-+91-9937148622 |

prerana_bgr@rediffmail.com |

  Sunday 31st May 2026 |

| | | |

R.N.I. Regd No. ODIODI/2010/46693

Breaking News

ବଙ୍ଗୋମୁଣ୍ଡା ପଂଚାୟତ ସମିତି ସ୍ନାତକ ମହାବିଦ୍ୟାଳୟ ରେ ଆରମ୍ଭ ହେଲା ବିଜ୍ଞାନ ପାଠ୍ୟକ୍ରମ    (31-May-2026)       ||      ବାଲିଯାତ୍ରା ତଳ ପଡିଆରେ ପ୍ରେମୀ ଯୁଗଳଙ୍କ ଭିଡ ପଡ଼ିଆରେ ଯୁବତୀଙ୍କୁ ଅସଦାଚରଣ ଉଦ୍ୟମ   (31-May-2026)       ||      ଯୁବୋଦୟ ଭିକ୍ଟର ୨୦୨୬♦️ +୨ବିଜ୍ଞାନରେ ୯୦ ପ୍ରତିଶତ ରୁ ଉର୍ଦ୍ଧ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (30-May-2026)       ||      ପ୍ରେମ ପାଇଁ ଯୁବକ ଉପରେ ଚଢ଼ାଇ ଦେଲେ ଥାର ଗାଡି|   (30-May-2026)       ||      ନିର୍ମାଣ ସଂସ୍ଥା ବସ ଧକ୍କାରେ ଯୁବତୀ ମୃତ   (30-May-2026)       ||      ମୈଦଳପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ   (30-May-2026)       ||      ନର୍ଲା ପି,ଏସ,ଡିଗ୍ରୀ କଲେଜ ଇଂରାଜୀ ଅଧ୍ୟାପିକା ବାସନ୍ତୀ ସାହୁ ଓ ବରିଷ୍ଟ କିରାଣୀ ସନ୍ତୋଷ ନାଏକଙ୍କୁ ଭାବବିହୋଲ ବିଦାୟକାଳୀନ ସମ୍ବର୍ଦ୍ଧନା   (30-May-2026)       ||      ଉତ୍କଳ ମହିଳା ବିକାଶ ପରିଷଦ”ର ରୌପ୍ୟ ଜୟନ୍ତୀ ପାଳିତ    (30-May-2026)       ||      ବିନା ସୂଚନା ଫଳକ ରେ ଚାଲିଛି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ   (30-May-2026)       ||      ଓଡିଶା ହାଇକୋର୍ଟରେ ଜଷ୍ଟିସ ରାଧାଚରଣ ପଟ୍ଟନାୟକଙ୍କ ୩୪ତମ ପୂଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ   (30-May-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (30-May-2026)       ||      କଲ୍ୟାଣୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆମ୍ବୁଲାନ୍ସ ସେବାର ଲୋକାର୍ପଣ   (30-May-2026)       ||      ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ! ଘଟଣା ଦିନ ରାଜ୍ୟ ବାହାରେ ଥାଇ ଵି ସେହି ଘଟଣାରେ ସାମ୍ବାଦିକଙ୍କୁ ଦୋଷୀ କରାଗଲା ♦️ ନିର୍ଦ୍ଦୋଷକୁ ଗିରଫ ନେଇ ସାମ୍ୱାଦିକ ସଂଘର କ୍ଷୋଭ   (30-May-2026)       ||      ନର୍ଲା ଡିଗ୍ରୀ କଲେଜ ଅଧ୍ୟାପିକା ବାସନ୍ତୀ ସାହୁ ବରିଷ୍ଟ କିରାଣୀ ସନ୍ତୋଷ ନାଏକ ଙ୍କୁ ବିଦାୟାଳୀନ ସମର୍ଦ୍ଧନା   (30-May-2026)       ||      ରତାଖଣ୍ଡି-ଆଟଗାଁ ରାସ୍ତାର ତେଲନଦୀରେ ନିର୍ମାଣହେବ ଉଚ୍ଚକ୍ଷମତାସମ୍ପନ୍ନ ପୋଲ   (30-May-2026)       ||      ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (29-May-2026)       ||      ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (29-May-2026)       ||      ବରପାଲି ସାମ୍ୱାଦିକ ସଂଘ ପକ୍ଷରୁ କର୍କଟ ରୋଗର ସଚେତନତା ଶିବିର ଅନୁଷ୍ଠିତ,   (29-May-2026)       ||      ବିନାସୂଚନା ଫଳକ ରେ ଚାଲିଛି ଚେକଡେମ କାମ    (29-May-2026)       ||      ଖାଦ୍ୟ ନ ପାଇ କଟକ ନୂଆବଜ଼ାର କୁଷ୍ଠ ରୋଗୀ ଧାରଣାରେ ବସିଲେ ।   (29-May-2026)       ||     

