକ୍ଷାଦାନ କ୍ଷେତ୍ରରେ  କୌଣସି ବି ସୁଯୋଗ ହାତଛଡା କରାଯିବ ନାହିଁ ଏବଂ ଏ ଉଭୟ ହାଇସ୍କୁଲକୁ ସାରା ରାଜ୍ୟରେ ଉଦାହରଣ ସୃଷ୍ଟି କଳାଭଳିଆ ଏକ ଏକ ଆଦର୍ଶ ସ୍କୁଲରେ ପରିଣତ କରାଯିବ ବୋଲି ବିଧାୟକ ଶ୍ରୀ ମିଶ୍ର କହିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026

You Might Also Like