-+91-9937148622 |

prerana_bgr@rediffmail.com |

  Wednesday 25th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||      ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||      ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||      ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||     

HOME   ଜିଲ୍ଲା

ସିମେଣ୍ଟ ବୋଝେଇ ୧୬ଚକିଆ ଟ୍ରକ ଦୁର୍ଘଟଣାଗ୍ରସ୍ତ, ଚାଳକଙ୍କ ମୃତ୍ୟୁ, ହେଲପର ଗୁରୁତର

04-Apr-2026



ଲୋଇସିଂହା, (ପ୍ରେରଣା ଖବର) ସୂଚନା ରୁ ପ୍ରକାଶ ଯେ ଗତକାଲି  ରାତି ପ୍ରାୟ ୧୨ଟା ସମୟରେ ବରଗଡ଼-ବଲାଙ୍ଗୀର ୨୬ ନମ୍ବର ଜାତୀୟ ରାଜପଥ ରେ ଏକ ସିମେଣ୍ଟ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ବରଗଡ଼ ରୁ ବଲାଙ୍ଗୀର ପଟକୁ ଯାଉଥିବା ଏକ ସିମେଣ୍ଟ ବୋଝେଇ ୧୬ଚକିଆ ଟ୍ରକ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଲୋଇସିଂହା ସନ୍ନିକଟ ଫସାଡ଼ ଶୁକତେଲ ବ୍ରିଜ ଠାରେ ଏହି ଦୁର୍ଘଟଣା ଘଟିଥିବା ବେଳେ ବ୍ରିଜ ର ବାଡକୁ ଧସେଇ ପଶି ଟ୍ରକ ଟି ବ୍ରିଜ ତଳକୁ ଖସି ପଡ଼ିଥିଲା। ଦୁର୍ଘଟଣା ଯୋଗୁଁ  ଶୁକତେଲ ନଦୀ ବ୍ରିଜ ର ପ୍ରାୟ ୩୦ ଫୁଟ ବାଡ଼ ଭାଙ୍ଗି ଯାଇଛି। ଟ୍ରକ ଟି ଦ୍ରୁତ ଗତିରେ ଆସୁଥିବା ବେଳେ ଭାରସାମ୍ୟ ହରାଇ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି। ଦୁର୍ଘଟଣାସ୍ଥଳରେ ହିଁ  ଚାଳକ ଗଣେଶ ନାଗ(୩୨) ଙ୍କ ମୃତ୍ୟୁ ଘଟିଥିଲା।  ଗଣେଶ ଙ୍କ ଘର ରାଜଗାଙ୍ଗପୁର ଥାନା ଅନ୍ତର୍ଗତ ଜୋରୁମାଲ ଗ୍ରାମ ବୋଲି ପୋଲିସ ସୂତ୍ରରୁ ପ୍ରକାଶ l ଖବର ପାଇ ମୃତବ୍ୟକ୍ତି ଗଣେଶ ଓ ଗାଡି ର ହେଲପର ସମୀର ଖାଲକୋ ଙ୍କୁ ଗୁରୁତର ଅବସ୍ଥାରେ ଲୋଇସିଂହା ପୋଲିସ ଓ ଅଗ୍ନିଶମ ବିଭାଗ ଉଦ୍ଧାର କରି ବଲାଙ୍ଗୀର ଭୀମଭୋଇ ହସ୍ପିଟାଲ କୁ ସ୍ଥାନାତର କରିଥିଲେ l  ପ୍ରକୃତ ଘଟଣା ଟି ପୋଲିସ ଅନୁସନ୍ଧାନ ପରେ ଜଣା ପଡିବ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ   25-Nov-2026
  ରାଜ୍ୟ  
ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   25-Nov-2026
  ଜିଲ୍ଲା  
ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି   25-Nov-2026
  ଜିଲ୍ଲା  
ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   24-Nov-2026
  ଜିଲ୍ଲା  
୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   24-Nov-2026
  ଜିଲ୍ଲା  
ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   24-Nov-2026
  ଜିଲ୍ଲା  
ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   24-Nov-2026
  ଜିଲ୍ଲା  
ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   24-Nov-2026
  ଜିଲ୍ଲା  
କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   24-Nov-2026
  ଜିଲ୍ଲା  
*କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   24-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ   24-Nov-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   24-Nov-2026

You Might Also Like