HOME   ଜିଲ୍ଲା

*ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି*-

06-Apr-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।
ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼. ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାୟକ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ସମ୍ବନ୍ଧୀୟ ସର୍ବମୋଟ ୫୪ (ଚଉବନ) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ।
ତନ୍ମଧ୍ୟରୁ ୪୪ (ଚୋରାଳିଶ) ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୦ (ଦଶ) ଗୋଟି ସାମୁହିକ ଦରଖାସ୍ତ ହସ୍ତଗତ ହୋଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀମାନଙ୍କୁ ପ୍ରଦାନ କରାଯାଇଛି।
ଗୋଷ୍ଠୀ ଉନ୍ନୟନ ଅଧିକାରୀ, ସୋନପୁର ଶ୍ରୀ ପ୍ରତୀକ କରଙ୍କ ତତ୍ୱାବଧାନରେ ଏହି ଶିବିର ଅନୁଷ୍ଠିତ ହୋଇଥିଲା।
ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀମତୀ ଅଞ୍ଜଳୀନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର ଅଶ୍ୱିନୀ କୁମାର ମେହେର, ଉପ-ଜିଲ୍ଲାପାଳ, ସୋନପୁର ଡ଼. ସୌମ୍ୟ ରୁପା ରଥ, ଡେପୁଟି କଲେକ୍ଟର (ଅଭିଯୋଗ ଶୁଣାଣୀ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, କର୍ମଚାରୀ ବୃନ୍ଦଙ୍କ ସହିତ ଜିଲ୍ଲା ପଞ୍ଚାୟତ ଅଧିକାରୀ ଶ୍ରୀ ଅର୍ଜୁନ ମାଝୀ ଏବଂ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧିମାନେ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଙ୍ଗୋମୁଣ୍ଡା ପଂଚାୟତ ସମିତି ସ୍ନାତକ ମହାବିଦ୍ୟାଳୟ ରେ ଆରମ୍ଭ ହେଲା ବିଜ୍ଞାନ ପାଠ୍ୟକ୍ରମ   31-May-2026
  ଜିଲ୍ଲା  
ବାଲିଯାତ୍ରା ତଳ ପଡିଆରେ ପ୍ରେମୀ ଯୁଗଳଙ୍କ ଭିଡ ପଡ଼ିଆରେ ଯୁବତୀଙ୍କୁ ଅସଦାଚରଣ ଉଦ୍ୟମ   31-May-2026
  ଜିଲ୍ଲା  
ଯୁବୋଦୟ ଭିକ୍ଟର ୨୦୨୬♦️ +୨ବିଜ୍ଞାନରେ ୯୦ ପ୍ରତିଶତ ରୁ ଉର୍ଦ୍ଧ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   30-May-2026
  ଜିଲ୍ଲା  
ପ୍ରେମ ପାଇଁ ଯୁବକ ଉପରେ ଚଢ଼ାଇ ଦେଲେ ଥାର ଗାଡି|   30-May-2026
  ଜିଲ୍ଲା  
ନିର୍ମାଣ ସଂସ୍ଥା ବସ ଧକ୍କାରେ ଯୁବତୀ ମୃତ   30-May-2026
  ଜିଲ୍ଲା  
ମୈଦଳପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ   30-May-2026
  ଜିଲ୍ଲା  
ନର୍ଲା ପି,ଏସ,ଡିଗ୍ରୀ କଲେଜ ଇଂରାଜୀ ଅଧ୍ୟାପିକା ବାସନ୍ତୀ ସାହୁ ଓ ବରିଷ୍ଟ କିରାଣୀ ସନ୍ତୋଷ ନାଏକଙ୍କୁ ଭାବବିହୋଲ ବିଦାୟକାଳୀନ ସମ୍ବର୍ଦ୍ଧନା   30-May-2026
  ଜିଲ୍ଲା  
ଉତ୍କଳ ମହିଳା ବିକାଶ ପରିଷଦ”ର ରୌପ୍ୟ ଜୟନ୍ତୀ ପାଳିତ   30-May-2026
  ଜିଲ୍ଲା  
ବିନା ସୂଚନା ଫଳକ ରେ ଚାଲିଛି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ   30-May-2026
  ଜିଲ୍ଲା  
ଓଡିଶା ହାଇକୋର୍ଟରେ ଜଷ୍ଟିସ ରାଧାଚରଣ ପଟ୍ଟନାୟକଙ୍କ ୩୪ତମ ପୂଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ   30-May-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   30-May-2026
  ଜିଲ୍ଲା  
କଲ୍ୟାଣୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆମ୍ବୁଲାନ୍ସ ସେବାର ଲୋକାର୍ପଣ   30-May-2026

You Might Also Like