-+91-9937148622 |

prerana_bgr@rediffmail.com |

  Wednesday 25th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||      ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||      ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||      ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||     

HOME   ରାଜ୍ୟ

ସ୍ୱ-ଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ

02-Apr-2026



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆଜି ଜନଗଣନାର ସ୍ୱ-ଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି । ଉଦ୍ଘାଟନୀ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର, ଆରକ୍ଷୀ ଅଧୀକ୍ଷକ ଅଭିଳାଷ ଜି, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଡା.

ବିଜୟାନନ୍ଦ ସେଠୀ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ପବିତ୍ର ବେହେରା, ଜିଲ୍ଲା ଜନଗଣନାର ବରିଷ୍ଠ ନିର୍ବାହୀ ଅଧିକାରୀ ଲଲାଟେନ୍ଧୁ ପଣ୍ଡା, ଡେପୁଟି ଜିଲ୍ଲା ଜନଗଣନା ଅଧିକାରୀ ନିବେଦିତା ସ୍ୱାଇଁ ସହିତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ଏହି ଅବସରରେ ଜିଲ୍ଲାପାଳ ଜନଗଣନାର ଗୁରୁତ୍ୱ ଉପରେ ଆଲୋକପାତ କରି, ଜନସାଧାରଣଙ୍କୁ ସ୍ୱ-

ଗଣନା କାର୍ଯ୍ୟକ୍ରମରେ ସହଯୋଗ କରିବାକୁ ଅନୁରୋଧ କରିଥିଲେ। ସେ କହିଥିଲେ, ଜନଗଣନା ଦେଶର ବିକାଶ ଏବଂ ଯୋଜନା ପ୍ରଣୟନ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ପ୍ରକ୍ରିୟା । ସ୍ୱ-ଗଣନା ପୋର୍ଟାଲ (https://se.census.gov.in) ମାଧ୍ୟମରେ ଜନସାଧାରଣ ନିଜେ ନିଜର ତଥ୍ୟ ଦାଖଲ କରିପାରିବେ । ଏଥିପାଇଁ ସଠିକ ତଥ୍ୟ ଯୋଗାଇବାକୁ ସମସ୍ତଙ୍କୁ ଅନୁରୋଧ କରିଥିଲେ । ଏହି ସ୍ୱ-ଗଣନା କାର୍ଯ୍ୟକ୍ରମ ଅପ୍ରେଲ ୧ରୁ ଆରମ୍ଭ ହୋଇଥିବାବେଳେ ଏହା ଅପ୍ରେଲ ୧୫ ପର୍ଯ୍ୟନ୍ତ ଚାଲିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   25-Nov-2026
  ଜିଲ୍ଲା  
ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   25-Nov-2026
  ଜିଲ୍ଲା  
ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   25-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   25-Nov-2026
  ଜିଲ୍ଲା  
*ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   25-Nov-2026
  ଜିଲ୍ଲା  
ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ   25-Nov-2026
  ରାଜ୍ୟ  
ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   25-Nov-2026
  ଜିଲ୍ଲା  
ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି   25-Nov-2026
  ଜିଲ୍ଲା  
ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   24-Nov-2026
  ଜିଲ୍ଲା  
୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   24-Nov-2026
  ଜିଲ୍ଲା  
ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   24-Nov-2026
  ଜିଲ୍ଲା  
ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   24-Nov-2026

You Might Also Like